୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ୬ ଗିରଫ
ଜୟପୁର, ୧୨ା୧୧ (ନି.ପ୍ର./ଡି.ଏନ.ଏ.)-ଜୟପୁର ସଦର ପୋଲିସ ଗୁରୁବାର ଏକ ଆନ୍ତଃ ରାଜ୍ୟ ଗଞ୍ଜେଇ ଚାଲାଣକାରୀ ର଼୍ୟାକେଟ୍ ଉପରେ ଚଢାଉ କରିଛି ା ମାମଲାରେ ବିହାର, ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାର ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିହାରର ସେନୁ…
ଏଣିକି ମ୍ୟାଲେରିଆ ପୂର୍ବାନୁମାନ କରିବ ପାଣିପାଗ ବିଭାଗ
ଭୁବନେଶ୍ୱର, ୧୨।୧୧(ବ୍ୟୁରୋ)- ଏଣିକି ମ୍ୟାଲେରିଆ ସଂକ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ ହାତକୁ ନିଆଯାଇଛି। ଆସନ୍ତା ମୌସୁମୀରୁ ମ୍ୟାଲେରିଆଜନିତ ପୂର୍ବାନୁମାନ କରାଯିବ ବୋଲି ପାଣିପାଗ ବିଭାଗର ମହାନିର୍ଦ୍ଦେଶକ…
ଭିଜିଲାନ୍ସ ଜାଲରେ କୋଟିପତି କିରାଣି
ଧର୍ମଶାଳା, ୧୨ା୧୧(ଡି.ଏନ.ଏ.): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଶାଳା ସବ୍ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି ରତ୍ନାକର ମହାନ୍ତିଙ୍କ ବାସଭବନରେ ଗୁରୁବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। କଟକ ଭିଜିଲାନ୍ସ ଏସ୍ପିଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଭିଜିଲାନ୍ସ ଡିଏସ୍ପି ସୁରେନ୍ଦ୍ରନାଥ ରାୟଗୁରୁଙ୍କ ନେତୃତ୍ୱରେ ତିନୋଟି…
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୬୪ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୨ା୧୧(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୧୨୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୧୦, ସୁନ୍ଦରଗଡରୁ ୭୯, ବାଲେଶ୍ୱରରୁ ୭୬, ବଲାଙ୍ଗୀରରୁ ୭୬, କଟକରୁ ୭୪, ମୟୂରଭଞ୍ଜରୁ ୬୫, ନୂଆପଡାରୁ ୬୧, ଜଗତସିଂହପୁରରୁ…
ଗଡ଼ିବ ଆଉ ୪ ସ୍ପେଶାଲ ଟ୍ରେନ୍, ବନ୍ଦ ହେବ ୫
ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ପୂର୍ବତଟ ରେଲୱେ ପକ୍ଷରୁ ଆହୁରି ୪ଟି ସ୍ପେଶାଲ ଟ୍ରେନ ଚାଲିବ। ବିଶାଖାପାଟଣା-ରାୟଗଡ଼ା, ପଲାସା-ବିଶାଖାପାଟଣା, ପଲାସା-ଭୁବନେଶ୍ୱର, ଏବଂ ସମ୍ବଲପୁର-ରାୟଗଡ଼ା ସ୍ପେଶାଲ ଟ୍ରେନ ଚଲାଇବାକୁ ନିଷ୍ପତ୍ତି ନିଆଯାଇଛି। ସେପଟେ ଯଥେଷ୍ଟ ଯାତ୍ରୀ ହେଉ ନ ଥିବାରୁ ଆଉ ୫ ଯୋଡ଼ା ଟ୍ରେନ…
କଟକରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି
କଟକ ଅଫିସ, ୧୨।୧୧: କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡ଼ି ତିଆରି ହୋଇଛି। ଆର୍ଏମ୍ଆର୍ସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ସେରୋ ସର୍ଭେ ନେଇ ଆର୍ଏମ୍ଆର୍ସି ନିର୍ଦ୍ଦେଶିକା ସଂଘମିତ୍ରା ପତି ସୂଚନା ଦେଇଛନ୍ତି।…
କୋର୍ଟରେ ହାଜର ହେଲେ ଅନୁଭବ: ଜବାବ ଦାଖଲ ପାଇଁ ନେଲେ ସମୟ
ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହୋଇଥିବା ପାରିବାରିବ ହିଂସା ମାମଲାକୁ ନେଇ କୋର୍ଟରେ ହାଜର ହେଲେ ସ୍ବାମୀ ଅନୁଭବ ମହାନ୍ତି। କଟକ ଏସ୍ଡିଜେଏମ୍ କୋର୍ଟରେ ହାଜର ହୋଇ ଅନୁଭବ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ତେବେ…
ରାଜଧାନୀରେ ଆଜି ଚିହ୍ନଟ ହେଲେ ୬୯ ନୂଆ ଆକ୍ରାନ୍ତ: ୫୩ ଲୋକାଲ କେସ୍
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ୬୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୬ କ୍ୱାରାଣ୍ଟାଇନ୍ ମାମଲା ଥିବା ବେଳେ ୫୩ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୯୬୫କୁ ବୃଦ୍ଧି…
୧୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୮୩ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
ରାଜ୍ୟରେ ପୁଣି ୯୮୬ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୧୪ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ…
ଦ୍ୱାରଫିଟା ପରେ ଶ୍ରୀମନ୍ଦିରକୁ ବେଶ ବିଜେ
ପୁରୀ ଅଫିସ, ୧୨।୧୧ :ଆସନ୍ତା ୨୭ ତାରିଖରେ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ଦୀର୍ଘ ୨୫ ବର୍ଷ ପରେ ଏହି ବେଶ ପଡୁଛି। ତେବେ ଏଥର କରୋନା କଟକଣା ପାଇଁ ଏହି ବେଶ ଦର୍ଶନରୁ ବଞ୍ଚତ୍ତ ହେବେ ଭକ୍ତ। ତଥାପି ବେଶକୁ…
ଇଲେକ୍ଟ୍ରୋନିକ୍ସ ମ୍ୟାନୁଫ୍ୟାକ୍ଚରିଂକୁ ପ୍ରୋତ୍ସାହନ
ଭୁବନେଶ୍ୱର,୧୨।୧୧ (ବ୍ୟୁରୋ):ରାଜ୍ୟରେ ଇଲେକ୍ଟ୍ରୋନିକ୍ସ ମ୍ୟାନୁଫ୍ୟାକ୍ଚରିଂକୁ ପ୍ରୋତ୍ସାହିତ କରିବାକୁ ରାଜ୍ୟ ସରକାର ଖୁବ୍ଶୀଘ୍ର ଇଲେକ୍ଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍ ଆଣ୍ଡ୍ ମ୍ୟାନୁଫ୍ୟାକ୍ଚରିଂ(ଇଏସ୍ଡିଏମ୍) ପଲିସି ବା ଇଲେକ୍ଟ୍ରୋନିକ୍ସ ନୀତି ଆଣିବେ। ଏନେଇ ଏକ ଡ୍ରାଫ୍ଟ ପଲିସି ପ୍ରସ୍ତୁତ ହୋଇଛି। ଏହାକୁ ଆସନ୍ତା ମାସେ କିମ୍ବା ଦୁଇମାସ…
Archives


