ପରିବହନରେ ଜିପିଏସ୍ ବ୍ୟବସ୍ଥା ବାଟବଣା
ଯାଜପୁର ଅଫିସ,୪ା୧୧: ଯାଜପୁର ଓ କେନ୍ଦୁଝର ଜିଲାରେ ମୂଲ୍ୟବାନ ଖଣିଜ ପଦାର୍ଥ ପରିବହନକୁ ସୁନିୟନ୍ତ୍ରିତ କରିବାକୁ ଜିପିଏସ୍ (ଗ୍ଲୋବାଲ ପୋଜିଶନିଂ ସିଷ୍ଟମ) ଉପରେ ଗୁରୁତ୍ୱାରୋପ କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ୨୦୧୪-୧୫ ଆର୍ଥିକ ବର୍ଷରେ ସ୍ବତନ୍ତ୍ର କମ୍ପାନୀ ଜରିଆରେ ଖଣି ପରିବହନରେ…
ଲାଞ୍ଚନେଇ ଫରେଷ୍ଟ ଗାର୍ଡ ଗିରଫ
ସମ୍ବଲପୁର,୪ା୧୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍ ଯୁଯୁମୁରା ବନ ବିଭାଗ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ ସୁରକ୍ଷା ସମିତି ଗୃହ ନିର୍ମାଣ କାମର ବିଲ୍ କରିବା ପାଇଁ ସେ ୩୬ହଜାର ଟଙ୍କା…
ବନ୍ୟପ୍ରାଣୀ ବୋର୍ଡ ପୁନର୍ଗଠିତ
ଭୁବନେଶ୍ୱର, ୪।୧୧(ବ୍ୟୁରୋ): ରାଜ୍ୟ ବନ୍ୟପ୍ରାଣୀ ବୋର୍ଡ ମଙ୍ଗଳବାର ପୁନର୍ଗଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଅଧ୍ୟକ୍ଷ ଥିବାବେଳେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାର ଉପାଧ୍ୟକ୍ଷ ରହିଛନ୍ତି। ସେହିପରି ବିଧାୟକ ରମେଶ ଚନ୍ଦ୍ର ସାଏ, ରାଜକିଶୋର…
ରେଟ୍ କଣ୍ଟ୍ରାକ୍ଟକୁ ଅଣଦେଖା: ସଙ୍କଟରେ ଏମ୍ଏସ୍ଏମ୍ଇ
ଭୁବନେଶ୍ୱର,୪।୧୧(ବ୍ୟୁରୋ): ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ବିକାଶ ଲାଗି ବିଭିନ୍ନ ପଦକ୍ଷେପ ନିଆଯାଉଥିବା ରାଜ୍ୟ ସରକାର କହୁଛନ୍ତି। ସ୍ଥାନୀୟ ଶିଳ୍ପଗୁଡ଼ିକର ସ୍ବାର୍ଥ ରକ୍ଷା ଲାଗି ସରକାର ଇପିଏମ୍ (ରପ୍ତାନି ପ୍ରୋତ୍ସାହନ ଓ ବିପଣନ) ରେଟ୍ କଣ୍ଟ୍ରାକ୍ଟ ବ୍ୟବସ୍ଥାକୁ ଆଜି…
ଦୀପାବଳି: ବିକ୍ରି, ଫୁଟାଇବା ନିଷିଦ୍ଧ
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଆସନ୍ତା ୧୪ ତାରିଖରେ ଦୀପାବଳି ପାଳିତ ହେବ। ଆଲୋକର ଏହି ପର୍ବରେ ବାଣ ବିକ୍ରି କିମ୍ବା ଫୁଟାଇବାକୁ ନିଷେଧ କରାଯାଇଛି। ନଭେମ୍ବର ୧୦ରୁ ୩୦ ଯାଏ ବାଣ ବିକ୍ରି କିମ୍ବା ଫୁଟାଯିବ ନାହିଁ। କରୋନା ସଂକ୍ରମଣ ତଥା ଜନସ୍ବାର୍ଥକୁ ଦୃଷ୍ଟିରେ…
ବାଲେଶ୍ୱର ଉପନିର୍ବାଚନ: ୭୦ ପ୍ରତିଶତ ମତଦାନ: ତିର୍ତ୍ତୋଲ
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ମଙ୍ଗଳବାର ଶେଷ ହୋଇଛି। ଉଭୟ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ…
ବେଦାନ୍ତ ନେଲା ରାଧିକାପୁର
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଦେଶର ୧୯ କୋଇଲା ବ୍ଲକ ପାଇଁ ସୋମବାରଠାରୁ ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଛି। ନିଲାମର ପ୍ରଥମ ଦିନରେ ବେଦାନ୍ତ ଅନୁଗୋଳ ଜିଲାର ରାଧିକାପୁର ଓ୍ବେଷ୍ଟ କୋଲ୍ ବ୍ଲକକୁ ସର୍ବାଧିକ ୨୧ ପ୍ରତିଶତ ପ୍ରିମିୟମରେ ନିଲାମ ନେଇଛି। ଏହି କୋଇଲାଖଣିରେ ପ୍ରାୟ…
ଶେଷ ହେଲା ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ: ଇଭିଏମ୍ରେ ସିଲ୍ ୧୫ ଜଣଙ୍କ ଭାଗ୍ୟ
ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ମଙ୍ଗଳବାର ଶେଷ ହୋଇଛି। ଉଭୟ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉଭୟ…
୩୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଫରେଷ୍ଟ ଗାର୍ଡ
ସମ୍ବଲପୁର,୩ା୧୧(ବ୍ୟୁରୋ)-ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍ ଯୁଯୁମୁରା ବନ ବିଭାଗରେ କାର୍ଯ୍ୟରତ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ ସୁରକ୍ଷା ସମିତି ଗୃହ ନିର୍ମାଣ କାମର ବିଲ୍ କରିବା ପାଇଁ ସେ ୩୬ହଜାର ଟଙ୍କା…
ରାଜ୍ୟରେ ସୁସ୍ଥ ହେଲେ ୧୪୬୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୧୪୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୨୮, କେନ୍ଦ୍ରାପଡାରୁ ୧୦୪, ସୁନ୍ଦରଗଡରୁ ୭୭, ଅନୁଗୋଳରୁ ୭୨, ବଲାଙ୍ଗିରରୁ ୬୫, ପୁରୀରୁ ୫୬, ବାଲେଶ୍ୱରରୁ ୫୪, ଝାରସୁଗୁଡାରୁ…
ବାଣ ବିକ୍ରି ଓ ଫୁଟାଇବା ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୩।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନଜରରେ ରଖି ଆସନ୍ତା ଦୀପାବଳିରେ ବାଣ ବିକ୍ରି ଓ ଫୁଟାକୁ ନିଷିଦ୍ଧ ଘୋଷଣା କରାଯାଇଛି। ନଭେମ୍ବର ୧୦ ରୁ ୩୦ ପର୍ଯ୍ୟନ୍ତ ଏହି କଟକଣା ସାରା ରାଜ୍ୟରେ ଜାରି ରହିବ। ଏ ନେଇ ମଙ୍ଗଳବାର ସ୍ବତନ୍ତ୍ର ରିଲିଫ କମିଶନର…
ଭୁବନେଶ୍ୱରରୁ ଆଜି ୬୯ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୧୮୦
ଭୁବନେଶ୍ୱର,୩।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୫୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
Archives


