ରାଜ୍ୟ

କୃଷି ଆଇନ ବିରୋଧରେ କଂଗ୍ରେସର ଟ୍ରାକ୍ଟର ରାଲି

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): କେନ୍ଦ୍ରର କୃଷି ଆଇନକୁ ପଞ୍ଜାବ ଏବଂ ହରିୟାଣାରେ ଜୋରଦାର ବିରୋଧରେ ପରେ ଓଡିଶାରେ ମଧ୍ୟ କଂଗ୍ରେସ ସମାନ ପନ୍ଥା ଆପଣାଇଛି। ଏହାକୁ ବିରୋଧ କରି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କ୍ଷେତ ବଞ୍ଚାଓ ଯାତ୍ରା କରାଯାଇଛି। ଏହାକୁ ନେଇ…

ସବୁଠୁ ଥଣ୍ଡା ସୋନପୁର

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟକୁ ଉତ୍ତର-ପୂର୍ବ ଦିଗର ଥଣ୍ଡାବାୟୁ ପ୍ରବାହିତ ହେଉଛି। ଫଳରେ ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ୧୦ ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଯାଇଛି। ଏପରିକି କେତେକ ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି।…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ(ବିଏମ୍‌ସି)ର ଅତିରିକ୍ତ କମିଶନର ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ଶକ୍ତି ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସରକାର ସୋମବାର ଏନେଇ ଏକ…

ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଓଡ଼ିଆ ଗବେଷକ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବିଶ୍ୱର ଶ୍ରେଷ୍ଠ ଗବେଷକ ତାଲିକାରେ ସ୍ଥାନ ପାଇଛନ୍ତି ଓଡ଼ିଆ ବୈଜ୍ଞାନିକ। ଆମେରିକାର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରକାଶ ପାଇଥିବା ଏହି ତାଲିକାରେ ଭାରତର ୭ଜଣ ବୈଜ୍ଞାନିକଙ୍କ ନାମ ରହିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ବି.କେ. ମିଶ୍ର। ଡ. ମିଶ୍ର…

ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ଫଳାଫଳ: ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ବାଲେଶ୍ୱରେ ବିଜେଡିକୁ ୩୪୨୭ ଭୋଟ ମିଳିଥିବା ବେଳେ ଭାଜପାକୁ ୨୮୧୨ ଓ କଂଗ୍ରେସ…

ପୋଷ୍ଟାଲ ବାଲଟ୍‌ ଗଣତି ଶେଷ: ବିଜେଡି ଆଗୁଆ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତେବେ ଏହି ୨ ନିର୍ବାଚନମଣ୍ଡଳୀରେ ପୋଷ୍ଟାଲ ବାଲଟ୍‌ ଭୋଟ ଗଣନାରେ ବିଜେଡି ଆଗରେ ରହିଛି। ପୋଷ୍ଟାଲ ବାଲଟ୍‌ ଗଣତି ଶେଷ ହୋଇଥିବା ବେଳେ ପ୍ରଥମ…

ଭୋଟ ଗଣତି ଆରମ୍ଭ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏଥିପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳ ୮ଟାରୁ ଭୋଟ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବାଲଟ୍‌ ଭୋଟ ଗଣନା କରାଯାଉଛି।…

ଥାନାରେ ହାଜର ହେଲେ ଓଏଏସ୍‌ ଅଫିସର

ବାଲିଚନ୍ଦ୍ରପୁର,୧୦।୧୧(ସ୍ବ.ପ୍ର.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଓଏଏସ୍‌ ଅଫିସର ପ୍ରମୋଦ ପୃଷ୍ଟି ରବିବାର ବିଳମ୍ବିତ ରାତିରେ ଥାନାରେ ହାଜର ହୋଇଛନ୍ତି। ତାଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛଡ଼ାଯାଇଥିବା ଥାନା ପକ୍ଷରୁ କୁହାଯାଇଛି। ପ୍ରମୋଦ ଭୁବନେଶ୍ୱର…

ଅନିଶ୍ଚିତତାରେ ଗଡ଼ୁନି ବସ୍‌

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): କରୋନା ସଂକ୍ରମଣ ଭୟ ରହିଥିବାରୁ ସାଧାରଣ ପରିବହନକୁ ଆପଣାଇବାକୁ ଯାତ୍ରୀମାନେ କୁଣ୍ଠାବୋଧ କରୁଛନ୍ତି। ଫଳରେ ବସ୍‌ ସେବା ସବୁଠାରୁ ଅଧିକ ମାତ୍ରାରେ ପ୍ରଭାବିତ ହୋଇଛି। ଏଥିଯୋଗୁ ୧୪ ହଜାର ଘରୋଇ ବସ୍‌ ମଧ୍ୟରୁ ପ୍ରାୟ ୧୨ ହଜାର ନଷ୍ଟ…

ଫସଲ ବଞ୍ଚାଇବାକୁ ସଂଘର୍ଷ

ବଇଣ୍ଡା, ୧୦ା୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିଚାଲିଛି। ପ୍ରାୟ ମାସେ ହେଲା ୭ଟି ହାତୀ ନିୟମିତ ଭାବେ ଧାନଚାଷ ଖାଇ ନଷ୍ଟ କରୁଥିବାରୁ ଫସଲ ବଞ୍ଚାଇବାକୁ ଏଠାକାର ଚାଷୀଙ୍କୁ ସଂଘର୍ଷ କରିବାକୁ ପଡ଼ୁଛି।…

ମୋବାଇଲ୍‌ରେ ହେବ ଜଳସେଚନ ସମସ୍ୟା ସମାଧାନ

ଭୁବନେଶ୍ୱର,୯ା୧୧(ବ୍ୟୁରୋ)- ଚାଷକାମ ଛାଡ଼ି ଜଳସେଚନ ସମସ୍ୟା ପାଇଁ ଚାଷୀମାନଙ୍କୁ କାର୍ଯ୍ୟାଳୟକୁ ବାରମ୍ବାର ଦୌଡ଼ିବାକୁ ପଡ଼ିବ ନାହିଁ। ମୋବାଇଲ୍‌ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀମାନେ ଜଳସେଚନ ସମସ୍ୟା ସମ୍ପର୍କରେ ସିଧା ଜଳସେଚନ ବିଭାଗକୁ ଜଣାଇପାରିବେ। ମୋବାଇଲ୍‌ ଫଟୋରୁ ସମସ୍ୟାର ସମାଧାନ…

ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯ା୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୪, କଟକରୁ ୧୧୪, ଅନୁଗୋଳରୁ ୧୦୮, ମୟୁରଭଞ୍ଜରୁ ୯୫, ଜଗତସିଂହପୁରରୁ ୯୦, ନୂଆପଡାରୁ୮୧, କେନ୍ଦ୍ରାପଡାରୁ ୭୨, ଢେଙ୍କାନାଳରୁ ୬୮,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri