ରାଜ୍ୟ

ପାଠପଢ଼ା ଚାପରେ ଜୀବନ ହାରିଲେ ୪ର୍ଥ ଶ୍ରେଣୀ ଛାତ୍ରୀ

ଭବାନୀପାଟଣା,୩୧।୧: ଭବାନୀପାଟଣା ସହରସ୍ଥିତ ରାମନଗରପଡ଼ାରେ ଜଣେ ୪ର୍ଥ ଶ୍ରେଣୀ ଛାତ୍ରୀ ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ସୂଚନା ମୁତାବକ, ଛାତ୍ରୀଙ୍କ ମା’ କୌଣସି କାମରେ ବାହାରକୁ ଯାଇଥିଲେ। ସେତିକିବେଳେ ସେ ଘରେ ଏକୁଟିଆ ରହିଥିଲେ। ମା’ କାମ ସାରି…

ଭୁବନେଶ୍ୱରରୁ ଆଜି ପୁଣି ୭ ପଜିିଟିଭ୍‌ ଚିହ୍ନଟ: ୯ ସୁସ୍ଥ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଆଜି ରାଜ୍ୟରୁ ୧୧୪ ପଜିଟିଭ୍‌ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରବିବାର ୧୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୮ ଜଣ ଚିହ୍ନଟ ହୋଇଥିବା…

ବାଘ ସୁରକ୍ଷାରେ ବନ ବିଭାଗ ବିଫଳ, ଖାଲି ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା

ଭୁବନେଶ୍ୱର, ୩୧।୧(ବ୍ୟୁରୋ): ରାଜ୍ୟରେ ବାଘ ସଂଖ୍ୟା ବୃଦ୍ଧି ପାଇଁ ବିଭିନ୍ନ ଯୋଜନାରେ ବହୁ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଆରମ୍ଭରୁ ବନ ବିଭାଗର ବଡ଼ବାବୁମାନେ ନାନା ବାହାବା ନେଉଛନ୍ତି, ହେଲେ ଠିକ୍‌ ସମୟରେ ବିଫଳ ହେଉଥିବାରୁ ରାଜ୍ୟରେ ବାଘ ସୁରକ୍ଷାକୁ ନେଇ…

ପୋଲ ଉପରେ ପୁଅ, ଝିଅକୁ ବସାଇ ମା’ର ଆତ୍ମହତ୍ୟା ଉଦ୍ୟମ

ଗୋପ, ୩୧।୧(ଡି.ଏନ୍‌.ଏ.): ପୁରୀ ଜିଲା ଅନ୍ତର୍ଗତ ଗୋପ-ବାଲିଘାଇ ରାସ୍ତାର ଗୋପ ବଜାର ନିକଟ କୁଶଭଦ୍ରା ପୋଲ ଉପରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଥିଲା। ଜଣେ ମହିଳା ନିଜର ଦୁଇ ପିଲାଙ୍କୁ ପୋଲ ଉପରେ ବସାଇ ଆତ୍ମହତ୍ୟା କରିବାକୁ ଯାଉଥିଲେ।…

ଅଗରନାଶି ଦ୍ୱୀପର ପରିସୀମା କମୁଛି

କେନ୍ଦ୍ରାପଡ଼ା ଅଫିସ, ୩୧।୧: ବିରଳ ଅଲିଭରିଡ୍‌ଲେ କଇଁଛଙ୍କ ଅନ୍ତୁଡିଶାଳ ଭାବେ ପରିଚିତ ବିଶ୍ୱପ୍ରସିଦ୍ଧ ଗହୀରମଥା (ସାମୁଦ୍ରିକ) ବନ୍ୟଜନ୍ତୁ ଅଭୟାରଣ୍ୟ ଅଗରନାଶିର ପରିସୀମା ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଗତ ୫ ଦଶନ୍ଧିି ପୂର୍ବେ ଏହି ଦ୍ୱୀପର ଲମ୍ବ ୭ କିଲୋମିଟର…

ଯୁବକଙ୍କ ଉନ୍ମତ୍ତକାଣ୍ଡ: ଘରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରି ନିଜ ଗଳା କାଟିଲେ

ନୟାଗଡ଼ ଅଫିସ,୩୧ା୧: ନୟାଗଡ ଜିଲା ଶରଣକୁଳ ଥାନା ଗୋଡିପଡା ହାଇସ୍କୁଲ ସାହିରେ ଜଣେ ଯୁବକ ଶନିବାର ଉନ୍ମତ୍ତକାଣ୍ଡ ଘଟାଇଛନ୍ତି। ଘରେ ପଶି ସେ ଜଣେ ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କରିଛନ୍ତି। ଶିକ୍ଷୟିତ୍ରୀଙ୍କୁ ରକ୍ଷା କରିବାକୁ ଯାଇ ଅନ୍ୟ ୪ ଜଣ ସମ୍ପୃକ୍ତ ଯୁବକଙ୍କ…

୬ରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଗତ ଦୁଇ ମାସ ମଧ୍ୟରେ ରାଜ୍ୟରେ ପ୍ରଥମ ଥର ଲାଗି ଶନିବାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗଜପତି ଜିଲାର ଆର. ଉଦୟଗିରିରେ ୨ ସେଣ୍ଟିମିଟର ବର୍ଷା…

ଝରାଫୁଲଙ୍କ ମୃତ୍ୟୁ ମିଷ୍ଟ୍ରୀ: ବିରିୟାନି ଦୋକାନରେ କରିଥିଲେ ବାନ୍ତି, ଗେଷ୍ଟ ହାଉସ୍‌ର ରୁମ୍‌ ନଂ.୨୦୧ ସିଲ୍‌

ଭୁବନେଶ୍ୱର(ବ୍ୟୁରୋ)/ଯାଜପୁର ଅଫିସ/ ରସୁଲପୁର(ଡି.ଏନ.ଏ.),୩୧ା୧: ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଦ୍ୱିତୀୟ ବର୍ଷର ଛାତ୍ରୀ ଝରାଫୁଲ ନାୟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ରହସ୍ୟଘେରରେ ରହିଛି। ତାଙ୍କ ମୃତ୍ୟୁର ପ୍ରକୃତ କାରଣ କ’ଣ ତାହା ଜାଣିବା ପାଇଁ ସମସ୍ତଙ୍କ ଉତ୍କଣ୍ଠା ରହିିଛି।…

ଚୂଡ଼ାନ୍ତ ପର୍ଯ୍ୟାୟରେ କପିଳାସ ଭକ୍ତନିବାସ

ଢେଙ୍କାନାଳ ଅଫିସ, ୩୧।୧: ପ୍ରସିଦ୍ଧ ଶୈବପୀଠ କପିଳାସରେ ଶ୍ରଦ୍ଧାଳୁଙ୍କ ରହଣି ସୁବିଧା ପାଇଁ ୫୦ ଲକ୍ଷ ଟଙ୍କା ବ୍ୟୟରେ ଚାଲିଥିବା ଭକ୍ତ ନିବାସ ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଆସନ୍ତା ଜାଗର ଯାତ୍ରା ପୂର୍ବରୁ ଏହାକୁ ଲୋକାର୍ପିତ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।…

ଧାନକିଣା ଅନିୟମିତତାରେ ନିଲମ୍ବିତ ହେଲେ ୮ପ୍ୟାକ୍ସ ସମ୍ପାଦକ

ବରଗଡ଼ ଅଫିସ୍‌,୩୧।୧: ବରଗଡ଼ ଜିଲାରେ ଧାନକିଣା ଅନିୟମିତତା ବିଭାଗୀୟ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ୨୦୧୮-୧୯ ରବିଋତୁ ଧାନ କିଣାବିକାରେ ହୋଇଥିବା ଅନିୟମିତତାକୁ ନେଇ ଜିଲାର ୮ଟି ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ସମ୍ପାଦକଙ୍କୁ ନିଲମ୍ବିତ କରାଯାଇଛି। ସମବାୟ ଉପନିବନ୍ଧକ (ଡିଆର୍‌ସିଏସ୍‌)…

ଦେଶ ସୀମା ଜଗିବେ ଭଉଣୀ ଭାଇ

ବରଗଡ଼ ଅଫିସ,୩୧।୧: ବରଗଡ଼ ଜିଲା ଭେଡ଼େନ ବ୍ଲକ ଅନ୍ତର୍ଗତ ଟିହିକିପାଲି ଗ୍ରାମର ରାତ୍ର ବାରିକଙ୍କ ସାନ ଝିଅ ରଶ୍ମିତା ଓ  ପୁଅ ପ୍ରଭାତ ସୀମା ସୁରକ୍ଷା ବାହିନୀ (ବିଏସ୍‌ଏଫ୍‌)ରେ ଯୋଗ ଦେବାକୁ ମନୋନିତ ହୋଇଛନ୍ତି। ସଦ୍ୟ ପ୍ରକାଶିତ ପରୀକ୍ଷାଫଳରେ ଉଭୟ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri