ରାଜ୍ୟ

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-ଚଳିତ ବର୍ଷର ଓଜେଇଇ ରେଜଲ୍ଟ ଶୁକ୍ରବାର ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ଦ୍ୱାରା ଓଜେଇଇ ରେଜଲ୍ଡ ପ୍ରକାଶିତ ହୋଇଛି। ପରୀକ୍ଷା ଦେଇଥିବା ୪୯,୨୬୭ ଜଣ ଛାତ୍ରଙ୍କୁ ମିଳିଛି ୟେଲୋ ରାଙ୍କ। ଶୋଭିତ ପଟଲେ ବି.ଟେକ ଏବଂ…

ଭୁବନେଶ୍ୱରରୁ ଆଜି ପୁଣି ୬୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୬୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଜେଲରୁ ବାହାରିଲେ ନାଚିକା ଲିଙ୍ଗା

ଭୁବନେଶ୍ୱର, ୬।୧୧(ବ୍ୟୁରୋ): କୋରାପୁଟ ମଣ୍ଡଳ କାରାଗାରରୁ ଶୁକ୍ରବାର ବାହାରିଲେ ଚାଷୀମୂଲିଆ ସଂଘର ନେତା ନାଚିକା ଲିଙ୍ଗା। ୩ ଦିନ ତଳେ ସେ ହାଇକୋର୍ଟରୁ ଜାମିନ ପାଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ତଳ କୋର୍ଟର ସର୍ତ୍ତରେ ନାଚିକା ଜେଲରୁ ବାହାରିଲେ। ୨୦୧୪ ମସିହାରୁ…

ଥାନାର ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ, ତାଙ୍କ ଶାଶୁ

କଟକ ଅଫିସ, ୬।୧୧: ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି ଓ ତାଙ୍କ ଶାଶୁ ମଧୁସ୍ମିତା ମହାନ୍ତି। ଉଭୟ ପରସ୍ପର ବିରୋଧରେ ଅଭିଯୋଗ ଆଣିଛନ୍ତି। ଉଭୟଙ୍କ ପକ୍ଷରୁ କଟକ ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ବର୍ଷା ଅଭିଯୋଗ କରିଛନ୍ତି…

କରୋନା ମୃତ୍ୟୁସଂଖ୍ୟା ପୁଣି ଉପରମୁହାଁ: ଆଜି ନେଲା ଆଉ ୧୫ ଜୀବନ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଏବଂ…

ଆଜି ରାଜ୍ୟରେ ୧୪୯୪ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୧୪୯୪ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮,୭୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୬୭ ଜଣ ଚିହ୍ନଟ…

‘ମଲିକା-ଇ-ତାଜ’ରେ ସ୍ନେହାଶ୍ରୀ ପ୍ରଥମ ରନର୍ସ ଅପ୍‌

ପୁରୁଣା ଭୁବନେଶ୍ୱର,୬ା୧୧(ଡି.ଏନ୍‌.ଏ.): ଆଗ୍ରାରେ ଅନୁଷ୍ଠିତ ହୋଇଥିବା ମଲିକା-ଇ-ତାଜ୍‌ ସିଜନ-୨ ମଡେଲିଂରେ ପ୍ରଥମ ରନର୍ସ ଅପ ଭାବେ ୧୪ବର୍ଷୀୟା ଓଡ଼ିଆ ଝିଅ ପୁରୁଣା ଭୁବନେଶ୍ୱର ଅଞ୍ଚଳର ସ୍ନେହାଶ୍ରୀ ସାହୁ କୃତିତ୍ୱ ଅର୍ଜନ କରିଛନ୍ତି। ଗତ ୧ତାରିଖରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଲିଉଡ୍‌ କଳାକାର…

ମୋ ବସ୍‌କୁ ୨ ବର୍ଷ: ଆଜି ନିରାଡ଼ମ୍ବର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୬।୧୧ (ବ୍ୟୁରୋ): ‘ମୋ ବସ୍‌’ ସେବାକୁ ଇତି ମଧ୍ୟରେ ଦୁଇବର୍ଷ ପୂରିଛି। ରାଜଧାନୀ ଭୁବନେଶ୍ୱର ସମତେ କଟକ, ଖୋର୍ଦ୍ଧା, ପୁରୀ ଓ କୋଣାର୍କରେ ଯାତ୍ରୀଙ୍କୁ ଭରସାଯୋଗ୍ୟ ସ୍ବଳ୍ପକାଳୀନ ସେବା ଯୋଗାଇବା ସହ ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛି ମୋ ବସ୍‌। ସ୍ବଚ୍ଛତା,…

ଏବେ ଖୋଲିବନି ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଚଳିତମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ଯେଉଁ ନିଷ୍ପତ୍ତି ହୋଇଥିଲା ତାକୁ ରାଜ୍ୟ ସରକାର ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।…

ସ୍ମାର୍ଟସିଟି ରାସ୍ତାରେ ବାଲି ଡିପୋ, ବିଏମ୍‌ସି ଚୁପ୍‌

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରରେ ଯଦି କେହି ଘର ତିଆରିବେଳେ ରାସ୍ତା ଉପରେ ସାମୟିକ ଭାବେ କିଛି ସାମଗ୍ରୀ ରଖି ଦେଉଛି ବିଏମ୍‌ସି ଜରିମାନା ଆଦାୟ କରୁଛି। ହେଲେ ସହରର ବିଭିନ୍ନ ରାସ୍ତାକୁ ଜବରଦଖଲ କରାଯାଇ ବାଲି, ଗୋଡ଼ି ଡିପୋ ବର୍ଷ ବର୍ଷ…

ଓଆଇପିଏଲ୍‌ ଜାଲିଆତି କରି ଜମି ହାତେଇଛି : କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଖୋର୍ଦ୍ଧା ସାରୁଅ ଜମି ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଓଡ଼ିଶା ଇନ୍‌ଫ୍ରାଟେକ ପ୍ରାଇଭେଟ ଲିମିଟେଡ୍‌ (ଓଆଇପିଏଲ) କମ୍ପାନୀ ଜାଲିଆତି କରି ଜମି ହଡପ ସହ ବେଆଇନ କାରବାର କରି ଜମି ଅକ୍ତିଆର କରିଥିବା କ୍ରାଇମବ୍ରାଞ୍ଚ ଏଡିଜି…

ପିଜି ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସାମ୍ସ ପୋର୍ଟାଲରେ ମାର୍କ ଦାଖଲ କରିବା ଅବଧିକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ବୃଦ୍ଧି କରିଛି। ଗୁରୁବାର ଏକ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ବିଶ୍ବବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ପିଜି ପାଠ୍ୟକ୍ରମରେ ନାମଲେଖା ଲାଗି ଏକକ ପ୍ରବେଶିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri