ରାଜ୍ୟ

କ୍ଷମତାର ଅପବ୍ୟବହାର କରି ସରକାରଙ୍କୁ ଲୁଟୁଥିଲେ ସରପଞ୍ଚ

ଲୋଇସିଂହା,୨୭।୧: କ୍ଷମତାର ଅପବ୍ୟବହାର କରି ନିଜ ଦୁଇ ସମ୍ପର୍କୀୟଙ୍କ ନାଁରେ ୨ଟି ଗ୍ରାମୀଣ ଆବାସ ଘର ହାତେଇବା ବଲାଙ୍ଗୀର ସଦର ବ୍ଲକ ଲୋଇସିଂହା ଥାନା ଅନ୍ତର୍ଗତ ମନହୀରା ପଞ୍ଚାୟତର ସରପଞ୍ଚ ବ୍ରଜ ପୁଟେଲଙ୍କୁ ମହଙ୍ଗା ପଡିଛି। ପ୍ରଶାସନିକ ତଦନ୍ତ ପରେ ରାଜ୍ୟ…

ଶାଗ ତୋଳିବାକୁ ଯାଇ ଫେରିଲେନି ମହିଳା: ୩ ଦିନ ପରେ ମିଳିଲା ମୃତଦେହ

ପୁରୁଷୋତ୍ତମପୁର,୨୭ା୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶାର୍ଗୁଣାପଲ୍ଲୀ ଗ୍ରାମଠାରୁ ୧ କି.ମି ଦୂର ବିଲରେ ଥିବା ଏକ କୂଅରୁ ବୁଧବାର ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ମିଳିଛି। ସେ ହେଲେ ଶାର୍ଗୁଣାପଲ୍ଲୀର ନାରସୁ ନାହାକ (୩୦)। ନାରସୁ ରବିବାର ଶାଗ…

ରାଜ୍ୟରୁ ଚିହ୍ନଟ ହେଲେ ନୂଆ ୧୩୮ କରୋନା ପଜିଟିଭ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୪୬୬୭ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୧(ବ୍ୟୁରୋ): ଗତ ମଙ୍ଗଳବାର ରାଜ୍ୟରେ ଶତେ ତଳକୁ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୩୮। ଏଥିମଧ୍ୟରୁ ୮୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୭ ଲୋକାଲ କେସ୍‌ ରହିଛି।…

‘କୋରାପୁଟ ଜିଲାର ବିକାଶ ଏବେ ଶୀର୍ଷରେ’

କୋରାପୁଟ,୨୬ା୧: ଭାରତର ସ୍ବାଧୀନତା ଆନ୍ଦୋଳନରେ କୋରାପୁଟ ଜିଲାର ଅବଦାନ ଅତୁଳନୀୟ। କୋରାପୁଟସ୍ଥିତ ପୋଲିସ ପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏହା କହିଛନ୍ତି। ମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ…

ସଂଗ୍ରାମୀଙ୍କୁ ମନେ ପକାଇଲେ ମନ୍ତ୍ରୀ

ନବରଙ୍ଗପୁର,୨୬ା୧: ନବରଙ୍ଗପୁର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ପାଳିତ ହୋଇଛି। ଜଳ ସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ…

କର୍ଲାମୁଣ୍ଡାର ଗୌରବ ସୌମ୍ୟାରାଣୀ: ପ୍ରଥମ ମହିଳା ଭାବେ ଯୋଗଦେବେ ସିଆର୍‌ପିଏଫ୍‌ରେ

କର୍ଲାମୁଣ୍ଡା,୨୬ା୧: କଳାହାଣ୍ଡି ଜିଲା କର୍ଲାମୁଣ୍ଡାର ଝିଅ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌)ରେ ଯୋଗଦେବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେ ହେଲେ ବ୍ଲକ ଅନ୍ତର୍ଗତ ସର୍ଗୁଲ ଗ୍ରାମର ପ୍ରଭାତ କୁମାର ହୋତା ଓ ଶାନ୍ତିପ୍ରିୟା ହୋତାଙ୍କ ଝିଅ ସୌମ୍ୟରାଣୀ ହୋତା (୨୦)।…

ଗୋରାସେତୁରେ ପ୍ରଥମ ଥର ଉଡ଼ିଲା ତ୍ରିରଙ୍ଗା

ଚିତ୍ରକୋଣ୍ଡା,୨୬ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଳିତ ବର୍ଷ ଆନନ୍ଦର ସହ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ପଣଷପୁଟ ପଞ୍ଚାୟତ ଗୋରାସେତୁଠାରେ ବିଏସ୍‌ଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ହେବାପରେ ପ୍ରଥର ଥର ଜାତୀୟ ପତାକା ଉତ୍ତୋଳନ କରାଯାଇଛି। ଯୋଡ଼ାମ୍ବ…

ଜଳିଗଲା ଚଳନ୍ତା କାର୍‌: ଅଗ୍ନିଶମ ବିଭାଗକୁ ଦୋଷ ଦେଲେ ମାଲିକ

ନବରଙ୍ଗପୁର,୨୬ା୧: ନବରଙ୍ଗପୁର ଜିଲା କୁର୍ଲୁଘାଟି ନିକଟରେ ମଙ୍ଗଳବାର ଏକ ଚଳନ୍ତା କାର୍‌ ଜଳିଯାଇଛି। ତେବେ ଗାଡ଼ିଟି ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଥିଲେ ମଧ୍ୟ ଏଥିରେ କେହି ମୃତାହତ ହୋଇନାହାନ୍ତି। ସୂଚନା ଅନୁଯାୟୀ, ନବରଙ୍ଗପୁର ଥାନା ଅଧୀନ ବିଜରାଗୁଡ଼ା ଗ୍ରାମର ଭୀମ ନାୟକ…

୨ କୋଟି ଟଙ୍କାରେ ବିକ୍ରି ହୋଇଥାନ୍ତା ହନୁମାନ ପଇସା: ଚଢ଼ାଉ କରି ୭ ଜଣଙ୍କୁ ବାନ୍ଧିଲା ଗଞ୍ଜାମ ପୋଲିସ

ବ୍ରହ୍ମପୁର ଅଫିସ ,୨୬।୧- ତିନୋଟି ହନୁମାନ ମୁଦ୍ରାକୁ ୨ କୋଟି ଟଙ୍କାରେ ବିକ୍ରି ଏବଂ ଠକେଇ କାରବାର ଉଦ୍ୟମକୁ ଗଞ୍ଜାମ ବାଦବାଜାର ପୋଲିସ ପଣ୍ଡ କରିଛି । ସୋମବାର ସକାଳେ ଶାନ୍ତିନଗରର ସୂର୍ଯ୍ୟ ପାତ୍ରଙ୍କ ବାସଭବନରେ ହନୁମାନ ପଇସା ବିକ୍ରି ନେଇ…

ସ୍ବାଧୀନତାର ଅର୍ଥ ବୁଝି ବିକାଶରେ ସାମିଲ ହେଲେଣି ମାଲକାନଗିରିବାସୀ

ମାଲକାନଗିରି,୨୬ା୧: ମାଲକାନଗିରି ଡିଏନ୍‌କେ ଖେଳ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ମୁଖ୍ୟ ଅତିଥି ଭାବେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ପୋଲିସ ବାହିନୀ ପକ୍ଷରୁ ଅଭିବାଦନ…

ରାୟଗଡ଼ାରେ ମନ୍ତ୍ରୀ ଅରୁଣ ସାହୁଙ୍କୁ ଭାଜପାର ବିରୋଧ: କର୍ମୀଙ୍କୁ ଉଠାଇ ନେଲା ପୋଲିସ

ରାୟଗଡ଼ା ଅଫିସ,୨୬ା୧: ମନ୍ତ୍ରୀ ଅରୁଣ ସାହୁଙ୍କ ରାୟଗଡ଼ା ଜିଲା ଗସ୍ତକୁ ନେଇ ଭାଜପା ପକ୍ଷରୁ ବିରୋଧ କରାଯାଇଥିଲା। ସାଧାରଣତନ୍ତ୍ର ଦିବସରେ ତାଙ୍କୁ ମୁଖ୍ୟ ଅତିଥି କରାଯାଇଥିବାରୁ ଦଳ ପକ୍ଷରୁ ପରୀ ପ୍ରସଙ୍ଗ ଉଠାଇ ପ୍ରତିବାଦ କରାଯାଇଥିଲା। ତେଣୁ ସାଧାରଣତନ୍ତ୍ର ଦିବସରେ ଅପ୍ରୀତିକର…

ରାୟଗଡ଼ାରେ ପତାକା ଉତ୍ତୋଳନ କଲେ କୃଷି ମନ୍ତ୍ରୀ

ରାୟଗଡ଼ା ଅଫିସ,୨୬ା୧: ରାୟଗଡ଼ା ସଦରସ୍ଥିତ ଜିସିଡି ହାଇସ୍କୁଲ ପଡ଼ିଆରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିକାଶ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri