ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ: ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍
ଭୁବନେଶ୍ୱର,୩ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ କଡ଼ା କଟକଣା ମଧ୍ୟରେ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ବ୍ୟବହାର ସହ କୋଭିଡ ଗାଇଡଲାଇନ ଅନୁସାରେ ଭୋଟ ଗ୍ରହଣ କରାଯାଉଛି । ପ୍ରତ୍ୟେକ…
ଧାରଣାରେ ବସିଲେ ଡାକ୍ତର, କର୍ମଚାରୀ
ଢେଙ୍କାନାଳ ଅଫିସ,୩ା୧୧ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଡାକ୍ତରଙ୍କୁ ମାଡ଼ ମରାଯିବା ଘଟଣାର ପ୍ରତିବାଦରେ ସୋମବାର ସମସ୍ତ ଡାକ୍ତର ଓ କର୍ମଚାରୀ ଧାରଣାରେ ବସିଥିଲେ। ଅଭିଯୁକ୍ତମାନଙ୍କୁ ୨୪ ଘଣ୍ଟା ମଧ୍ୟରେ ଗିରଫ କରା ନ…
କଷ୍ଟ ବୁଝୁନାହାନ୍ତି କର୍ତ୍ତୃପକ୍ଷ
ଅନୁଗୋଳ ଅଫିସ, ୩।୧୧ – ଯନ୍ତ୍ରଣାରେ ଛଟପଟ ହେଉଥିବା ରୋଗୀଟିକୁ ତୁରନ୍ତ ଓ୍ବାର୍ଡରେ ଭର୍ତ୍ତି କରିବାକୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମିଳିଥିଲା ଏକ ବ୍ୟାଟେରିଚାଳିତ ଗାଡ଼ି। କିନ୍ତୁ ଦୀର୍ଘଦିନ ହେବ ଉକ୍ତ ଗାଡ଼ି ଅଚଳ ଅବସ୍ଥାରେ ପଡ଼ିରହିଥିଲେ ହେଁ ତାହାର ମରାମତି…
ତ୍ୱରାନ୍ବିତ ହେଉନି ଉନ୍ନୟନ କାର୍ଯ୍ୟ: ଜନ ପ୍ରତିନିଧିଙ୍କ ମୌନ ଧାରଣା
ଦେଓଗାଁ, ୩ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ବର୍ତ୍ତମାନ ଉନ୍ନୟନ କାର୍ଯ୍ୟ ଏକପ୍ରକାର ବ୍ୟାହତ ହୋଇଛି ା ଫଳରେ ମଞ୍ଜୁର ଅର୍ଥ ପୁଣି ସରକାରଙ୍କ ନିକଟକୁ ଫେରିବାକୁ ବସିଛି ା ପ୍ରଶାସନର ଏଭଳି ଅବହେଳା ପ୍ରତିବାଦରେ ସୋମବାର ଜନପ୍ରତିନିଧିମାନେ ବ୍ଲକ…
ସରିଲା କାନ୍ଦୁଲବୁଢ଼ା ଯାତ୍ରା
ଦେଓଗାଁ, ୩ା୧୧ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଧଣ୍ଡାମାଲ ପଞ୍ଚାୟତ ଅନ୍ତର୍ଗତ ଅନ୍ତର୍ଲା ନିକଟସ୍ଥ କାନ୍ଦୁଲବୁଢ଼ା ଦେଶଗୁଡିଖଳା ଡଙ୍ଗରପଡାରେ ତିନିଦିନ ଧରି ଚାଲିଥିବା କାନ୍ଦୁଲବୁଢ଼ା ଯାତ୍ରା ସୋମବାର ଉଦ୍ଯାପିତ ହୋଇଯାଇଛି ା ଏହିଦିନ ବରୁଆଙ୍କ ଶରୀରରେ ଦେବତା ଆବିର୍ଭାବ ହେବାପରେ…
ପ୍ରଶାସନ କଲାନି, ରାସ୍ତା ମରାମତି କଲା ସାମାଜିକ ସଂଗଠନ
ଅମରପାଲି, ୩।୧୧(ଡି.ଏନ.ଏ.) ଶୁଣିଲାନି ପ୍ରଶାସନ। ଶେଷରେ ବାଧ୍ୟ ହୋଇ ନିଜ ଅଞ୍ଚଳର ରାସ୍ତାକୁ ମରାମତି କରି ଉଦାହରଣ ସୃଷ୍ଟି କଲେ ସାମାଜିକ ସଂଗଠନ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଅଞ୍ଚଳରେ। ଖଣ୍ଡହତାସ୍ଥିତ ସାମାଜିକ…
ଚିକିତ୍ସା ଅବହେଳାରୁ ନାବାଳିକା ମୃତ୍ୟୁ ଅଭିଯୋଗ
ବାରିପଦା ଅଫିସ,୩ା୧୧- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍ଏମ୍) ମେଡିକାଲରେ ସୋମବାର ଜଣେ ନାବାଳିକାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଚିକିତ୍ସାରେ ଅବହେଳା ଯୋଗୁ ଉକ୍ତ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରି ମୃତଦେହ…
ଭୁଶୁଡ଼ିବ ମାଛକାନ୍ଦଣା ପୋଲ
କେନ୍ଦୁଝର,୩ା୧୧(ସ୍ବ.ପ୍ର.)-ଖଣି ଓ ଶିଳ୍ପ ସମୃଦ୍ଧ କେନ୍ଦୁଝର ଜିଲାର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଥିଲେ ହେଁ ମରାମତି ଅଭାବରୁ ବହୁ ରାସ୍ତାଘାଟ ତଥା ପୋଲ ଅସୁରକ୍ଷିତ ହୋଇ ରହିଛି ା ଏହି ସବୁ ରାସ୍ତା ଓ ପୋଲର ମରାମତି ନେଇ…
ଗଢ଼ା ମଜୁରୀ ଉଠୁନି
କେନ୍ଦୁଝର, ୩।୧୧(ସ୍ବ.ପ୍ର.)-କରୋନା ମହାମାରୀ ଯୋଗୁ ଅନେକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି ା ବିଶେଷ କରି ପାର୍ବଣ ଋତୁରେ କାରିଗରମାନେ ମୂର୍ତ୍ତି ଗଢି ଯାହା ରୋଜଗାର କରନ୍ତି ସେଥିରେ ବର୍ଷ ତମାମ ପରିବାର ଚଳାଇଥାନ୍ତି। ତେବେ ଚଳିତବର୍ଷ ରୋଜଗାର ଉପରେ କରୋନା…
୨୦ ବର୍ଷ ପାକିସ୍ତାନ ଜେଲରେ ସଜା କାଟିଲେ ସୁନ୍ଦରଗଡ଼ର ବିରଜୁ
ସୁନ୍ଦରଗଡ,୨।୧୧(ଡି.ଏନ୍.ଏ)-୨୫ବର୍ଷ ଧରି ନିଖୋଜ ଥିବା ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ କଟଙ୍ଗ ଜଙ୍ଗାଟୋଲିର ବିରଜୁ କୁଲୁ ପାକିସ୍ତାନ ଜେଲରେ ୨୦ବର୍ଷ ଧରି ସଜା କାଟି ସାରିବା ପରେ ଏବେ ନିଜ ଦେଶ ଭାରତକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପାକିସ୍ତାନ ସରକାର ତାଙ୍କୁ ଅନ୍ୟ…
ଆସନ୍ତାକାଲି ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ: ମତଦାନ ସାବ୍ୟସ୍ତ କରିବେ ୪ ଲକ୍ଷ ୬୭ ହଜାର ୫୭୮ ଭୋଟର
ଭୁବନେଶ୍ୱର,୨ା୧୧(ବ୍ୟୁରୋ)-ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପ ନିର୍ବାଚନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ କରାଯିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ମୋଟ ୨ ଲକ୍ଷ ୩୭ ହଜାର ୨୮୨ ଜଣ ଓ ବାଲେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀରେ ସମୁଦାୟ…
ରାଜ୍ୟରେ ସୁସ୍ଥ ହେଲେ ୧୫୨୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨ା୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୫୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବାଲେଶ୍ୱର ଜିଲାରୁ ସର୍ବାଧିକ ୧୨୭ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୭, ଖୋର୍ଦ୍ଧାରୁ ୧୧୫, କଟକରୁ ୧୦୭, ନୂଆପଡାରୁ ୧୦୪, ଜଗତସିଂହପୁରରୁ ୮୯, ଅନୁଗୋଳରୁ ୭୦, ଯାଜପୁରରୁ ୬୦, ବରଗଡରୁ…
Archives


