ରାଜ୍ୟ

ଶିଳ୍ପୀ ଅଣଦେଖା

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟ ଶିଳ୍ପୀ ମହାସଂଘ ପକ୍ଷରୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନେ କାରିଗର ବିରୋଧୀ କାର୍ଯ୍ୟରେ ଲିପ୍ତ ରହୁଥିବା ମହାସଂଘ ଯୁକ୍ତି ବାଢିଛି, ଯାହାକି ରାଜ୍ୟ ଶିଳ୍ପୀ ଓ…

ବଦଳିଲେ କୋରାପୁଟ ଜିଲାପାଳ

ଭୁବନେଶ୍ୱର/ପଟ୍ଟାଙ୍ଗୀ,୫।୨(ବ୍ୟୁରୋ/ ଡି.ଏନ୍‌.ଏ.): କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ରଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ଅବଦାଲ ଅକ୍‌ତରଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍‌ତର କଟକ ଜିଲା…

ପେଟ୍ରୋଲ ୩୪, ଡିଜେଲ ୩୭ ପଇସା ବଢ଼ିଲା

ଭୁବନେଶ୍ୱର,୫।୨:ଗତ ୭ ଦିନ ହେବ ତେଲ ଦର ବୃଦ୍ଧିରେ ବିରତି ପରେ ଗୁରୁବାର ପୁଣି ଥରେ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୩୪ ପଇସା ଏବଂ ଡିଜେଲ ୩୭ ପଇସା ବଢ଼ିଥିବା ନଜରକୁ ଆସିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ…

ଆତ୍ମନିର୍ଭର ପଥରେ ଅନ୍ତେବାସୀ

ଢେଙ୍କାନାଳ ଅଫିସ, ୫।୨ କଠୋର ଅନୁଶାସନର ଅନ୍ୟତମ ସ୍ଥାନ ହେଉଛି କାରାଗାର। ଜାଣତ ବା ଅଜାଣତରେ ଅପରାଧର ଟ୍ୟାଗ୍‌ ଲାଗି ଏଠାକୁ ଆସିବା ପରେ ବଦଳିଯାଏ ଜୀବନ ଏବଂ ଜୀବନ ଶୈଳୀ। ସାଧାରଣ ମଣିଷରୁ ଜଣେ ପାଲଟିଯାଏ କଏଦୀ। ଜେଲ ରହଣି…

୧୭ ମାସ ହେଲା ମିଳୁନି ସ୍ୱାସ୍ଥ୍ୟସେବା

ତାଳଚେର,୫ା୨(ନି.ପ୍ର.): କଳାହୀରାର ସହର ତାଳଚେରରୁ ବାର୍ଷିକ ଶତାଧିକ କୋଟି ଟଙ୍କାର ରାଜସ୍ବ ନେଉଛନ୍ତି ସରକାର। କିନ୍ତୁ ଏଠାକାର ଲୋକଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ମିଳିପାରୁ ନାହିଁ। ପାନୀୟ ଜଳଠାରୁ ଆରମ୍ଭ କରି ରାସ୍ତା, ପ୍ରଦୂଷଣକୁ ନେଇ କଷ୍ଟ ବଢ଼ୁଥିବାବେଳେ ଦୀର୍ଘ ୧୭ ମାସ…

ଏଭଳି ବାପା ଥିବାଠାରୁ ଅନାଥ ହେବା ଭଲ…

ବ୍ରହ୍ମପୁର ଅଫିସ,୫ା୨: ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ବଡ଼ବଜାର ଥାନା ଅଞ୍ଚଳର ଜଣେ ସାତ ବର୍ଷ ନାବାଳିକାଙ୍କୁ ତାଙ୍କ ବାପା ବଳାତ୍କାର କରିଥିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଏଭଳି ଏକ ଘଟଣା ଜଣାପଡିବା ପରେ ସ୍ଥାନୀୟ…

ସହାୟତା ଅର୍ଥରୁ ନେଉଥିଲେ ଲାଞ୍ଚ: ପାରାଓ୍ବାଚର ବହିଷ୍କୃତ, ବନପାଳ ନିଲମ୍ବିତ

ମାଲକାନଗିରି,୪ା୨: ଭାଲୁ ଆକ୍ରମଣ ସହାୟତା ପ୍ରଦାନରେ ଲାଞ୍ଚ କାରବାର ହେଉଥିବା ଜାଣି ଚୁପ୍‌ ରହିବା ଅଭିଯୋଗରେ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ କୁଡୁମୁଲୁଗୁମ୍ମା ବନପାଳ ରାଜେନ୍ଦ୍ର ଶବର କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି। ସେହିପରି ଲାଞ୍ଚ ନେବା ଅଭିଯୋଗରେ ପାରାଓ୍ବାଚର ଅନନ୍ତରାମ ପାଙ୍ଗୀଙ୍କୁ…

ସୁସ୍ଥ ହେଲେ ୧୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୪ା୨- ଓଡ଼ିଶାରେ ଗୁରୁବାର ୧୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୩,୩୨,୬୧୧ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୨୬, ନୂଆପଡ଼ା ଓ ସମ୍ବଲପୁରରୁ ୧୪, ଖୋର୍ଦ୍ଧାରୁ ୧୨, କଟକ…

ପାଳଗଦା ନିଆଁରେ ଜଳିଗଲେ ୨ ଭଉଣୀ

ଟିକିର/ରାୟଗଡ଼ା ଅଫିସ,୪ା୨: ରାୟଗଡ଼ା ଜିଲା କାଶୀପୁର ବ୍ଲକ ଲାକରସି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଥଣ୍ଡାରେ ନିଆଁ ପୁଇଁବା ବେଳ ଜଳିଯାଇଛନ୍ତି ୨ ଭଉଣୀ। ସେମାନେ ହେଲେ ଦୁର୍ଯ୍ୟୋଧନ ମାଝିଙ୍କ ଝିଅ କୁମାରୀ(୫) ଏବଂ ବିଦ୍ୟା(୩)। ସୂଚନା ଅନୁଯାୟୀ,…

୪ର୍ଥ ଥର ପ୍ଲାଜ୍‌ମା ଦାନ କଲେଣି ଯବାନ

ଛତ୍ରପୁର,୪।୨: ଅଗସ୍ତିନୂଆଗାଁ ସ୍ଥିତ ଛତ୍ରପୁର ଅଷ୍ଟମ ବାଟାଲିୟନର ସିପାହୀ (୭୬୧) କେ. ଯୁଧିଷ୍ଠିର ରାଓ ଚତୁର୍ଥ ଥର ପାଇଁ ପ୍ଲାଜ୍‌ମା ଦାନ କରିଛନ୍ତି। ଗୁରୁବାର ଏମ୍‌କେସିଜି ମେଡିକାଲ କଲେଜରେ ସେ ପ୍ଲାଜ୍‌ମା ଦେଇଛନ୍ତି। ତାଙ୍କର ଏହି ମହତ କାର୍ଯ୍ୟ ପାଇଁ ବାଟାଲିୟନ…

ସୁନ୍ଦରଗଡ଼: ଟ୍ରେନ୍‌ ଧକ୍କାରେ ୨ ହାତୀ ମୃତ

ରାଉରକେଲା ଅଫିସ,୪।୨: ସୁନ୍ଦରଗଡ଼ ଜିଲା ବିଶ୍ରା ବନ ବିଭାଗ ଅଧୀନ ମହିପାଣି ନିକଟରେ ବୁଧବାର ବିଳମ୍ବିତ ରାତିରେ ଟ୍ରେନ୍‌ ଧକ୍କାରେ ଦୁଇଟି ହାତୀଙ୍କ ମୃତ୍ୟୁ ହୋଇଛି। ହାଓଡ଼ା-ମୁମ୍ବାଇ ରେଳପଥର ଭାଲୁଲତା ଓ ଜରେଇକେଲା ରେଳଷ୍ଟେଶନ ମଝି ମହିପାଣି ନିକଟରେ ହାତୀପଲ ରେଳଧାରଣା…

ଭୟରେ ଗାଁ ଛାଡ଼ିଲେ ୮୫ ପରିବାର

ଚିତ୍ରକୋଣ୍ଡା, ୪।୨(ଡି.ଏନ୍‌.ଏ.): ମାଲକଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ଯୋଡ଼ାମ୍ବ ଓ ପଣଷପୁଟ ପଞ୍ଚାୟତର ୧୨ଟି ଗ୍ରାମର ୮୫ ପରିବାର ମାଓବାଦୀ ଭୟରେ ଏବଂ କାମଧନ୍ଦା ଅଭାବରୁ ଭିଟାମାଟି ଛାଡିଛନ୍ତି। ଗତ ଦୁଇ ଦିନ ହେଲା ସେମାନେ ଚିତ୍ରକୋଣ୍ଡା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri