ରାଜ୍ୟ

ରାସ୍ତା ଉପରେ ୨ ଯୁବତୀଙ୍କୁ ଛୁରାମାଡ଼

ବୋଡେନ,୫।୧୧(ଡି.ଏନ.ଏ.): ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ସ୍ଥାନୀୟ ଇମ୍ପେରିଆଲ ଇଂଲିଶ ମିଡିୟମ ସ୍କୁଲ ନିକଟରେ ୨ ଯୁବତୀଙ୍କୁ ଛୁରାମାଡ଼ ହୋଇଛି। ଏଥିରେ ବୋଡେ୍‌ନ ଥାନା ଅଧୀନ ଚିକଲଚୁଆଁ ଗାଁର ଚନ୍ଦ୍ରିକା ମାଝି (୨୪) ଓ ତାଙ୍କ ସାଙ୍ଗ ପ୍ରେମଲତା ଜଗତି(୨୨)…

ଜାନୁୟାରୀ ୩୧ରେ ସିଟିଇଟି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ସିବିଏସ୍‌ଇ ଦ୍ୱାରା ପରିଚାଳିତ ସେଣ୍ଟ୍ରାଲ ଟିଚର ଏଲିଜିବିଲିଟି ଟେଷ୍ଟ (ସିଟିଇଟି) ୨୦୨୧ ଜାନୁୟାରୀ ୩୧ରେ ଅନୁଷ୍ଠିତ ହେବ। କୋଭିଡ୍‌ ସଂକ୍ରାନ୍ତ ସୁରକ୍ଷା ଓ ଗାଇଡ୍‌ଲାଇନ୍‌କୁ ଗୁରୁତ୍ୱ ଦିଆଯାଇ ଦେଶର ୧୩୫ ସହରରେ ଏହି ପରୀକ୍ଷା କରାଯିବ। ପୂର୍ବରୁ ଏହି ପରୀକ୍ଷା…

କାମ କରୁନି ସୋଲାର ପ୍ରକଳ୍ପ

କେନ୍ଦୁଝର, ୫ା୧୧(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଗ୍ରାମାଞ୍ଚଳରେ ପାନୀୟ ଜଳ ସମସ୍ୟା ଯୋଗୁ ଲୋକ ମାନେ ବହୁ ଅସୁବିଧା ଭୋଗୁଛନ୍ତି। ଏଭଳି ଜିଲା ମୁଖ୍ୟାଳୟ ତଥା ଆଖପାଖ ଗ୍ରାମରେ ସମସ୍ୟା ଦେଖାଦେଉଥିଲେ ହେଁ ସମାଧାନ ହୋଇ ପାରୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି।…

ରାତି ପାହିଲେ ବନିଶୀ ଖୋଜା, ମାଛ ଧରି ଚଳୁଛନ୍ତି ଶହେ ପରିବାର

ବାଲେଶ୍ୱର ଅଫିସ, ୫।୧୧-ରାତି ପାହିଲେ ଖୋଜା ପଡ଼େ ବନିଶୀ। ବୁଢ଼ାବଳଙ୍ଗ ନଦୀ ୟୁଟର୍ଣ୍ଣ ମାରି ସମୁଦ୍ରଆଡ଼କୁ ବୋହିଯାଇଥିବା ଚାରିଗୋଛିଆ ମୁହାଣରେ ଏହି ବନିଶୀ ସାହଯ୍ୟରେ ମାଛ ଧରି ବାଲେଶ୍ୱର ଜିଲା ସଦର ବ୍ଲକ ଶ୍ରୀକୋଣା ପଞ୍ଚାୟତ ଚାରିଗୋଛିଆ ଗ୍ରାମର ଶହେ ପରିବାର…

ହାତୀ ଘଉଡ଼ାଇବାକୁ ରାତି ଅନିଦ୍ରା

ଖମାର,୫ା୧୧:  ହାତୀ ଖାଇଯାଉଛନ୍ତି ଧାନ ଫସଲ। ବାର୍‌ହା ମଧ୍ୟ ନଷ୍ଟ କରୁଛନ୍ତି ଚାଷ। ବାରମ୍ବାର ଅଭିଯୋଗ ପରେ ବି ବନ୍ୟଜନ୍ତୁ ଉପଦ୍ରବ ରୋକିପାରୁନି ବନ ବିଭାଗ। ତେଣୁ ନିଜ ଫସଲ ବଞ୍ଚାଇବାକୁ ମଞ୍ଚାରେ ରାତି ଅନିଦ୍ରା ହୋଇ ଜଗି ବସୁଛନ୍ତି ଚାଷୀ। ଏଥିପାଇଁ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୧୫୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।  ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୮୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ…

୨୦ରୁ ଶୀତ ଅଧିବେଶନ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଚଳିତମାସ ୨୦ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେବ। ଏହା ୨୦ରୁ ଆରମ୍ଭ ହୋଇ ୩୧ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ବଜେଟ୍‌ ଅଧିବେଶନ କାଣ୍ଟ୍‌ଛାଣ୍ଟ ହୋଇଥିଲା। ଏପରିକି ଅନେକ…

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ଆଜି ୭୫ ଚିହ୍ନଟ, ସୁସ୍ଥ ହେଲେ ୧୪୨

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ବୁଧବାର ରାଜଧାନୀରୁ ୭୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪ ଜଣ ଚିହ୍ନଟ…

ଏ ମାସରେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ନଭେମ୍ବର ମାସରେ ହିଁ ରାଜ୍ୟରେ ଖୋଲିବ ସ୍କୁଲ। ୫ଟି ବର୍ଗର ଅଂଶୀଦାରଙ୍କ ସହ ଆଲୋଚନା ପରେ ବୁଧବାର ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ତେବେ ସ୍କୁଲ ଖୋଲିବା ନେଇ ଏସ୍‌ଓପି ଏବେ ଡ୍ରାଫ୍ଟ ଷ୍ଟେଜ୍‌ରେ…

କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ: ରାଜ୍ୟରେ ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୩୬୪ରେ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 2.A…

CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୪ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୨,୯୫,୮୮୯ରେ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୫,୮୮୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୋଳ ଅଫିସ, ୪।୧୧: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସ ଉପରେ ବୁଧବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଇ ଚାଲିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri