ରାଜ୍ୟ

ଗାଁରେ ବୁଲୁଛି କଲରାପତରିଆ

ପାପଡ଼ାହାଣ୍ଡି/ମଇଦଲପୁର,୯।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ଦୁଇଦିନ ମଧ୍ୟରେ ଗ୍ରାମର ତିନି ଜଣଙ୍କ ଗୁହାଳରୁ ତିନୋଟି ବାଛୁରୀ ଖାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଏବେ ଗ୍ରାମରେ ଭୟର ବାତାବରଣ। ସନ୍ଧ୍ୟା…

ହାତୀଦାନ୍ତ, ବାଘଛାଲ ଜବତ

ଭୁବନେଶ୍ୱର,୯।୨(ବ୍ୟୁରୋ)/କେନ୍ଦୁଝର (ସ୍ବ.ପ୍ର.): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଥମିବାର ନାଁ ଧରୁନି। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ସୋମବାର ଆଉଏକ ର଼୍ୟାକେଟକୁ ଠାବ କରିଛି। କେନ୍ଦୁଝର ଜିଲା ଆର୍‌ଟିଓ ଅଫିସ ନିକଟରେ ଡିଲ୍‌ ଚାଲିଥିବାବେଳେ ଏସ୍‌ଟିଏଫ୍‌ ଟିମ୍‌ ଚଢ଼ାଉ କରି ୩ଜଣଙ୍କୁ…

ଅଟକିବନି ବିକାଶ କାର୍ଯ୍ୟ

ପୁରୀ ଅଫିସ,୯।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀ ଗସ୍ତ କରି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। କରୋନା ମହାମାରୀ ସମୟରେ ପ୍ରଥମ ଥର ପାଇଁ ମହାପ୍ରଭୁଙ୍କ ଦର୍ଶନ କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି। ଦର୍ଶନ ସାରିବା…

ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର, ୯।୨(ବ୍ୟୁରୋ): ରାଜ୍ୟ ସରକାର ପୁଣି ବସ୍‌ ଭଡ଼ା ବଢ଼ାଇଛନ୍ତି। ଏ ନେଇ ସୋମବାର ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଲଗାତର ଡିଜେଲ ଦର ବୃଦ୍ଧି ସାଙ୍ଗକୁ ଅନ୍ୟାନ୍ୟ ଆନୁଷଙ୍ଗିକ ଦର ବୃଦ୍ଧିକୁ ନେଇ ୧୨ଟି…

ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍‌

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମଙ୍ଗଳବାର ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଅପରାହ୍ନ ୫ଟା ୩୦ ମିନିଟ୍‌ରେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଆସନ୍ତା ୧୮ରେ ବିଧାନସଭାର ବଜେଟ ଅଧିବେଶନ…

ସୁପ୍ରିମକୋର୍ଟ ଯିବ ଓଡ଼ିଶା

ଭୁବନେଶ୍ୱର,୯।୨(ବ୍ୟୁରୋ): କୋରାପୁଟ ଜିଲା ସୀମାନ୍ତବର୍ତ୍ତୀ କୋଟିଆକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମୁହଁାମୁହଁି ହୋଇଛନ୍ତି। କୋଟିଆ ପଞ୍ଚାୟତର ୩ଟି ଗାଁକୁ ନେଇ ଦୁଇରାଜ୍ୟ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଥିବାବେଳେ ଆନ୍ଧ୍ର ସରକାର କୋଟିଆ ସମେତ ଗଜପତି ଜିଲାର ସୀମାନ୍ତବର୍ତ୍ତୀ…

ଜାଗିନି ଜନସ୍ୱାସ୍ଥ୍ୟ ବିଭାଗ

ଅନୁଗୋଳ ଅଫିସ, ୯।୨: ଛତୁ ଫୁଟିଲା ଭଳି ଅନୁଗୋଳ ଜିଲାରେ ଖୋଲିଛି ଖାଦ୍ୟ ସାମଗ୍ରୀ ଦୋକାନ। କେଉଁଠି ରାସ୍ତା କଡ଼ରେ ବିରିୟାନୀ ବିକ୍ରି ହେଉଛି ତ ଆଉ କେଉଁଠି ତେଲଭାଜି ଦୋକାନରେ ଗ୍ରାହକଙ୍କ ଭିଡ଼ ବଢ଼ୁଛି। କେବଳ ଅନୁଗୋଳ ସହରକୁ ଉଦାହରଣ ଭାବେ…

ଆନ୍ଧ୍ର ପକ୍ଷରୁ ଓଡ଼ିଶାରେ ୩ ଗ୍ରାମକୁ ନେଇ ପଞ୍ଚାୟତ ନିର୍ବାଚନ: ୨ ସରପଞ୍ଚ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ପଟ୍ଟାଙ୍ଗୀ,୯ା୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତର ୩ଟି ଗ୍ରାମକୁ ନେଇ ଆନ୍ଧ୍ର ସରକାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରୁଛନ୍ତି। ଏଥିପାଇଁ ସମସ୍ତ କାର୍ଯ୍ୟ ଶେଷ ହୋଇଛି। ତେବେ ଦୁଇଟି ପଞ୍ଚାୟତରେ ସରପଞ୍ଚଠାରୁ ଆରମ୍ଭ କରି…

ଚେତାଶୂନ୍ୟ ସ୍ତ୍ରୀଙ୍କୁ ମୃତ ଭାବି ଜାଳିଦେଇଥିଲେ

ଢେଙ୍କାନାଳ ଅଫିସ,୯।୨: ସ୍ବାମୀଙ୍କ ଚାପୁଡ଼ାରେ ରୋଷେଇ ଘରେ ଚେତାଶୂନ୍ୟ ହୋଇପଡ଼ିଥିଲେ ସ୍ତ୍ରୀ। ସଂଜ୍ଞାହୀନ ସ୍ତ୍ରୀଙ୍କୁ ମୃତ ଭାବି ଚାଳିଆରେ ଲଗାଇ ଦେଇଥିଲେ ନିଅଁା। ପୋଡ଼ିଯାଇ ସ୍ତ୍ରୀ ଚିତ୍କାର କରିବା ପରେ ସେ ଜୀବିତ ବୋଲି ଜାଣିପାରିଥିଲେ ଅଭିଯୁକ୍ତ ସ୍ବାମୀ। ହେଲେ ସେତେବେଳକୁ…

ଦନ୍ତା ନେଲା ଜୀବନ

ଢେଙ୍କାନାଳ ଅଫିସ/ରାସୋଳ,୮।୨: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଖଜୁରିଆକଟା ସେକ୍ସନ ଅଧୀନ ମାଡୁଆ ଗ୍ରାମର ରବି ରାଉତ(୫୦)ଙ୍କ ଜୀବନ ନେଇଛି ହିଂସ୍ର ଦନ୍ତା। ସୋମବାର ସନ୍ଧ୍ୟାରେ ଶୌଚ କରିବାକୁ ଯାଉଥିବା ବେଳେ ଅନ୍ଧାରୁଆ ସ୍ଥାନରେ ଥିବା ଉକ୍ତ ହାତୀ ତାଙ୍କୁ ଶୁଣ୍ଢରେ…

ରଖିଲେ ଶିବ…

ତରବୋଡ/ନୂଆପଡା ଅଫିସ, ୮।୨: କଥାରେ ଅଛି ରଖିଲେ ଶିବ ମାରିବ କିଏ। ନୂଆପଡ଼ା ଜିଲା ଟାନୱାଟରେ ସୋମବାର ଏକ ଦୁର୍ଘଟଣା ଘଟିଛି ଯାହାକୁ ଦେଖି ଅଞ୍ଚଳବାସୀ ଏହା କହୁଛନ୍ତି। ମହୁଲଭଟା ଗାଁର ବିଶାଳ ବାଗ ରାସ୍ତାରେ ଯାଉଥିବା ବେଳେ ପାର୍ଶ୍ୱରେ ପୋତା…

ସୁସ୍ଥ ହେଲେ ୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୮ା୨- ଓଡ଼ିଶାରେ ସୋମବାର ୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ସର୍ବାଧିକ ୧୨, ବାଲେଶ୍ୱର ଓ କଟକରୁ ୯, ବରଗଡ଼ରୁ ୮, ପୁରୀ ଓ ସମ୍ବଲପୁରରୁ ୭, ଯାଜପୁରରୁ ୬, ମୟୁରଭଞ୍ଜରୁ ୫, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri