ରାଜ୍ୟ

ବିଆର୍‌ପିଏଲ୍‌: ଟୋପାଏ ପ୍ରଦୂଷଣ

ଯାଜପୁର ଅଫିସ,୨୧ା୬: ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌) ନିଜ କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡ଼ିବା ନେଇ ଏକ ମାମଲା (୧୪୯/୨୦୧୭/ଇଜେଡ୍‌) ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ବିଚାରାଧୀନ ରହିଛି। କଳିଙ୍ଗନଗର ପରିବେଶ ସୁରକ୍ଷା ସମିତିର ଅଭିଯୋଗ…

ରାଜ୍ୟରେ ୪୦ ତଳେ କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର ସାମାନ୍ୟ ଆଶ୍ୱସ୍ତିକର ଖବର ମିଳିଛି। ଆଜି ରାଜ୍ୟରେ ୪୦ ତଳକୁ ଖସିଛି କରୋନା ମୃତ୍ୟୁ ସଂଖ୍ୟା। କରୋନା ଆଜି ୩୮ ଜଣଙ୍କ…

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧,୨୫୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ଅଳିଆ ଉଠାରେ ଅସହଯୋଗ

ଅନୁଗୋଳ ଅଫିସ, ୨୨ା୬- ଅନୁଗୋଳ ସହର ସଫେଇ ନେଇ ଦେଖାଦେଇଥିବା ବିବାଦର ସମାଧାନ ଏଯାଏ ହୋଇପାରି ନାହିଁ। ସଫେଇ କର୍ମଚାରୀ ସଂଘ ସମ୍ପାଦକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପରେ କେତେଜଣ କର୍ମଚାରୀ ପୌର କର୍ତ୍ତୃପକ୍ଷଙ୍କୁ ଅସହଯୋଗ କରୁଛନ୍ତି। ବାରମ୍ବାର କାର୍ଯ୍ୟବନ୍ଦ କରି ନାଲିଆଖି…

ଶ୍ୱାସ ନେବାକୁ ସଂଘର୍ଷ

ତାଳଚେର,୨୨ା୬(ନି.ପ୍ର.) ଘରୁ ବାହାରିଲେ ମାସ୍କ ବାଧ୍ୟତାମୂଳକ। କୋଭିଡ୍‌ ସଂକ୍ରମିତ କିମ୍ବା ସନ୍ଦିଗ୍ଧ ହୋଇଥିଲେ, ଘରେ ମାସ୍କ ପିନ୍ଧିବାକୁ ବାଧ୍ୟ। କରୋନାକୁ କାବୁ କରିବାକୁ ମହାମାରୀ ପରିଚାଳନା ଆଇନରେ ଏପରି ନିୟମ କରିଛନ୍ତି ସରକାର। କିନ୍ତୁ ସୁସ୍ଥ ଲୋକଙ୍କ ପାଇଁ ଘରେ ମାସ୍କ…

ନଷ୍ଟ ହେଉଛି ୫.୪୪ କୋଟିର ଟସର

ବାରିପଦା ଅଫିସ, ୨୨।୬-ମହାମାରୀ କରୋନା ଯୋଗୁ କିଣା ବିକା ହୋଇ ନ ପାରି ମୟୂରଭଞ୍ଜ ଜିଲାର ୨୧ ୟୁନିଟରେ ୫କୋଟି ୪୪ଲକ୍ଷ ଟଙ୍କାର ଟସର ପଡ଼ିରହିଛି । ଦୀର୍ଘ ଦିନ ଧରି ଜମା ହୋଇରହିବାରୁ ଏହାର ଗୁଣାତ୍ମକ ମାନ ନଷ୍ଟ ହେବାର…

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର ଗୁଞ୍ଜିଗଡ଼ା ଗ୍ରାମରେ ଏଭଳି ଘଟଣା ଘଟିଛି। ମୃତ ଖେଳାଳି ହେଲେ କଳାହାଣ୍ଡି ଜିଲା ଥୁଆମୂଳ…

୨୩ରୁ ପୁରୀରେ ୧୪୪

ପୁରୀ ଅଫିସ,୨୧।୬: ସ୍ନାନଯାତ୍ରା ପାଇଁ ପୁରୀ ସହରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜନସମାଗମ ରୋକିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି। ଆସନ୍ତା ୨୩ ତାରିଖ ରାତ୍ର ୧୦ଟାରୁ…

ପୁଅର ମୃତଦେହ ଛୁଇଁଲେନି ବାପା

ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ ୧୦ ଘଣ୍ଟା ପରେ ମୃତଦେହ ସ୍ଥାନୀୟ ଶ୍ମଶାନରେ ସତ୍କାର କରାଯାଇଥିଲା। ସୋମବାର ଏଭଳି ଏକ…

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଯୁବକ ଦୁର୍ଜ…

୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା

ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ମାତ୍ର ୧୧ ଟଙ୍କାରେ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି। ଟ୍ରଷ୍ଟକୁ…

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲର ଡିସିଏଚ-୧ ବନ୍ଦ କରି ଡିସିଏଚ-୨କୁ ଚାଲୁ ରଖିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?