ରାଜ୍ୟ

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ଆଜି ୭୫ ଚିହ୍ନଟ, ସୁସ୍ଥ ହେଲେ ୧୪୨

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ବୁଧବାର ରାଜଧାନୀରୁ ୭୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪ ଜଣ ଚିହ୍ନଟ…

ଏ ମାସରେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ନଭେମ୍ବର ମାସରେ ହିଁ ରାଜ୍ୟରେ ଖୋଲିବ ସ୍କୁଲ। ୫ଟି ବର୍ଗର ଅଂଶୀଦାରଙ୍କ ସହ ଆଲୋଚନା ପରେ ବୁଧବାର ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ତେବେ ସ୍କୁଲ ଖୋଲିବା ନେଇ ଏସ୍‌ଓପି ଏବେ ଡ୍ରାଫ୍ଟ ଷ୍ଟେଜ୍‌ରେ…

କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ: ରାଜ୍ୟରେ ମୃତକଙ୍କ ସଂଖ୍ୟା ପହଞ୍ଚିଲା ୧୩୬୪ରେ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୩୬୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 2.A…

CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୪ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୨,୯୫,୮୮୯ରେ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୪୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୫,୮୮୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଅନୁଗୋଳ ଅଫିସ, ୪।୧୧: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସ ଉପରେ ବୁଧବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଇ ଚାଲିଛି।…

ଆକ୍ରାନ୍ତଙ୍କଠାରୁ ସୁସ୍ଥ ଅଧିକ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜଧାନୀରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥ ସଂଖ୍ୟା ଅଧିକ ରହିଛି। ଭୁବନେଶ୍ୱରରୁ ଗତ ୨୪ଘଣ୍ଟାରେ ୬୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୮୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୪ଜଣ କ୍ୱାରାଣ୍ଟାଇନ ସେଣ୍ଟରର…

୨୦୨୧ରେ ହୋଇପାରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୪ା୧୧: ଚଳିତବର୍ଷ ଭଳି ଆସନ୍ତା ବର୍ଷ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ହୋଇପାରେ। ୨୦୨୧ ମସିହାର କ୍ୟାଲେଣ୍ଡର ବଜାରକୁ ଆସିବା ପରେ ଏହି ଚର୍ଚ୍ଚା ଜୋର୍‌ ଧରିଛି। ଆସନ୍ତା ବର୍ଷ ନଭେମ୍ବର ୧୫ରେ ନାଗାର୍ଜୁନ ବେଶ ପଡୁଥିବା ନିର୍ଦ୍ଦିଷ୍ଟ କ୍ୟାଲେଣ୍ଡରରେ ଉଲ୍ଲେଖ…

ବସ୍‌ ଭଡ଼ା ବଢ଼ିି ନ ଥିବା କହିଲା ଏସ୍‌ଟିଏ

ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟରେ କେତେଗୁଡିଏ ବସ୍‌ ଅଧିକ ଭଡା ନେଉଥିଲେ। ଏନେଇ ବିଭିନ୍ନ ମହଲରୁ ଅଭିଯୋଗ ଆସିବାପରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ଏହା ଉପରେ ସ୍ପଷ୍ଟୀକରଣ ରଖିଛି। ଏବେ ବସ୍‌ ଭଡା ବଢି ନ ଥିବା ଏବଂ ପୂର୍ବ ଆଦେଶ ଅପରିବର୍ତ୍ତିତ…

ଏକାମ୍ର ଜମି ଜିଏ ବିଭାଗକୁ ଯିବା ପ୍ରସଙ୍ଗରେ ବିରୋଧୀ କ୍ଷୁବ୍ଧ

ଭୁବନେଶ୍ୱର, ୪।୧୧(ବ୍ୟୁରୋ) : ରାଜଧାନୀର ଶୋଭା ବର୍ଦ୍ଧନ ଏବଂ ଉଦ୍ୟାନ କୃଷିର ପ୍ରଗତି ପାଇଁ ୧୯୮୦ ଦଶକରେ କଂଗ୍ରେସ ସରକାର ୨୬ ଏକର ପରିମିତ ଏକାମ୍ର ପାର୍କ ପ୍ରତିଷ୍ଠା କରିଥିଲେ। ଏହାକୁ ବର୍ତ୍ତମାନ ହଡପ କରିବାକୁ ରାଜ୍ୟ ସରକାର ଯେଉଁ ଚକ୍ରାନ୍ତ…

୧୬ ସୁଦ୍ଧା ପଞ୍ଜୀକରଣ ନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ଜୀବେ ନିଷ୍ଠୁରତା ନିରୋଧ(କୁକୁର ପ୍ରଜନନ ଏବଂ ବିପଣନ) ଅଧିନିୟମ ୨୦୧୭ ଏବଂ ଜୀବେ ନିଷ୍ଠୁରତା ନିରୋଧ(ପୋଷା ଜୀବଜନ୍ତୁ ଦୋକାନ) ଅଧିନିୟମ ୨୦୧୮କୁ ରାଜ୍ୟରେ ପ୍ରଚଳନ କରାଯାଇଛି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପକ୍ଷରୁ…

୨ କାର୍‌ ସହ ୧୪ କେଜି ଗଞ୍ଜେଇ ଜବତ

ଭୁବନେଶ୍ୱର, ୪ା୧୧(ବ୍ୟୁରୋ): କନ୍ଧମାଳରୁ ରାଜଧାନୀକୁ କାର୍‌ରେ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ମଙ୍ଗଳବାର ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ କନ୍ଧମାଳ ଜିଲା ଖଜୁରିପଦା ଥାନା ଅଞ୍ଚଳର ସତୀଶ କୁମାର ପ୍ରଧାନ ଓରଫ ଲିଟୁ…

୧୦ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୨ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri