ରାଜ୍ୟ

ମୌଳିକ ସୁବିଧା ଦାବିରେ ଅନଶନ

ସାରସକଣା,୬ା୨- ମୟୂରଭଞ୍ଜ ଜିଲା ଝାରପୋଖରିଆ ସ୍ଥିତ ବସ୍‌ଷ୍ଟାଣ୍ଡଠାରେ ଜନସାଧାରଣଙ୍କୁ ମୌଳିକ ସୁବିଧା ଯୋଗାଇ ଦେବା ଦାବିରେ ସ୍ଥାନୀୟ ଅଞ୍ଚଳର କ୍ଷୀରୋଦ ଚନ୍ଦ୍ର ଦାସ ଆମରଣ ଅନଶନରେ ବସିଛନ୍ତି। ବସ୍‌ଷ୍ଟାଣ୍ଡରେ ଯାତ୍ରୀ ପ୍ରତୀକ୍ଷାଳୟ, ଶୌଚାଳୟ, ପାନୀୟ ଜଳ ଓ ଆଲୋକ ବ୍ୟବସ୍ଥା ପାଇଁ…

ଉଦୟପୁର ବେଶିଲ୍‌ ଇଣ୍ଟରନ୍ୟାଶନାଲରେ ଏନଫୋର୍ସମେଣ୍ଟ ଟିମ୍‌

ଭୋଗରାଇ, ୬।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଉଦୟପୁରସ୍ଥିତ ବେଶିଲ ଇଣ୍ଟରନ୍ୟାଶନାଲ ଭଗ୍ନପ୍ରାପ୍ତ ପଞ୍ଚତାରକା ହୋଟେଲରେ କେନ୍ଦ୍ରୀୟ ଏନଫୋର୍ସମେଣ୍ଟର ଗୌହାଟି ଇଡି ଆସିଷ୍ଟାଣ୍ଟ କମିଶନର ଚନ୍ଦ୍ରମଣି ସିକୁମାର ଓ ଭୋଗରାଇ ତହସିଲଦାର କମଳାକାନ୍ତ ପଣ୍ଡା ଶୁକ୍ରବାର ପହଞ୍ଚତ୍ ହୋଟେଲର ସ୍ଥାବର ଓ…

କଲ୍ୟାଣୀ ସେବା ସମିତିରେ ଅନିୟମିତତା: ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତଦନ୍ତ

ବାହାନଗା, ୬ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ କଲ୍ୟାଣୀ ସେବା ସମିତିରେ ଧାନକିଣାରେ ଅନିୟମିତତା ହୋଇଥିବା ଘଟଣା ପଦାକୁ ଆସିଛି। ଏନେଇ କେତେଜଣ ଚାଷୀ ବାଲେଶ୍ୱର ଜିଲାପାଳଙ୍କଠାରେ ଅଭିଯୋଗ କରିବା ପରେ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ଆରମ୍ଭ ହୋଇଛି ା…

ମଞ୍ଚମୁହାଁ କଳାକାର

ଭୁବନ, ୬।୨(ଡି.ଏନ.ଏ.) ଖୋଲିଲାଣି ଆଖଡ଼ା ଶାଳା। ସଂଳାପରେ କମ୍ପୁଛି ପରିବେଶ। କଟକଣା କୋହଳ ପରେ ମଞ୍ଚମୁହାଁ କଳାକାର। ଯାତ୍ରାଜଗତ ପାଇଁ ନୂତନ ବର୍ଷ ନୂଆ ଆଶା ଆଣିଦେଇଥିବାବେଳେ କରୋନା ପ୍ରହାରରେ ଧରାଶାୟୀ କଳାଜଗତ ଅଣ୍ଟାସଳଖି ଠିଆ ହେବାକୁ ପୁଣି ଥରେ ଆରମ୍ଭ…

ଜନସାଧାରଣ ନୁହେଁ, ଶିଳ୍ପପତି ପାଇବେ ଲାଭ

ଅନୁଗୋଳ ଅଫିସ, ୬।୨ ଖୁବ୍‌ଶୀଘ୍ର ଦେଶରେ ସ୍କ୍ରାପେଜ୍‌ ନୀତି ଲାଗୁ ହେବ। ଏହାଦ୍ୱାରା ୧୫ ବର୍ଷର ବ୍ୟବସାୟିକ ଓ ୨୦ ବର୍ଷର ଘରୋଇ ଗାଡ଼ିକୁ ରାସ୍ତାରୁ ହଟାଇ ଦିଆଯିବ। ଫଳରେ ପ୍ରଦୂଷଣରୁ ପରିବେଶକୁ ସୁରକ୍ଷା ଦିଆଯିବା ସହ ଇନ୍ଧନ ଶକ୍ତିର ବ୍ୟବହାରକୁ…

ଫୋନ୍‌ କଲ୍‌ରେ ବିଡିଓଙ୍କ ପରିଚୟ ଦେଇ ଲୁଟିନେଲେ ୩୭ହଜାର

ଗୁଡାରି,୬ା୨: ମୁଁ ଗୁଡାରି ବିଡିଓ କହୁଛି। ଆପଣଙ୍କ ବ୍ୟାଙ୍କ ଖାତାକୁ କରୋନାର ମାସ୍କ କିଣା ଏବଂ ସାନିଟାଇଜର ବାବଦକୁ ଟଙ୍କା ଯିବ। ଶୀଘ୍ର ଏଟିଏମ୍‌ କାର୍ଡ ନମ୍ବର, ସିଭିଭି ନମ୍ବର ଏବଂ ଏକ୍ସପାଏରି ଡେଟ୍‌ କୁହନ୍ତୁ। ରାୟଗଡ଼ା ଜିଲା ଗୁଡାରି ବ୍ଲକ୍‌…

ସୁସ୍ଥ ହେଲେ ୧୨୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୫ା୨- ଓଡ଼ିଶାରେ ଶୁକ୍ରବାର ୧୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୭୩୩ରେ ପହଞ୍ଚିଛି। କଟକ ଜିଲରୁ ସର୍ବାଧିକ ୨୫, ଖୋର୍ଦ୍ଧାରୁ ୧୭, ସୁନ୍ଦରଗଡ଼ରୁ ୧୫, ସମ୍ବଲପରରୁ ୯,…

ବଡ଼ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କଲା ପୋଲିସ

କୋରାପୁଟ, ୫ା୨: କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବୋରିଗି ଅଞ୍ଚଳରୁ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀକୁ ପୋଲିସ ଜବତ କରିଛି। ଶୁକ୍ରବାର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବରୁଣ ଗୁଣ୍ଟିପାଲି…

‘ଟିକା ନ ନେଲେ ଭୁଲିଯାଅ ଦରମା ’

କଟକ, ୫ା୨- ପଞ୍ଜୀକରଣ କରି ଟିକା ନ ନେଲେ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଦରମା ମିଳିବ ନାହିଁ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ। ରାଜ୍ୟରେ ଟିକାକରଣରେ ପଛରେ ରହିଛି କଟକ ଜିଲା। ଏଣୁ…

ନାବାଳିକାଙ୍କୁ ଅଶ୍ଳିଳ ଫଟୋ ଭାଇରାଲ କରିଦେବାକୁ ଧମକ ଦେଇ ଯୁବକ ଗିରଫ

ଭବାନୀପାଟଣା,୫।୨: ଭବାନୀପାଟଣାର ସହରର ଜଣେ ନାବାଳିକାଙ୍କୁ ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅନ୍ତର୍ଗତ ପୋଇବାଡି ଗ୍ରାମର ଜିତେନ୍ଦ୍ର ବେହେରା(୨୬) ହ୍ବାଟସ ଆପ୍‌ରେ ବ୍ଲାକମେଲିଂ କରି ଗିରଫ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ହ୍ବାଟସ ଆପ୍‌ରେ ବନ୍ଧୁତା ପରେ ମୋବାଇଲରେ ନିୟମିତ ଚାଟିଂ କରିବା…

ଆଜି ଭୁବନେଶ୍ୱରରୁ ୬ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଆଜି ରାଜ୍ୟରୁ ୯୭ କରୋନା ପଜିଟିଭ୍‌ ଚିହ୍ନଟ, ୩୩୫୪୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୨(ବ୍ୟୁରୋ): ଶୁକ୍ରବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୪୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri