ରାଜ୍ୟ

ମଙ୍ଗଳବାରଠାରୁ ଖୋଲିବ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର, ୯।୧୧(ବ୍ୟୁରୋ)-ଭୁବେନଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ମଙ୍ଗଳବାରଠାରୁ ଦର୍ଶକଙ୍କ ପାଇଁ ଖୋଲିବ। ଏ ନେଇ ସୋମବାର ବିଜ୍ଞାନ କେନ୍ଦ୍ରର ପ୍ରକଳ୍ପ ସଂଯୋଜକ ସୂଚନା ଦେଇଛନ୍ତି। ଭାରତ ସରକାର ଓ ଓଡିଶା ସରକାରଙ୍କ ସମସ୍ତ ନିର୍ଦ୍ଦେଶାବଳୀକୁ ଅବଲମ୍ବନ କରାଯାଇ ବିଜ୍ଞାନ କେନ୍ଦ୍ର ପୁଣି…

୫ ବର୍ଷ ପରେ ବି ଷ୍ଟାଣ୍ଡକୁ ଗଲାନି ବସ୍‌

ବ୍ରହ୍ମପୁର ଅଫିସ,୮ା୧୧-ଗୋପାଳପୁର ଏନ୍‌ଏସିର ଉନ୍ନତୀ ପାଇଁ ଯୋଜନା ପରେ ଯୋଜନା ହେଉଛି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର। ଆଲୋକ ସଜା, ଶିଶୁଉଦ୍ୟାନ, ରାସ୍ତାଘାଟ ନିର୍ମାଣରେ ବହୁ ଟଙ୍କା ବ୍ୟୟ ହେଉଛି। ଗୋପାଳପୁର ବେଳାଭୂମିକୁ ବହୁ ପର୍ଯ୍ୟଟକଙ୍କର…

ଭୁବନେଶ୍ୱରରୁ ଆଜି ପୁଣି ୭୦ କରୋନା ପଜିିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୫୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଏଥର ଭୁବନେଶ୍ୱରରେ ହେବନି ବାଲିଯାତ୍ରା

ଭୁବନେଶ୍ୱର,୯।୧୧(ବ୍ୟୁରୋ): କରୋନା ପାଇଁ ଚଳିତ ବର୍ଷ ପ୍ରାୟ ସବୁ ପୂଜା ପର୍ବ ସହ ମହୋତ୍ସବ ଫିକା ପଡ଼ିଛି। ଏହାର ପ୍ରଭାବ ଭୁବନେଶ୍ୱରର ବାଲିଯାତ୍ରା ଉପରେ ମଧ୍ୟ ପଡ଼ିଛି। ଚଳିତ ବର୍ଷ ଭୁବନେଶ୍ୱରରେ ବାଲିଯାତ୍ରା ହେବନାହିଁ ବୋଲି ସୂଚନା ମିଳିଛି। କରୋନା ଲାଗି…

ପରଲୋକରେ ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀ

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। କଟକ ସିଡିଏ ସେକ୍ଟର-୬ ଘରେ ମୃତ୍ୟୁ ଘଟିଛି। ଏ ନେଇ ତାଙ୍କ ପୁଅ ରାଜ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ; ମଙ୍ଗଳବାର ହେବ ଭୋଟ ଗଣତି

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ମଙ୍ଗଳବାର ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନର ଭୋଟ ଗଣତି ଆରମ୍ଭ ହେବ। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ସୂଚନା ଦେଇଛନ୍ତି। ଆସନ୍ତାକାଲି ସକାଳ ୮ଟାରୁ ଏହି ଭୋଟ ଗଣତି ଆରମ୍ଭ…

ଆଜି ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୪୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଏବଂ…

ଆଜି ରାଜ୍ୟରେ ୧୨୧୯ ପଜିଟିଭ୍‌ ଚିହ୍ନଟ, ୧୦୦ ଉପରେ ୩ ଜିଲା

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସୋମବାର ୩୦ ଜିଲାରୁ ୧୨୧୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୦,୨୭୯୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୦୮ ଜଣ ଚିହ୍ନଟ…

ମୂଲ୍ୟବୋଧ ସହ ସାଲିସ କରି ନ ଥିଲେ ପ୍ରଦ୍ୟୁମ୍ନ: ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସମାଜବାଦୀ ନେତା ତଥା ଦୈନିକ ଖବରକାଗଜ ‘ପ୍ରଗତିବାଦୀ’ର ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ଜୟନ୍ତୀ ଅବସରରେ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଦ୍ୟୁମ୍ନ ବଳ ଜୟନ୍ତୀ ସମାରୋହ କମିଟି ପକ୍ଷରୁ ଅନୁଷ୍ଠିତ ସମାରୋହରେ…

ଡିସେମ୍ବର ୧୨ରେ ଓକିଲ ସଂଘ ନିର୍ବାଚନ

କଟକ ଅଫିସ,୯ା୧୧: ହାଇକୋର୍ଟ ବାର୍‌ ଆସୋସିଏଶନ୍‌ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନ ଆସନ୍ତା ଡିସେମ୍ବର ୧୨ରେ ଅନୁଷ୍ଠିତ ହେବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଥିବା ଓଡ଼ିଶା ବାର୍‌ କାଉନ୍‌ସିଲ ସମ୍ପାଦକ ଜେ. କେ. ସାମନ୍ତସିଂହାର ସୂଚନା ଦେଇଛନ୍ତି।…

ସୂତାକଳରେ ଅନିଚ୍ଛାର ତାଲା

ଭୁବନେଶ୍ୱର,୯।୧୧(ବ୍ୟୁରୋ): ଓଡ଼ିଶାର ୧୨ଟି ଜିଲାରୁ ବର୍ଷକୁ ପ୍ରାୟ ୧୦କୋଟି କିଲୋ କପା ଉତ୍ପାଦନ ହେଉଛି। ହେଲେ ଏହାକୁ ବ୍ୟବହାର କରିବାକୁ ଗୋଟିଏ ହେଲେ ସୂତାକଳ ନାହିଁ। ରାଜ୍ୟର ୬ଟି ସମବାୟ ଭିତ୍ତିକ ସୂତାକଳରେ ଏବେ ତାଲା ଝୁଲୁଥିବାବେଳେ କଳାହାଣ୍ଡି ଜିଲା କେଶିଙ୍ଗା…

ଆଇ-କୋର୍‌ ଏମ୍‌ଡି ଅନୁକୁଲ ମାଇତିଙ୍କ ମୃତ୍ୟୁ

ଭୁବନେଶ୍ୱର,୯ା୧୧(ବ୍ୟୁରୋ): ଚିଟ୍‌ଫଣ୍ଡ୍‌ ଠକେଇ ମାମଲାରେ ଝାରପଡ଼ା ଜେଲରେ ଥିବା ଆଇ-କୋର୍‌ ସଂସ୍ଥାର ପରିଚାଳନା ନିର୍ଦ୍ଦେଶକ ଅନୁକୁଲ ମାଇତିଙ୍କ (୫୫) ରବିବାର ମୃତ୍ୟୁ ହୋଇଛି। ଜେଲରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ସକାଳେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri