ସିଡିଏସ୍ରେ ଓଡ଼ିଆ ଝିଅ ଅଦିତି ଟପ୍ପର
ଭୁବନେଶ୍ୱର,୯ା୧୧(ବ୍ୟୁରୋ): ସଂଯୁକ୍ତ ପ୍ରତିରକ୍ଷା ସେବା (ସିଡିଏସ୍)-୨ ପରୀକ୍ଷା (ମହିଳା)ରେ ଓଡ଼ିଆ ଝିଅ ଅଦିତି ପରିଡ଼ା ଟପ୍ପର ହୋଇଛନ୍ତି। ଏଭଳି ସଫଳତା ହାସଲ କରିବାପରେ ଅଦିତି ହେଉଛନ୍ତି ଓଡ଼ିଶାର ପ୍ରଥମ ମହିଳା। ତାଙ୍କ ଘର ଢେଙ୍କାନାଳ ଜିଲାର ଓଡ଼ାପଡ଼ା ବ୍ଲକ୍ ଅନ୍ତର୍ଗତ ନାଧରା…
୧୦ ଡିଗ୍ରୀ ତଳେ ପାରଦ: କମୁଛି ତାପମାତ୍ରା, ବଢୁଛି ଥଣ୍ଡା
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ପାରଦ ଧୀରେ ଧୀରେ ଖସିବାରେ ଲାଗିଛି। ତାପମାତ୍ରା କମୁଥିବାରୁ ଥଣ୍ଡା ବଢ଼ୁଛି। ସନ୍ଧ୍ୟା ଅପେକ୍ଷା ସକାଳେ ଅଧିକ ଶୀତ ଅନୁଭୂତ ହେଉଛି। ରବିବାର ରାଜ୍ୟର ୧୧ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀଠାରୁ କମ୍ ରହିଛି। ସର୍ବନିମ୍ନ ୯.୬ ଡିଗ୍ରୀ…
ରାଜ୍ୟରେ ସୁସ୍ଥ ହେଲେ ୧୩୧୧ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର, ୮।୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୩୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୯୪, ମୟୂରଭଞ୍ଜରୁ ୮୬, ନୂଆପଡାରୁ ୬୭, ଜଗତସିଂହପୁରରୁ ୬୪, ଯାଜପୁରରୁ ୬୨, ପୁରୀରୁ ୫୯, କେନ୍ଦ୍ରାପଡାରୁ ୫୭,…
ଭୁବନେଶ୍ୱରରୁ ଆଜି ୫୭ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୪୪
ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୪୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ହକି ଖେଳାଳି ନମିତା ଟୋପ୍ପୋ ପାଇବେ ଏକଲବ୍ୟ ପୁରସ୍କାର
ଭୁବନେଶ୍ୱର,୮ା୧୧(ବ୍ୟୁରୋ)-ଅର୍ନ୍ତଜାତୀୟ ହକି ଖେଳାଳି ନମିତା ଟୋପ୍ପୋ ଚଳିତବର୍ଷ ପାଇବେ ସମ୍ମାନଜନକ ଏକଲବ୍ୟ ପୁରସ୍କାର। ତାଙ୍କୁ ୨୮ତମ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଜୁରୀ କମିଟି ବୈଠକ ସହମତିରେ ତାଙ୍କ ନାମ ଘୋଷଣା କରାଯାଇଛି। ପୁରସ୍କାର ବାବଦକୁ ତାଙ୍କୁ…
ଏସ୍ସି, ଏସ୍ଟି ଛାତ୍ରୀଛାତ୍ରଙ୍କ ସ୍କଲାରଶିପ୍ରେ ହେବନାହିଁ କୌଣସି ପରିବର୍ତ୍ତନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ଏସ୍ସି, ଏସ୍ଟି ଛାତ୍ରୀଛାତ୍ରଙ୍କ ପୋଷ୍ଟ ମାଟ୍ରିକ୍ ସ୍କଲାରଶିପ୍ରେ କୌଣସି ପରିବର୍ତ୍ତନ ହେବ ନାହିଁ। ଛାତ୍ରୀଛାତ୍ର ପ୍ରଚଳିତ ହାରରେ ସ୍କଲାରଶିପ୍ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏସ୍ସି, ଏସ୍ଟି ଉନ୍ନୟନ ବିଭାଗ ଦ୍ୱାରା ଏ ସମ୍ପର୍କରେ ପ୍ରକାଶିତ ରେଜୁଲେଶନକୁ…
କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ…
CORONAVIRUS UPDATE: ରାଜ୍ୟରେ ଆଜି ୧୪୩୪ ନୂଆ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ୧୪୩୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୧୫୭୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୮୩୩…
ଏସ୍ସିବିରୁ ରାମଚନ୍ଦ୍ର ନିଖୋଜ: ମାସେ ହେବ ଜିଲା ପ୍ରଶାସନ ପାଖରେ ଖବର ନାହିଁ
ପୁରୀ ଅଫିସ,୮ା୧୧: ବର୍ଷେ କି ଦୁଇବର୍ଷ ନୁହେଁ ଦୀର୍ଘ ୧୮ ବର୍ଷ ଶିକୁଳିରେ ବନ୍ଧା ପଡିଥିଲା ଜୀବନ। ଅସ୍ବାଭାବିକ ଆଚରଣ ପାଇଁ ତାଙ୍କ ଦୁଇହାତକୁ ଲୁହାଚେନ୍ରେ ବାନ୍ଧି ତାଲା ପକାଯାଇଥିଲା। ପୁଅର ଏଭଳି କଷ୍ଟକୁ ଦେଖି ଗୁମୁରି କାନ୍ଦୁଥିବା ମାଆ ଥିଲେ…
ପେଟ୍ରୋଲ ପମ୍ପ ବିସ୍ଫୋରଣ: ମାସେ ପରେ ବି ଆସୁନି ସତ
ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାକୁ ଇତିମଧ୍ୟରେ ମାସେ ପୂରିଛି। ହେଲେ ଏଯାଏ ଏହି ଲୋମଟାଙ୍କୁରା ଘଟଣାର କାରଣ ଅସ୍ପଷ୍ଟ ରହିଥିବାବେଳେ ଚାଲିଥିବା ତଦନ୍ତକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗତ ଅକ୍ଟୋବର ୭ ମଧ୍ୟାହ୍ନରେ…
ପଶ୍ଚିମବଙ୍ଗର ସୀମା ଦଖଲ ଉଦ୍ୟମ: ଦୁଇ ରାଜ୍ୟ ସୀମାନ୍ତବାସୀ ମୁହାଁମୁହିଁ
ଭୋଗରାଇ,୮ା୧୧(ଡି.ଏନ.ଏ.): ଦୀର୍ଘ ଅଢେଇବର୍ଷ ନୀରବତା ପରେ ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ପୁଣି ମୁଣ୍ଡ ଟେକିଛି। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଗ୍ରାମ ସାହାବାଜିପୁର ଗ୍ରାମ୍ୟ ଜଙ୍ଗଲକୁ ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଦୀଘା-ଶଙ୍କରପୁର ଉନ୍ନୟନ ପରିଷଦ ଶୁକ୍ରବାର ରାତିଅଧିଆ ବେଆଇନ ଭାବେ…
ଅଧିକାରୀଙ୍କ ସହ ସଲାସୁତୁରା: ଚାଲିଛି ଟିକସ ଫାଙ୍କି ଖଣିଜ କାରବାର
ଭୁବନେଶ୍ୱର (ବ୍ୟୁରୋ)/ ଯୋଡ଼ା (ଡି.ଏନ.ଏ.), ୮ା୧୧: ୨୦୧୦-୧୧ରେ ଓଡ଼ିଶାର ଖଣି ଦୁର୍ନୀତି ସାରା ଦେଶରେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏମ୍.ବି. ଶାହ କମିଶନ ଓ ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କେନ୍ଦ୍ରୀୟ କ୍ଷମତା ସମ୍ପନ୍ନ କମିଟି(ସିଇସି) ଉକ୍ତ ଖଣି ଦୁର୍ନୀତିର…
Archives


