ରାଜ୍ୟ

କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ମାମଲା: ପରିବାର ଅନୁମତି ନେଇ ନାଁ ସାର୍ବଜନୀନ କରିହେବ

କଟକ ଅଫିସ,୧୭।୭: କରୋନା ଆକ୍ରାନ୍ତଙ୍କ ନାମ ପ୍ରଘଟ ଉପରେ କଟକଣା ଜାରି କରିବା ପାଇଁ ରୁଜୁ ହୋଇଥିବା ମାମଲାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ପରିବାର ବର୍ଗଙ୍କଠାରୁ ଅନୁମତି ନେଇ ଆକ୍ରାନ୍ତଙ୍କ ନାମ ସାର୍ବଜନୀନ କରାଯାଇପାରିବ ବୋଲି କୋର୍ଟ କହିଛନ୍ତି।...

ଆଜିଠୁ ଡୋନର ପଞ୍ଜୀକରଣ, ସ୍କ୍ରିନିଂ, କାଉନସେଲିଂ

କଟକ ଅଫିସ,୧୭।୭:ରାଜ୍ୟରେ ସଙ୍କଟାପନ୍ନ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବୁଧବାରଠାରୁ ପ୍ଲାଜ୍‌ମା ଥେରାପି ଆରମ୍ଭ ହୋଇଛି। ସଂଗୃହୀତ ହୋଇଥିବା ୮ ୟୁନିଟ୍‌ ପ୍ଲାଜ୍‌ମାରୁ ଗୋଟିଏ ପ୍ୟାକେଟ ଅଶ୍ୱିନୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କୁ ଦିଆଯାଇଛି। ଆଉ ୪ ଜଣ...

‘ସୌଭାଗ୍ୟ’ର ଭାଗ୍ୟ ବଦଳୁନି

ପାଟଣା,୧୭।୭(ସ୍ବ.ପ୍ର.)-ବଦଳୁନି ‘ସୌଭାଗ୍ୟ’ ଯୋଜନାରେ ଭାଗ୍ୟ। ଏହି ଯୋଜନାରେ ସାମିଲ ହୋଇ ୨୪ ପରିବାର ବିଜୁଳି ଆଲୁଅରୁ ବଞ୍ଚିତ ହୋଇଛନ୍ତି। ଟ୍ରାନ୍ସଫର୍ମର ବସିଛି, ଖୁଣ୍ଟ ପୋତି ତାର ବି ଟଣାଯାଇଛି। ହେଲେ ଖୁଣ୍ଟରେ ହିଁ ଝୁଲି ରହିଛି ‘ସୌଭାଗ୍ୟ’ ଯୋଜନା ସହ...

ବିନା ବେଦୀ, ମନ୍ତ୍ର ପାଠରେ ଆଦର୍ଶ ବିବାହ

ଭଦ୍ରକ ଅଫିସ,୧୭ା୭-ଭଦ୍ରକ ସହରର ଗାନ୍ଧୀପଡ଼ିଆସ୍ଥିତ ସୀତାରାମ କଲ୍ୟାଣମଣ୍ଡପରେ ବୁଧବାର ଏକ ଆଦର୍ଶ ବିବାହ ଅନୁଷ୍ଠିିତ ହୋଇଯାଇଛି। ଏହି ବାହାଘରରେ ନା ଥିଲା ଯୌତୁକ ନେଣଦେଣ, ନା ଥିଲା ଜାତକ ମେଳାପ, ଶୁଭି ନ ଥିଲା ବ୍ରାହ୍ମଣଙ୍କ ମନ୍ତ୍ରପାଠ। କନ୍ୟା ଓ...

ଅବରୋଧ ଯୋଗୁ ନିଷ୍କାସିତ ହୋଇପାରୁନି ଜଳ -ଶହେ ଏକର ଜମି ପଡ଼ିଆ ପଡ଼ିବା ଆଶଙ୍କା

ବନ୍ତ,୧୭।୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ ଛୟାଳସିଂହ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ଶାଳକଣିଆ,ବାଙ୍ଗୋରପଦୀ, ସଖିପାଟଣା ମୌଜାର ସରକାରୀ ଚକ ରାସ୍ତା ଓ ସରକାରଙ୍କ ଦ୍ୱାରା ଚିହ୍ନିତ ଜଳସେଚନ ନାଳକୁ କେତେକ ଚାଷୀ ଅବରୋଧ କରିଛନ୍ତି। ଫଳରେ ଚାଷଜମିରୁ ବାଙ୍ଗୋରପଦୀ...

୩୦ ପରିବାରକୁ ମିଳିଲା ବିଜୁଳି

ବଇଣ୍ଡା, ୧୭ା୭(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ଜାମୁଖୋଳ ଗ୍ରାମରେ ବୁଧବାର ୩୦ ପରିବାରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହାକୁ ନେଇ ସମ୍ପୃକ୍ତ ପରିବାର ଲୋକେ ଖୁସି ବ୍ୟକ୍ତି କରିଛନ୍ତି। ସୂଚନାଯୋଗ୍ୟ ଯେ, ସୌଭାଗ୍ୟ ଯୋଜନାରେ ସାମିଲ...

ଆନ୍ଦୋଳନକାରୀ-ପୋଲିସ ଧସ୍ତାଧସ୍ତି

ଅନୁଗୋଳ ଅଫିସ୍‌, ୧୭।୭ ଅଳିଆ ପକାକୁ ନେଇ ପୁଣି ଉତ୍ତେଜନା ଦେଖାଦେଇଛି। ବିରୋଧ କରୁଥିବା ପଞ୍ଚମହଲା ବେଣିବଣିଆ ସାହି ମହିଳାମାନଙ୍କ ସହ ପୋଲିସର ଧସ୍ତାଧସ୍ତି ହୋଇଛି। ବୁଝାଶୁଝା ଉଦ୍ୟମ ବିଫଳ ହୋଇଥିବାରୁ ଅନୁଗୋଳ ପୌରପାଳିକା ପକ୍ଷରୁ ଅଳିଆ ପକାଯିବା କାର୍ଯ୍ୟ...

ମାତ୍ର ୨୦ ପ୍ରତିଶତଙ୍କୁ ଅନ୍‌ଲାଇନ୍‌ ଶିକ୍ଷା

ଅନୁଗୋଳ ଅଫିସ, ୧୭।୭ – ମହାମାରୀ କରୋନା ଯୋଗୁ ସ୍କୁଲରେ ପଡ଼ିଛି ତାଲା। ୪ ମାସ ହେଲା ଘରେ ବସିଛନ୍ତି ଛାତ୍ରୀଛାତ୍ର। ଏପରି ସ୍ଥିତିରେ ନୂଆ ଶିକ୍ଷାବର୍ଷ ଆରମ୍ଭରୁ ପ୍ରଭାବିତ ହୋଇଥିବା ପାଠପଢ଼ାକୁ ଆଗେଇ ନେବା ପାଇଁ ସରକାରଙ୍କ ପକ୍ଷରୁ...

୧୪ ଦିନ ପାଇଁ ଭଦ୍ରକ ପୌରପାଳିକା କାର୍ଯ୍ୟାଳୟ ବନ୍ଦ

ଭଦ୍ରକ ଅଫିସ, ୧୬ା୭- ଭଦ୍ରକ ପୌରପାଳିକା କାର୍ଯ୍ୟାଳୟ ଆଗାମୀ ୧୪ ଦିନ ପାଇଁ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। କରୋନା ସଂକ୍ରମଣ ବଢ଼ୁଥିବା କାରଣରୁ ପୌରପାଳିକା ପକ୍ଷରୁ ଏହି ଘୋଷଣା କରାଯାଇଛି। ଏହି ୧୪ ଦିନ ମଧ୍ୟରେ କାର୍ଯ୍ୟାଳୟ...

ପ୍ରେମ ପରେ ପ୍ରତାରଣା ପଡ଼ିଲା ମହଙ୍ଗା: ବନ୍ଧା ହେଲେ ଅଭିଯୁକ୍ତ ପ୍ରେମିକ

ରୂପ୍‌ସା, ୧୬।୭(ଡି.ଏନ.ଏ.)-ଦିଲ୍ଲୀରେ ଜଣେ ଯୁବତୀଙ୍କୁ ପ୍ରେମ ପରେ ପ୍ରତାରଣା ଘଟଣା ଓଡ଼ିଆ ଯୁବକଙ୍କ ପାଇଁ ମହଙ୍ଗା ପଡିଛି। ଶେଷରେ ଅଭିଯୁକ୍ତ ପ୍ରେମିକଙ୍କୁ ପୋଲିସ ଗିରଫ କରିଛି। ବିବାହ ଲାଗି ପ୍ରେମିକା ଅଡିବସିଥିଲେ ମଧ୍ୟ ପ୍ରେମିକଙ୍କ ପରିବାରବର୍ଗ ଅସ୍ବୀକାର କରିବାରୁ ପୋଲିସ...

ଶୁକ୍ରବାରରୁ ୪ ଜିଲା, ୧ ମହାନଗର ନିଗମ ଲକ୍‌ଡାଉନ

ଭୁବନେଶ୍ୱର,୧୬।୭(ବ୍ୟୁରୋ)-ଶୁକ୍ରବାରଠାରୁ ୪ ଜିଲା ଓ ରାଉରକେଲା ମହାନଗର ନିଗମରେ ଜୁଲାଇ ୩୧ ଯାଏ ଲକ୍‌ଡାଉନ ଜାରି ହୋଇଛି। ଗଞ୍ଜାମ, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲାରେ ଏହି ଲକଡାଉନ ଘୋଷଣା ହୋଇଛି। ଶୁକ୍ରବାର ରାତି ୯ଟାରୁ ଏହି କଟକଣା ଲାଗୁ...

ଜିଲାପାଳଙ୍କ ନିୟମ ନ ମାନି ଘରକୁ ପଳାଇଥିଲେ: ବିଇଓଙ୍କୁ ସଙ୍ଗରୋଧରେ ରଖିଲେ ତହସିଲଦାର

ଦାରିଙ୍ଗବାଡି,୧୬।୭(ଡି.ଏନ୍‌.ଏ.)-ଜିଲା ପ୍ରଶାସନର ନିୟମ ନ ମାନି ଘରକୁ ପଳାଇବା ମହଙ୍ଗା ପଡିଛି ଜଣେ ଶିକ୍ଷା ବିଭାଗ ଅଧିକାରୀଙ୍କୁ। ସୀମା ସିଲ୍‌ ସତ୍ତ୍ୱେ ଗଳାବାଟ ଦେଇ ଘରକୁ ପଳାଇଥିଲେ। ଫେରିବାବେଳେ ଧରାପଡିବାରୁ ସମ୍ପୃକ୍ତ ଅଧିକାରୀ ଓ ସହଯୋଗୀଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri