ରାଜ୍ୟ

୮ରୁ ଖୋଲିବ ନବମ,ଏକାଦଶ ଶ୍ରେଣୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ଫେବୃୟାରୀ ୮ ତାରିଖରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିବ। ସୋମବାର ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ନବମ ଓ ଏକାଦଶ ଶ୍ରେଣୀ ପାଇଁ ସୋମବାରଠାରୁ ଶନିବାର ଯାଏ ପ୍ରତ୍ୟହ ସକାଳ ୮ଟା ୩୦ ମିନିଟରୁ…

ପୁଣି ଥରେଇବ ଶୀତ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ଦେଖାଦେଇଛି। ଗତ ଦୁଇଦିନ ହେବ ପାରଦ ତଳମୁହାଁ ହୋଇଛି। ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ଭାଗରେ ଶୀତ ଥରେଇବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମଙ୍ଗଳବାର…

ପରୀ ପରିବାରକୁ ମିଳିବ ୯ ଲକ୍ଷ ଟଙ୍କା

ନୟାଗଡ଼ ଅଫିସ,୧।୨: ଭିକ୍ଟିଂ କମ୍ପେନସେସନ୍‌ ଆକ୍ଟ ଜରିଆରେ ପରୀ ପରିବାରକୁ ଦୁଇ ପର୍ଯ୍ୟାୟରେ ମିଳିବ ୯ ଲକ୍ଷ ଟଙ୍କା । ଏନେଇ ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ସ୍ବୀକୃତି ମିଳିଛି। ସୋମବାର ନୟାଗଡ଼ ଜିଲା ଜଜ୍‌ ଓ ଦୌରାଜଜ୍‌ଙ୍କ ସମ୍ମିଳନୀ…

ବିଳମ୍ବ ହେଲାଣି ବର୍ଷେ

ବଅଁରପାଳ,୨ା୨(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ସ୍ମେଲଟର ଓ ସିପିପି ପ୍ଲାଣ୍ଟରେ ଶ୍ରମିକ ସଙ୍ଗଠନ ସ୍ବୀକୃତି ନିର୍ବାଚନ ବିଳମ୍ବ ହେଉଛି। ୨୦୧୭ ନିର୍ବାଚନରେ ସ୍ମେଲଟରରେ ଆଲୁମିନିୟମ ମଜଦୁର ସଂଘ (ଏଏମ୍‌ଏସ୍‌) ଓ ସିପିପିରେ ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନ ବିଜୟୀ ହୋଇଥିଲା। ତେବେ…

ଏଲ୍‌ଆଇସିର ଏମ୍‌ଡି ଭାବେ ଦାୟିତ୍ୱ ଗ୍ରହଣ କଲେ ସିଦ୍ଧାର୍ଥ

ନୂଆଦିଲ୍ଲୀ,୧।୨: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ପରିଚାଳନା ନିର୍ଦ୍ଦେଶକ (ଏମ୍‌ଡି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି। ସିଦ୍ଧାର୍ଥଙ୍କ ନିଯୁକ୍ତି ନେଇ ଭାରତ ସରକାର ଗତ ୨୦ ତାରିଖରେ ବିଜ୍ଞପ୍ତି ପ୍ରକାଶ କରିଥିଲେ। ସେ ଏହା ପୂର୍ବରୁ…

ଭିଜିଲାନ୍ସ ହାତରେ କୋଟିପତି ଅବକାରୀ ଏସ୍‌ଆଇ

ସମ୍ବଲପୁର,୧ା୨(ବ୍ୟୁରୋ): ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡ଼ା ଜିଲା ବେଲପାହାଡ଼ ଅବକାରୀ ବିଭାଗରେ କାର୍ଯ୍ୟରତ ଏସ୍‌ଆଇ ଦେବେନ୍ଦ୍ର ପ୍ରହରାଜଙ୍କ ଘରେ ସୋମବାର ଭିଜିଲାନ୍ସ ଚଢାଉ କରିଛି। ଅଧିକାରୀମାନେ ବେଲପାହଡ଼ ସ୍ଥିତ କାର୍ଯ୍ୟାଳୟ ସମେତ ସମ୍ବଲପୁର ଏସ୍‌ଆର୍‌ଆଇଟି କଲୋନୀ କଲ୍ୟାଣ ନଗରର ନିଜସ୍ବ…

ସତ୍ୟଜିତ ମହାନ୍ତି ଓପିଏସ୍‌ସି ଅଧ୍ୟକ୍ଷ

ଭୁବନେଶ୍ୱର,୧ା୨(ବ୍ୟୁରୋ): ୧୯୮୮ ବ୍ୟାଚ ଆଇପିଏସ୍‌ ଅଫିସର ସତ୍ୟଜିତ ମହାନ୍ତି ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସତ୍ୟଜିତ ଏବେ ଅଗ୍ନିଶମ, ହୋମଗାର୍ଡ ଡିଜି ଭାବେ…

୩ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସିଆର୍‌ସିସିି

ବାରିପଦା ଅଫିସ/ଠାକୁରମୁଣ୍ଡା(ଡି.ଏନ୍‌.ଏ.),୧।୨- ଦରମା ବିଲ୍‌ କରାଇ ଦେବାକୁ କହି ଜଣେ ଶିକ୍ଷକଙ୍କଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସିଆର୍‌ସିସି ମଧୁସୂଦନ ନାଏକ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।…

ନୃସଂଶ ପୁଅ: ଘରେ ବାପାଙ୍କୁ ହାଣି ହତ୍ୟା କଲେ

ବିଷମକଟକ, ୧।୨: ପାରିବାରିକ କଳହରୁ ଅତିଷ୍ଠ ହୋଇ ଜଣେ ନାବାଳକ ଟାଙ୍ଗିଆରେ ବାପାଙ୍କୁ ହାଣି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଛି ରାୟଗଡ଼ା ଜିଲା ବିଷମକଟକ ଥାନା ଅଞ୍ଚଳରେ। ସୂଚନା ଯୋଗ୍ୟ, ରବିବାର ବିଳମ୍ବିତ ରାତିରେ ବାପ-ପୁଅଙ୍କ ମଧ୍ୟରେ କୌଣସି କଥାକୁ…

ବାକିରେ ସିଗାରେଟ ନ ଦେବାରୁ ପାନ ଦୋକାନୀଙ୍କୁ ହତ୍ୟା

ଦିଗପହଣ୍ଡି/କୁକୁଡ଼ାଖଣ୍ଡ/କବିସୂର୍ଯ୍ୟନଗର,୧ା୨: ଗଞ୍ଜାମ ଜିଲାରେ ପୁଣି ୨ଟି ହତ୍ୟାକାଣ୍ଡ ଘଟିଛି। ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ରବିବାର ରାତିରେ ବାକି ଟଙ୍କା ମାଗିବାରୁ ଜଣେ ପାନ ଦୋକାନୀଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ସେହିପରି କବିସୂର୍ଯ୍ୟନଗର ଥାନା ବାଉଁଶିଆ ଗ୍ରାମରେ ଜଣେ…

ଅଭିବୃଦ୍ଧିରେ ସହାୟକ ହେବ ବଜେଟ୍‌ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଚେନ୍ନାଇ,୧।୨: ପାର୍ଲାମେଣ୍ଟରେ ସୋମବାର ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ବଜେଟକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ମହାମାରୀ ଆସିବା ପରେ ଏହା ପ୍ରଥମ ବଜେଟ୍‌। ଉପସ୍ଥାପିତ ବଜେଟ୍‌ ଦେଶର ଅନେକ ସମସ୍ୟାର ସମାଧାନ କରିବ। ଅଭିବୃଦ୍ଧିକୁ ଗତିଶୀଳ…

ଫେବୃୟାରୀ ୮ରୁ ନବମ, ଏକାଦଶ ଶ୍ରେଣୀର ପାଠପଢ଼ା

ଭୁବନେଶ୍ୱର,୧।୨(ବ୍ୟୁରୋ): ଫେବୃୟାରୀ ୮ରୁ ନବମ ଏବଂ ଏକାଦଶ ଶ୍ରେଣୀର ପାଠ ପଢ଼ା ଆରମ୍ଭ ହେବ। ସୋମବାର ଏନେଇ ସରକାର ଘୋଷଣା କରିଛନ୍ତି। ଫେବୃୟାରୀ ୮ରୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ କ୍ଲାସ କରିବେ। ସୋମବାରରୁ ଶନିବାର ସକାଳ ସାଢେ ୮ଟାରୁ ପୂର୍ବାହ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri