ରାଜ୍ୟ

ଭାଷା ବନ୍ଦନା @ ଗୋଟେ ଟଙ୍କା, ଗୋଟେ ଘଣ୍ଟା

ଓଡ଼ିଶା ଶ୍ରୀଜଗନ୍ନାଥଙ୍କ ମାଟି। ଆମ ସଂସ୍କୃତି ଯେମିତି ମହାପ୍ରଭୁଙ୍କୁ ନେଇ ଋଦ୍ଧିମନ୍ତ, ଭାଷା ବି ସେମିତି ବିକଶିତ ‘ଚକାଡୋଳା’କୁ ନେଇ। ଅର୍ଥାତ୍‌ ଆମର ପ୍ରାୟ ପ୍ରତ୍ୟେକ ଲିପି ଚକାଡୋଳା ପରି ଡୋଳାକୃତି(ଗୋଲାକୃତି) ବା ଅର୍ଦ୍ଧ ଗୋଲାକୃତିର ସମାହାର। ମାତ୍ର ୩ଟି ଲିପିଚିତ୍ର…

କନିଷ୍ଠ ଶିକ୍ଷକ ଚୟନ ପ୍ରାର୍ଥୀଙ୍କ ଧାରଣା

ଭୁବନେଶ୍ୱର,୧୧ା୩(ସୁଚିସ୍ମିତା ସାହୁ): ସର୍ବୋଚ୍ଚ ନ୍ୟାୟାଳୟ ଏବଂ ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ରାୟର ୫ ମାସ ପରେ ମଧ୍ୟ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କନିଷ୍ଠ ଶିକ୍ଷକ ପାଇଁ ଚୟନ ହୋଇଥିବା ପ୍ରାର୍ଥୀଙ୍କୁ ନିଯୁକ୍ତି ଦେଉନାହିଁ। ପ୍ରତିବାଦରେ କନିଷ୍ଠ ଶିକ୍ଷକ ଆଶାୟୀମାନେ…

ଘଡ଼ଘଡ଼ି, ବିଜୁଳି ସହିତ ୩୦ରୁ ୪୦ କି.ମି. ବେଗରେ ବହିବ ପବନ: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପରିସରରୁ ଏକ ଟ୍ରଫ୍‌ ଲାଇନ୍‌ ଆଭ୍ୟନ୍ତରୀଣ ଓଡ଼ିଶା, ଛତିଶଗଡ଼ ଏବଂ ବିଦର୍ଭ ଦେଇ ୦.୯ କିଲୋମିଟର ଉଚ୍ଚତାରେ ବ୍ୟାପି ରହିଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ହାଲୁକାରୁ…

ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଗର୍ଭବତୀ ମହିଳା ନିଖୋଜ: ଟାଉନ ଥାନାରେ ଏତଲା

ରାୟଗଡ଼ା, ୧୦।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ଗର୍ଭବତୀ ମହିଳା ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଜିଲା ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ (ADMO) ରାୟଗଡ଼ା ଟାଉନ ଥାନାରେ…

ବିଜେଡିକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ଭୁବନେଶ୍ୱର,୧୦।୩: ବିଜେଡିକୁ ଶକ୍ତ ଝଟ୍‌କା। ଦଳରୁ ଇସ୍ତଫା ଦେଲେ ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା । ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଦଳର ସୁପ୍ରିମୋ ନବୀନ…

ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ତଥ୍ୟରେ ତାଳମେଳ ନ ଥିବାରୁ ବଢୁଛି ଉତ୍ତେଜନା, ବାହୁନି କାନ୍ଦୁଛନ୍ତି ମା’  

ପଟ୍ଟାଙ୍ଗି/ସୁନାବେଡା, ୧୦।୩ (ଶରତ କୁମାର ଧଳ/କୃତ୍ତିବାସ ପ୍ରଧାନ): ଜବାହାର ନବୋଦୟ ବିଦ୍ୟାଳୟର ତିନି ଛାତ୍ରଙ୍କ ମୃତ୍ୟୁ ଘଟଣାର ମାତ୍ର ତିନି ଦିନ ପରେ ପୁଣି ଜଣେ ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁକୁ ନେଇ କୋରାପୁଟ ଜିଲାରେ ଶୋକାକୁଳ ପରିବେଶ ସହ ତୀବ୍ର…

ରାଉରକେଲା IGHରେ ଅଭାବନୀୟ ଘଟଣା: ଟଏଲେଟ୍‌ ପ୍ୟାନ୍‌ ଭିତରୁ ନବଜାତକର ମୃତଦେହ ଉଦ୍ଧାର, ବଢ଼ିଲା ଚର୍ଚ୍ଚା

ରାଉରକେଲା, ୧୦।୩ (ସଂଗୀତା ଜେନା): ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (IGH) ପରିସରରେ ଏକ ହୃଦୟ ବିଦାରକ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲର ଜରୁରୀକାଳୀନ ବିଭାଗରେ ଥିବା ମହିଳା ଶୌଚାଳୟର ପ୍ୟାନ ଭିତରୁ ଏକ ନବଜାତ ଶିଶୁର ମୃତଦେହ…

ଓଡ଼ିଶାରେ ଗ୍ୟାସ ସିଲିଣ୍ଡରକୁ ନେଇ ସରକାର ବଡ଼ ଘୋଷଣା, କାଲିଠୁ…

ଭୁବନେଶ୍ୱର,୧୦।୩: ଓଡ଼ିଶାରେ ରନ୍ଧନ ଗ୍ୟାସ (LPG) ସଙ୍କଟକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ରାଜ୍ୟ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଶେଷ କରି ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଯୋଗୁଁ ଗ୍ୟାସ ଅଭାବ ହେବା ନେଇ ଯେଉଁ ଗୁଜବ…

ମାର୍ଚ୍ଚ ୧୩ରେ ନିଯୁକ୍ତି ମେଳା: ଶିକ୍ଷିତ ଯୁବତୀ, ଯୁବକଙ୍କ ପାଇଁ ବଡ଼ ସୁଯୋଗ

କେନ୍ଦୁଝର,୧୦।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶିକ୍ଷିତ ଯୁବତୀ, ଯୁବକମାନଙ୍କୁ ନିଯୁକ୍ତି ସୁଯୋଗ ଯୋଗାଇବା ଉଦ୍ଦେଶ୍ୟରେ ଆସନ୍ତା ୧୩ରେ ସ୍ଥାନୀୟ ଓଡ଼ିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ ପଡ଼ିଆରେ ଜିଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୦।୩: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଥିବା ମନ୍ତ୍ରୀ କହିଛନ୍ତି। ଗତବର୍ଷ ତୁଳନାରେ ରାଜ୍ୟରେ କୁମ୍ଭୀର ସଂଖ୍ୟା ୩.୫୪% ବୃଦ୍ଧି ପାଇଛି। ବର୍ତ୍ତମାନ ରାଜ୍ୟରେ…

ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ ପୋଲିସ, ସ୍ପିଡ୍‌ ବାଇକରମାନଙ୍କୁ ସାବାଡ଼ କରିବା ପାଇଁ ଆରମ୍ଭ ହେଲା ଅପରେଶନ

ବଲାଙ୍ଗୀର,୧୦।୩ ( ସୁନିଲ କୁମାର ମହାନ୍ତି): ଦୁର୍ଘଟଣାରେ ସରକାରୀ ଆୟୁର୍ବେଦିକ କଲେଜର ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଏବେ ଆକ୍ସନ ମୋଡ଼ରେ ବଲାଙ୍ଗୀର ଟାଉନ ପୋଲିସ । ବଲାଙ୍ଗୀର ସହରରେ ସ୍ପିଡ୍‌ ବାଇକରମାନଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଅପରେସନ “ସୁପର”…

ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରି ଆଗକୁ ଆସିଲା ବିଜେଡି: ପୋଲିସ ସହିତ ମୁହାଁମୁହିଁ ପରେ…

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ଧାନ କ୍ରୟକେନ୍ଦ୍ର ଉପରେ ନିର୍ଭରଶୀଳ ଗ୍ରାମର ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?