ରାଜ୍ୟ

ଆଜିଠୁ ଇ-ବିଧାନସଭା ପ୍ରଶିକ୍ଷଣ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହେଉଛି। ଏଥିପୂର୍ବରୁ ଶୁକ୍ରବାରଠାରୁ ଇ-ବିଧାନସଭା ନେଇ ପ୍ରଶିକ୍ଷଣ ଶିବିର ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ବିଧାନସଭା କର୍ମଚାରୀଙ୍କୁ ଟ୍ରେନିଂ ଦିଆଯିବ। ଡିସେମ୍ବର ୩୧ ଯାଏ ଚାଲିବାକୁ ଥିବା ଶୀତ ଅଧିବେଶନରେ…

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ

ବାରିପଦା ଅଫିସ,୬ା୧୧-ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଗାଙ୍ଗରାଜ ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଗୁରୁବାର ଅବକାରୀ ବିଭାଗ ଚଢ଼ାଉ କରି ୩୬ କେ.ଜି ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ ଲକ୍ଷ ୮୦ହଜାର ଟଙ୍କା ହେବ…

କ୍ଷୀରକୁ ମିଳୁନି ସରକାରୀ ଦର

ବଇଣ୍ଡା,୬ା୧୧ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବଢ଼ାଇବା ପାଇଁ ଚାଷୀ ଓ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଗୁଡ଼ିକୁ ସରକାର ପ୍ରୋତ୍ସାହିତ କରୁଛନ୍ତି। ହେଲେ ସରକାରୀ ଦରରେ ସେମାନଙ୍କଠାରୁ କିପରି ସମସ୍ତ ଉତ୍ପାଦିତ ଦୁଗ୍ଧ କିଣାଯାଇପାରିବ ତାହା ଉପରେ ଯଥେଷ୍ଟ ଗୁରୁତ୍ୱ ଦେଉନାହାନ୍ତି।…

୫ ମେଗା ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ୱର,୬ା୧୧(ବ୍ୟୁରୋ):ମେଟାଲ ସେକ୍ଟରରେ ୯୨,୭୧୩ କୋଟି ଟଙ୍କାର ୫ ମେଗା ପୁଞ୍ଜିନିବେଶ ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ ମିଳିଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ୨୪ତମ ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି(ଏଚ୍‌ଏଲ୍‌ସିଏ) ବୈଠକରେ ଏହି ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।…

ସଂକ୍ରମଣ କମାଉଛି ଆଇଭର୍‌ମେକ୍ଟିନ୍‌

ଭୁବନେଶ୍ୱର,୬ା୧୧(ବ୍ୟୁରୋ):କୋଭିଡ୍‌-୧୯ ସଂକ୍ରମଣକୁ ଅନେକାଂଶରେ ରୋକିବାରେ ସହାୟକ ହେଉଛି ଆଇଭରମେକ୍ଟିନ ପ୍ରୋଫିଲାକ୍ସିସ୍‌ ଔଷଧ। ଆଇଭରମେକ୍ଟିନର ଦୁଇ ଡୋଜ୍‌ରେ ସଂକ୍ରମଣ ୭୩% ପର୍ଯ୍ୟନ୍ତ କମିଯାଉଥିବା ଭୁବନେଶ୍ୱର ଏମ୍‌ସ ଦାବି କରିଛି। କୋଭିଡ୍‌ ଚିକିତ୍ସା ଓ ଏହାର ପ୍ରତିକାର ଉପରେ ଏମ୍‌ସ ପକ୍ଷରୁ ସ୍ବାସ୍ଥ୍ୟକର୍ମୀଙ୍କୁ ନେଇ…

ରାଜ୍ୟରେ ସୁସ୍ଥ ହେଲେ ୧୪୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫ ା୧୧(ବ୍ୟୁରୋ)- ରାଜ୍ୟରେ ଗୁରୁବାର ଆଉ ୧୪୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବାଲଶ୍ୱରରୁ ୧୧୦, କଟକରୁ ୧୦୭, ସୁନ୍ଦରଗଡରୁ ୯୭, ଜଗତସିଂହପୁରରୁ ୯୩, କେନ୍ଦୁଝରରୁ ୯୦, ଅନୁଗୋଳରୁ ୮୪, ବଲାଙ୍ଗୀରରୁ…

ଓଡିଶା ଜଙ୍ଗଲରେ ବିରଳ କଳା ବାଘ: କ୍ୟାମେରାରେ କଏଦ ହେଲା ଫଟୋ

ଭୁବନେଶ୍ୱର,୫।୧୧(ବ୍ୟୁରୋ)- ଓଡିଶା ଜଙ୍ଗଲରେ ଦେଖିବାକୁ ମିଳିଛି ଏକ ବିରଳ ବାଘ। ବାଘ ଶରୀରରେ କଳା କଳା ଦାଗ ରହିଥିବା କ୍ୟାମେରାରେ କଏଦ ହୋଇଛି। ବୈଜ୍ଞାନିକଙ୍କ କହିବାନୁଯାୟୀ, ଏହିଭଳି କଳା ବାଘ ସଂଖ୍ୟା ରାଜ୍ୟରେ ୭ ରୁ ୮ ରହିଛି। ସମଗ୍ର ବିଶ୍ୱରେ…

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ଆଜି ୬୮ ଚିହ୍ନଟ, ୧୧୫ ସୁସ୍ଥ

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ଏଇ କିଛି ଦିନ ହେବ ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ୧୦୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଗୁରୁବାର ରାଜଧାନୀରୁ ୬୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୪ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ…

ଜୀବନ ପ୍ରଦୀପ ଦାସ ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ବିଜେଡିରୁ ସସ୍‌ପେଣ୍ଡ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି।

କରୋନା ନେଲା ଆଉ ୧୪ ଜୀବନ: ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୩୭୮କୁ ବୃଦ୍ଧି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ୨୪ଘଣ୍ଟା ମଧ୍ୟରେ କରୋନା ଜନିତ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୩୭୮କୁ ବୃଦ୍ଧି ପାଇଛି। ବୁଧବାର କରୋନାରେ ୧୨ଜଣଙ୍କ ଜୀବନ ଯାଇଥିବା ବେଳେ ଗୁରୁବାର ଏହି ସଂଖ୍ୟା…

CORONAVIRUS UPDATE: ରାଜ୍ୟରେ ପୁଣି ୧୩୮୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ପ୍ରକୋପ ଜାରି ରହିଛି। ଗୁରୁବାର ରାଜ୍ୟରେ ପୁଣି ୧୩୮୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୩ଲକ୍ଷରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮ କ୍ୱାରାଣ୍ଟାଇନ୍‌…

‘ଅତିଥି ସେବାରେ ଅବହେଳା କରନି’

ଭୁବନେଶ୍ୱର,୫।୧୧(ବ୍ୟୁରୋ): କରୋନା ମହାମାରୀ ପରିସ୍ଥିତି ଧୀରେ ଧୀରେ ସୁଧୁରୁଥିବାବେଳେ ପର୍ଯ୍ୟଟନ ବିକାଶ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏଭଳି ସ୍ଥଳେ ହୋଟେଲ, ରେଷ୍ଟୁରାଣ୍ଟ, ହସ୍ପିଟାଲିଟି ଏବଂ ଟୁରିଜମ୍‌ ଶିଳ୍ପ ‘ନ୍ୟୁ ନର୍ମାଲ’ ବା ନୂଆ ସାଧାରଣ ସ୍ଥିତିର ସମ୍ମୁଖୀନ ହେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri