ନକଲି ଔଷଧ ଧରିବ ଏସ୍ଟିଏଫ୍
ଭୁବନେଶ୍ୱର,୧୬।୬(ବ୍ୟୁରୋ): କରୋନା ମହାମାରୀ ଭଳି ଘଡ଼ିସନ୍ଧି ସମୟରେ ରାଜ୍ୟରେ ନକଲି ଔଷଧ କାରବାର ଚାଲିଛି। ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କ୍ରାଇମ୍ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। କ୍ରାଇମ୍ବ୍ରାଞ୍ଚର ଏସ୍ଟିଏଫ୍କୁ ଏହି ଘଟଣାର ତଦନ୍ତ ଦାୟିତ୍ୱ…
ସିଏମ୍ସି ଟିକାକରଣ ପ୍ରହସନ
କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର, ଦିବ୍ୟାଙ୍ଗ, ବସ୍ତିବାସିନ୍ଦା ଏବଂ ବୃଦ୍ଧାବୃଦ୍ଧଙ୍କ ପାଇଁ ସ୍ବତନ୍ତ୍ର ଟିକାକରଣ, ଘରେ ଘରେ ସ୍କ୍ରିନିଂ, ଟେଷ୍ଟିଂ…
ଦୀର୍ଘ ୫ଘଣ୍ଟା ପରେ ଅପହରଣକାରୀ ଗିରଫ
ବଲାଙ୍ଗୀର ଅଫିସ,୧୫।୬: ଶେଷରେ ବଲାଙ୍ଗୀର ଶାନ୍ତିପଡ଼ାର ହାଇପ୍ରୋଫାଇଲ୍ ଡ୍ରାମାର ଅନ୍ତ ଘଟିଛି। ଘର ଭିତରେ ପଶି ସୁରକ୍ଷିତ ଭାବେ ଅପହରଣକାରୀଙ୍କୁ ଗିରଫ କରିଛି ବଲାଙ୍ଗୀର ପୋଲିସ। ଏନେଇ ବଲାଙ୍ଗୀର ଏସ୍ପି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ରହୁଥିବା ଜଣେ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟଙ୍କ ଶେଷକୃତ୍ୟ ସମ୍ପନ୍ନ
ରାଇକିଆ୧୫।୬(ଡି.ଏନ୍.ଏ.): ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶହୀଦ ସଞ୍ଜୟ ପ୍ରଧାନଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶ୍ରୀନଗରରୁ ଭୁବନେଶ୍ୱର ପରେ ନିଜ ଜନ୍ମ ମାଟି ରାଇକିଆ ବ୍ଲକର ବାଘରମା ଗ୍ରାମରେ ସଞ୍ଜୟ ପ୍ରଧାନଙ୍କ ପାର୍ଥିବ ଶରୀର ମଙ୍ଗଳବାର ସକାଳେ ପହଞ୍ଚିଥିଲା। ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ…
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୨ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୧୫।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି। ଏହି ୪୨…
ରାଜ୍ୟରେ ୪ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଉଥିବା ବେଳେ ମଙ୍ଗଳବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୪୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୬୩…
ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି
ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର କିଛିମାସ ତଳେ ଆଇଏସ୍ଓ ମାନ୍ୟତା ସହ କାୟାକଳ୍ପ ପୁରସ୍କାର ପାଇଥିଲା। ମାତ୍ର ସମ୍ପ୍ରତି ଏହି…
୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ
ଭୋଗରାଇ,୧୫।୬(ଡି.ଏନ.ଏ.): ମହାମାରୀ କରୋନା ଛଡ଼ାଇ ନେଇଛି ବହୁ ଜୀବନ। ଉଜାଡ଼ି ଦେଇଛି ସୁଖର ସଂସାର। କିଏ ମା’ଙ୍କୁ ହରାଇ ମା’ଛେଉଣ୍ଡ ପାଲଟିଥିବା ବେଳେ କିଏ ବାପାଙ୍କୁ ହରାଇ ପାଲଟିଛି ବାପଛେଉଣ୍ଡ। ଅନ୍ୟ କେଉଁଠି ମା’ ବାପା ଦୁଇ ଜଣଙ୍କୁ ହରାଇ ପିଲାମାନେ…
୧୭ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଲଘୁଚାପ ମିଶ୍ରିତ ମୌସୁମୀ ଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝରର…
ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍-୧୯ ନମୁନାରେ ଭାଇରାଲ ଲୋଡ୍ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍ଏସ୍) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ…
ଅନ୍ଲକ୍ ଅଙ୍କକଷା
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍ଡାଉନ ଓ ଶଟ୍ଡାଉନ୍ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ ସମସ୍ୟାର ସମ୍ମଖୀନ ହେଉଛନ୍ତି। ଏପରି ସ୍ଥିତିରେ ଆସନ୍ତା ୧୭ ତାରିଖ ସକାଳ ୫ଟାରେ ତୃତୀୟ…
କାଲିମେଳାରେ ଡିଜେଲ ୧୦୦ ଟଙ୍କା ଟପିଲା
ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୬: ଦିନକର ବିରତି ପରେ ପୁଣି ଥରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍ (ଆଇଓସିଏଲ୍)ର ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୯ ପଇସା ବଢ଼ିଥିବା ବେଳେ…

