ରାଜ୍ୟ

ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ଆଉ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ; ଭୁବନେଶ୍ୱରରୁ ସର୍ବାଧିକ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): କମୁଛି ସଂକ୍ରମଣ ହେଲେ କମୁନି ମୃତ୍ୟୁ ସଂଖ୍ୟା। ରାଜ୍ୟରେ ଆଉ ୧୭ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବରଗଡ଼ର ୩୩ ବର୍ଷୀୟ ବ୍ୟକ୍ତି, ୫୮ ବର୍ଷୀୟ ମହିଳା, ବୌଦ୍ଧର ୧୨ ବର୍ଷର ନାବାଳିକା, ଭୁବନେଶ୍ୱରର ୬୩ ବର୍ଷୀୟ ବୃଦ୍ଧ,…

ଆଜି ଚିହ୍ନଟ ହେଲେ ୭୫୩ କରୋନା ଆକ୍ରାନ୍ତ, ରହିଛି ୩୧୯ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ରବିବାର ୭୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୪୩୪ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୩୧୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୦୮,୬୫୯ରେ…

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ଭଦ୍ରକାଳୀ

ଭଦ୍ରକ ଅଫିସ,୧୫।୧୧- ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଦ୍ୱିତୀୟ ଦିନରେ ରବିବାର ମହାକାଳୀ ବେଶରେ ମା’ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ଆଦ୍ୟାଶକ୍ତି ମା ଭଦ୍ରକାଳୀ ରବିବାର ମହାକାଳୀ ବେଶରେ ନାଲି ପାଟ ବସ୍ତ୍ର ପରିଧାନ କରିବା ସହ ମୁଖ…

ରାଜଧାନୀରେ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୧

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ମାତ୍ର ୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬ ଜଣ…

ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆଜି ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି ଯେ, ପବିତ୍ର କାଳୀପୂଜା ଏବଂ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ…

ସବୁ ଚାଷୀଙ୍କୁ ମିଳିବ ପରିଚୟପତ୍ର

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ସମସ୍ତ ଚାଷୀଙ୍କୁ କୃଷକ ପରିଚୟପତ୍ର ଦିଆଯିବ। ଏଥିପାଇଁ କୃଷକ ଓଡ଼ିଶା କାର୍ଯ୍ୟକ୍ରମରେ ରାଜ୍ୟର ୭୬ ଲକ୍ଷ ଚାଷୀଙ୍କୁ ନେଇ କୃଷକ ଡାଟାବେସ୍‌ ଆରମ୍ଭ କରାଯାଇଛି। ଏହି ଡାଟାବେସ୍‌ର ଯାଞ୍ଚ ପ୍ରକ୍ରିୟା ୧୦୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ କରାଯାଇ କୃଷକମାନଙ୍କୁ…

ରାଜଧାନୀ ଜଗିବେ ୧୭ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ଆଜି ଦୀପାବଳି। ହେଲେ ମହାମାରୀ କରୋନା ପାଇଁ ଏଥର ଏହି ଆଲୋକର ପର୍ବ ଫିକା ପଡ଼ିବାକୁ ଯାଉଛି। ବାଣ ଫୁଟାଇ ଧୁମ୍‌ଧାମ୍‌ରେ ଦୀପାବଳି ପାଳନ ଉପରେ ରୋକ ଲଗାଯାଇଛି। କେବଳ ଦୀପ ଜାଳିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେବା…

ବିବାଦୀୟ ଥାନାଧିକାରୀଙ୍କୁ ୨ ବର୍ଷ ଥାନା ମନା

ଭୁବନେଶ୍ୱର,(ବ୍ୟୁରୋ)/  ପାଟଣା (ସ୍ବ.ପ୍ର.)୧୪ ।୧୧କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ୨ବର୍ଷ ଯାଏ ଥାନାର ତତ୍‌କାଳୀନ…

ପାହାଡଶ୍ରୀଗିଡ଼ାରେ ଚାଞ୍ଚଲ୍ୟ: ବାପାଙ୍କୁ କଚାଡ଼ି ହତ୍ୟା କଲା ସାନପୁଅ

ସରଣ୍ଡା,୧୪।୧୧(ଡି.ଏନ୍‌.ଏ.)- ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ପାହାଡ଼ଶ୍ରୀଗୀଡା ଗ୍ରାମରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଥିବା ନେଇ ଅଭିଯୋଗ ହୋଇଛି। ମୃତକ ହେଲେ ବରଗଡ଼ ଥାନା ବରଡୋଲ ଗାଁର ସୌକିଲାଲ ସେଠ(୫୮)। ଅଭିଯୋଗ ଅନୁଯାୟୀ, ସୌକିଲାଲଙ୍କୁ ତାଙ୍କ ସାନ ପୁଅ ପ୍ରଦୀପ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ଦାବିପତ୍ର: କେନ୍ଦୁପତ୍ର ଲାଭ ତୋଳାଳି, ଶ୍ରମିକଙ୍କୁ ଦିଅ

ଭୁବନେଶ୍ୱର,(ବ୍ୟୁରୋ)/  ପାଟଣା (ସ୍ବ.ପ୍ର.), ୧୪ ।୧୧:  କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ୨ବର୍ଷ ଯାଏ…

ପିପିଲି ଉପନିର୍ବାଚନ ଲାଗି କଂଗ୍ରେସର ସଜବାଜ: ଆଗେ ସଙ୍ଗଠନ ସଜଡା, ପରେ ପ୍ରାର୍ଥୀ ଖୋଜା

ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲରେ ପରାଜିତ ହେବା ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆଗାମୀ ଦିନରେ ହେବାକୁ ଥିବା ପିପିଲି ଉପନିର୍ବାଚନ ନିମନ୍ତେ ବର୍ତ୍ତମାନ ଠାରୁ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ବିଶେଷକରି ଏବେଠାରୁ ପ୍ରାର୍ଥୀ ଚୟନ ଉପରେ ଦଳ ପକ୍ଷରୁ…

ଅଚଳାବସ୍ଥାରେ ହୋମିଓପାଥିକ ଡାକ୍ତରଖାନା

ଖଇରା,୧୪ ।୧୧: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଡପୋଖରୀଠାରେ ଥିବା ସରକାରୀ ହୋମିଓପାଥିକ ଡାକ୍ତରଖାନାରେ ଗତ ୯ମାସ ଧରି ଅଚଳାବସ୍ଥା ଲାଗି ରହିଛି। ଡାକ୍ତର ଅନୁପସ୍ଥିତ ରହୁଥିବା ବେଳେ ପିଅନ କାଁ ଭାଁ କାର୍ଯ୍ୟାଳୟ ଖୋଲି ନିଜର ଉପସ୍ଥାନ ପକାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri