ବେଦାନ୍ତର ଅସୁରକ୍ଷିତ ଖଣି
ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର ୨୦ ମିଟର ଦୂରରେ ଥିବା ୭୮ ମିଟର ଉଚ୍ଚତାର ଏକ ଡମ୍ପ ମୃତ୍ୟୁର ପାହାଡ଼…
ପୁରୁଣା ଚେର
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶାରେ ନକଲି ଔଷଧର କାରବାର ବହୁ ପୁରୁଣା। ୨୦୦୭ ଜୁଲାଇ ୨୦ରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ନକଲି ଔଷଧ କାରଖାନା ଠାବ ହୋଇଥିଲା। ସେଠାରେ ୩୦ଟି ନାମୀ କମ୍ପାନୀର ୩୯୨ ପ୍ରକାର ଏଲୋପାଥି ଓ ଆୟୁର୍ବେଦିକ ଔଷଧ ନକଲ…
ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା
ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି। କରୋନା ସଂକ୍ରମିତଙ୍କ ପାଇଁ ଯୋଗାଇ ଦିଆଯାଉଥିବା ଫାଭିପିରାଭିର ଟାବ୍ଲେଟ(ଫାବିମାକ୍ସ-୪୦୦), ଭିଟାମିନ-ସି, ଆଜିଥ୍ରୋମାଇସିନ୍ ଭଳି ୯…
ମରୁଡ଼ି ହଟାଇପାରିନି ମାନଜୋର
ଆଠମଲ୍ଲିକ,୧୫ା୬ (ଡି.ଏନ.ଏ.) ମରୁଡ଼ି ହଟିଲେ ହସିବ ଆଠମଲ୍ଲିକ। ସବୁଜିମାରେ ଭରିଯିବ କୃଷକଙ୍କ ମନ। ତେଣୁ ଜଳସେଚନ ପ୍ରକଳ୍ପଟିଏ ପାଇଁ ଚାଷୀ ଓହ୍ଲାଇଥିଲେ ରାସ୍ତାକୁ। ଜେଲଭରୋ ଆନ୍ଦୋଳନ ମାଧ୍ୟମରେ କଡ଼ା ବାର୍ତ୍ତା ଦେଇଥିଲେ ରାଜ୍ୟ ସରକାରଙ୍କୁ। ଏହାପରେ ଚଳଚଞ୍ଚଳ ହୋଇଥିଲା ଜଳସମ୍ପଦ ବିଭାଗ।…
‘ଗୁହାରି ଶୁଣ, ନାତୁଣୀନାତିଙ୍କୁ ଦୟା କର’
ଭଦ୍ରକ ଅଫିସ, ୧୫।୬-କରୋନା ଉଜାଡ଼ି ଦେଇଛି ସଂସାର। ଅନାଥ ହୋଇଗଲେ ୩ ସନ୍ତାନ। ଠିକ୍ ବର୍ଷକ ତଳେ ଏକ ଅଜଣା ରୋଗରେ ମା’ଙ୍କୁ ହରାଇଥିଲେ। ଆଉ ଏବେ କରୋନା ସେମାନଙ୍କ ବାପାଙ୍କୁ ଛଡ଼ାଇନେଲା। ସେହିପରି ରୋଜଗାରିଆ ପୁଅକୁ ହରାଇ ବୃଦ୍ଧ ମା’…
ନୂଆବଜାର ଅଞ୍ଚଳରେ ବିଦେଶୀ ପକ୍ଷୀ
ବାଲେଶ୍ୱର ଅଫିସ, ୧୫।୬-ବାଲେଶ୍ୱର ସହରସ୍ଥିତ ନୂଆବଜାର ଅଞ୍ଚଳ ଏବେ ବିଦେଶୀ ପକ୍ଷୀଙ୍କ କିଚିରିମିଚିରି ଶବ୍ଦରେ ପ୍ରକମ୍ପିତ ହୋଇଉଠୁଛି। ସହର ନିକଟରେ କୌଣସି ହ୍ରଦ କିମ୍ବା ମୁହାଣ ନ ଥିଲେ ମଧ୍ୟ ବଡ଼ ବଡ଼ ଗଛରେ ପ୍ରାୟ ୭ ପ୍ରଜାତିର ୫ଶହରୁ ଊର୍ଦ୍ଧ୍ୱ…
କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼
ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର ଭାଇ। ଘର ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ନିମାତ୍ପୁର ଗାଁରେ। ଖେଳକୁଦ ବୟସରେ ମୁଣ୍ଡରେ…
ରାତି ପାହିଲେ ବାହାରିବେ ବରଯାତ୍ରୀ
ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ। ଏହି କ୍ରମରେ ନନ୍ଦପଡା ଜଗତ୍ଜନନୀ ମାତା ପାର୍ବତୀ ଓ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ…
ପୂର୍ବତନ ଜିଲାପାଳଙ୍କ ଘରୁ ନାବାଳିକା ଉଦ୍ଧାର
ଭୁବନେଶ୍ୱର,୧୪।୬ : ନୟାପଲ୍ଲୀ ଆଇଆର୍ସି ଭିଲେଜସ୍ଥିତ ଜଣେ ଅବରସରପ୍ରାପ୍ତ ଜିଲାପାଳଙ୍କ ଘରୁ ସୋମବାର ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଉକ୍ତ ନାବାଳିକାଙ୍କୁ ପ୍ରାୟ ଏକ ବର୍ଷ ହେଲା ଘରେ ଶ୍ରମିକ ଭାବେ କାମ କରାଉଥିଲେ। ଅଭିଯୋଗ ପାଇ ଚଢ଼ାଉ…
ନିଉତା ବାଣ୍ଟିଲେ ହନୁମାନ
ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ ବୀର ହନୁମାନ ଭକ୍ତଙ୍କ ଗହଣରେ ଦେବଦେବୀଙ୍କୁ ନାରିକେଳ, ଗୁଆ, ପଇତା, ହଳଦୀ, ମିଷ୍ଟାନ୍ନ, ବସ୍ତ୍ର…
ରାଜଧାନୀରେ ଆଉ ୪ଟି କେନ୍ଦ୍ରରେ ଦିଆଯିବ ଟିକା
ଭୁବନେଶ୍ୱର,୧୪।୬: ରାଜଧାନୀ ଭୁବନେଶ୍ୱରରେ ଟିକାକରଣକୁ ଗୁରୁତ୍ୱ ଦେବା ସହ ସମସ୍ତ ସହରବାସୀ କିପରି ସୁବିଧାରେ ଟିକା ନେଇ ପାରିବେ ସେ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସହରର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ସ୍ବତନ୍ତ୍ର ଭାବେ କେତେକ…
ଭୂତାଣୁର ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର
ଭୁବନେଶ୍ୱର, ୧୪।୬: ରାଜ୍ୟରେ କେବଳ ସଂକ୍ରମଣ ହାର ସହ କମୁଛି କୋଭିଡ୍ ୧୯ ନମୂନାରେ ଭାଇରାଲ ଲୋଡ୍। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ(ଆଇଏଲ୍ଏସ୍) ନିର୍ଦ୍ଦେଶକ ଡା. ଅଜୟ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ପରୀକ୍ଷଣ ଅନୁଯାୟୀ ଇନ୍ଫେକସନର…

