ଫେବୃଆରୀ ମାସ ପାଇଁ ଗାଇଡ୍ଲାଇନ୍ ଜାରି: ୧ରୁ ଖୋଲିବ ଅଙ୍ଗନଓ୍ବାଡି
ଭୁବନେଶ୍ୱର, ୩୦।୧(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରତି ମାସରେ ଗାଇଡ୍ଲାଇନ ଜାରି କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟ ସରକାର ଫେବୃଆରୀ ମାସ ପାଇଁ ଗାଇଡ୍ଲାଇନ୍ ଜାରି କରିଛନ୍ତି। ଏହି ନୂଆ ଗାଇଡ୍ଲାଇନ ଫେବୃଆରୀ ୨୮ ପର୍ଯ୍ୟନ୍ତ…
ରାଜ୍ୟରେ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ତଦନ୍ତ ଅବହେଳା ଅଭିଯୋଗ ଆଣିଲେ ପିହୁଙ୍କ ମା’
ଭୁବନେଶ୍ୱର,୩୦।୧(ବ୍ୟୁରୋ): ‘ମୋ ଝିଅ ନିଖୋଜ ହୋଇଥିବା ନେଇ ଥାନାରେ ଅଭିଯୋଗ କରିବାକୁ ଯାଇଥିଲି। ହେଲେ ଥାନାରେ ମାମଲା ରୁଜୁ ନ କରି ଓଲଟା ତମେ ଯାଅ ଖୋଜାଖୋଜି କରିବ ବୋଲି କହିଲେ। ୫ଦିନ ପରେ ମାମଲା ରୁଜୁ କରି ତଦନ୍ତ ନାଁରେ…
‘ମୋ ଜଙ୍ଗଲ’ ଆପ୍ ଲୋକାର୍ପିତ
ଭୁବନେଶ୍ୱର, ୩୦।୧(ବ୍ୟୁରୋ): ରାଜ୍ୟରେ ସମସ୍ତ ବନୀକରଣ କାର୍ଯ୍ୟକ୍ରମର ନିରୀକ୍ଷଣ ଓ ପରିଚାଳନା ସହଜ କରିବାକୁ କାର୍ଯ୍ୟକାରୀ ହୋଇଛି ‘ମୋ ଜଙ୍ଗଲ’ (Mo Jungle: My Odisha Forest) ଏବଂ ‘ନୋ ଇୟୋର ଫରେଷ୍ଟ ଲ୍ୟାଣ୍ଡ୍’(KYFL@Odisha) ମୋବାଇଲ୍ ଆପ୍। ଶୁକ୍ରବାର ଲୋକସେବା ଭବନରେ ଜଙ୍ଗଲ…
ଟିକା ନେଉନାହାନ୍ତି ସ୍ବାସ୍ଥ୍ୟକର୍ମୀ
ଭୁବନେଶ୍ୱର, ୩୦।୧(ବ୍ୟୁରୋ): ରାଜ୍ୟରେ ଗତ ୧୬ ତାରିଖରୁ କରୋନା ଟିକାକରଣ ଜାରି ରହିଛି। ବର୍ତ୍ତମାନ କେବଳ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯାଉଛି। କେତେକ ଜିଲାରେ ଟିକାକରଣର ହାର ଖୁବ୍ କମ୍ ରହିଥିବାରୁ ରାଜ୍ୟ ସରକାର ଅସନ୍ତୋଷ ପ୍ରକାଶ କରିଛନ୍ତି। ସ୍ବାସ୍ଥ୍ୟକର୍ମୀମାନେ କାହିଁକି ଟିକା…
୨ରୁ ଖୋଲିବ ପ୍ଲାନେଟାରିୟମ୍
ଭୁବନେଶ୍ୱର, ୩୦।୧(ବ୍ୟୁରୋ): ଆସନ୍ତା ଫେବୃୟାରୀ ୨ରୁ ଭୁବନେଶ୍ୱରର ପଠାଣି ସାମନ୍ତ ପ୍ଲାନେଟାରିୟମ୍ ସର୍ବସାଧାରଣଙ୍କ ନିମନ୍ତେ ଖୋଲାଯିବ। କୋଭିଡ୍-୧୯ ନିୟମକୁ ପାଳନ କରି ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଏ ନେଇ ପ୍ଲାନେଟାରିୟମ୍ ନିର୍ଦ୍ଦେଶକ ଲକ୍ଷ୍ମୀଧର ଦାସ ଶୁକ୍ରବାର ସୂଚନା ଦେଇଛନ୍ତି। ଏଥିସହିତ…
ନ୍ୟାୟ ପ୍ରଦାନରେ ଓଡ଼ିଶା ର଼୍ୟାଙ୍କ ଖସିଲା
ଭୁବନେଶ୍ୱର,୩୦।୧(ବ୍ୟୁରୋ): ନ୍ୟାୟ ପ୍ରଦାନ କରିବା କ୍ଷେତ୍ରରେ ପୂର୍ବ ବର୍ଷ ଅପେକ୍ଷା ଓଡିଶା ର଼୍ୟାଙ୍କ ତଳକୁ ଖସିଛି। ୨୦୧୯ରେ ଓଡିଶାର ସ୍ଥାନ ୭ ନମ୍ବର ଥିବା ବେଳେ ଏବେ ୧୧ ନମ୍ବରକୁ ଖସିଛି। ନ୍ୟାୟ ପ୍ରଦାନ କରିବା କ୍ଷେତ୍ରରେ ମହାରାଷ୍ଟ୍ର ପୂର୍ବଭଳି ୧…
ଓଡ଼ିଶାକୁ ବନ୍ୟା ସହାୟତା ୩୨୦.୯୪ କୋଟି
ଭୁବନେଶ୍ୱର,୩୦।୧(ବ୍ୟୁରୋ): ବନ୍ୟା କ୍ଷତି ଭରଣା ପାଇଁ ଓଡ଼ିଶାକୁ କେନ୍ଦ୍ର ସରକାର ୩୨୦.୯୪ କୋଟି ମଞ୍ଜୁର କରିଛନ୍ତି। ଶୁକ୍ରବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ କମିଟି ବୈଠକରେ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି(ଏନ୍ଡିଆରଏଫ୍)ରୁ ଅତିରିକ୍ତ କେନ୍ଦ୍ରୀୟ…
ଭୁବନେଶ୍ୱର, କଟକରେ ପୂର୍ଣ୍ଣ କ୍ଷମତାରେ ଚାଲିବ ସରକାରୀ ଅଫିସ
ଭୁବନେଶ୍ୱର,୩୦।୧(ବ୍ୟୁରୋ): ଫେବ୍ରୁଆରୀ ୧ରୁ କଟକ ଓ ଭୁବନେଶ୍ୱର (ଟ୍ବିନ୍ସିଟି)ରେ ଥିବା ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଏବଂ ଅଧସ୍ତନ କାର୍ଯ୍ୟାଳୟ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରିବ। ସମସ୍ତ ଅଧିକାରୀ ଓ କର୍ମଚାରୀ ଅଫିସ୍ ଆସିବେ। ତେବେ ଶନିବାର ରାଜ୍ୟର ସମସ୍ତ ସରକାରୀ…
ବିଦା ହେଲେ ଆଉ ୯ ଅଧିକାରୀ
ଭୁବନେଶ୍ୱର,୩୦।୧(ବ୍ୟୁରୋ): ଦୁର୍ନୀତି ଏବଂ ଅପାରଗ ଅଧିକାରୀଙ୍କ ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋରଦେଇ ଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ…
ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ: ଆରମ୍ଭ ହେଲା ସାଟେଲାଇଟ୍ ସର୍ଭେ
ଜଳେଶ୍ୱର, ୩୦।୧(ଡି.ଏନ.ଏ.)-ଦୀର୍ଘବର୍ଷ ହେଲା ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ଲାଗି ରହିଛି। ପଶ୍ଚିମବଙ୍ଗ ବାଲିମାଫିଆମାନେ ଓଡ଼ିଶା ସୀମାରୁ କୋଟି କୋଟି ଟଙ୍କାର ବାଲି ଚୋରାଚାଲାଣ କରି ମାଲେମାଲ ହେଉଛନ୍ତି। ବେଆଇନ ବାଲି ଉତ୍ତୋଳନ ଯୋଗୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ନଦୀକୂଳ ଗ୍ରାମ…
ତ୍ରିବେଣୀ ସଙ୍ଗମ ଗାଉଛି ଗାନ୍ଧିବାଦର ଗୀତ
ଆରଡ଼ି,୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଧୁଷୂରୀ ନିକଟସ୍ଥ ଶାସନଠାରେ ବୈତରଣୀର ୨ ଜଳ ଧାର ଓ କୋଚିଳା ନଦୀର ସଙ୍ଗମ ସ୍ଥଳ। ୧୯୪୮ ଫେବୃୟାରୀରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଅସ୍ଥି କଳସକୁ ଏଠାରେ ବିସର୍ଜନ କରାଯାଇଥିଲା। ସେହିଦିନଠାରୁ ଏହି ସ୍ଥାନ…
Archives


