SI ନିଯୁକ୍ତି ଘୋଟାଲା ଲିଙ୍କ୍: ‘ବଣିକ’ କୋଚିଂ ସେଣ୍ଟର ଉପରେ କ୍ରାଇମବ୍ରାଞ୍ଚ ରେଡ୍
ଭୁବନେଶ୍ୱର,୯।୧୦: ପୋଲିସ ଏସଆଇ ନିଯୁକ୍ତି ଘୋଟାଲା ଅଭିଯୋଗକୁ ନେଇ କ୍ରାଇମବ୍ରାଞ୍ଚ ଭୁବନେଶ୍ୱର ସିଆର୍ପି ଛକସ୍ଥିତ ‘ବଣିକ’ କୋଚିଂ ସେଣ୍ଟର ଉପରେ ଚଢ଼ାଉ କରିଛି। ପରୀକ୍ଷାର୍ଥୀଙ୍କ ପାଇଁ ଫିକ୍ସିଂ ଅଭିଯୋଗରେ ଏହି ରେଡ୍ କରାଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ପଞ୍ଚସଫ୍ଟ ମୁଖ୍ୟ ଶଙ୍କର…
କଟକ ହିଁଂସା ପାଇଁ ଭାଜପାକୁ ଦୋଷୀ କରିଲେ ମମତା, କଡ଼ା ପ୍ରତିକ୍ରିୟା ଦେଲେ ମନମୋହନ
ଭୁବନେଶ୍ୱର,୯।୧୦: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀ କଟକରେ ସାମ୍ପ୍ରଦାୟିକ ହିଂସା ଘଟଣାକୁ ଭାରତୀୟ ଜନତା ପାର୍ଟି (ଭାଜପା) ଓ ବଜରଙ୍ଗ ଦଳର ଷଡ଼ୟନ୍ତ୍ର ବୋଲି ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, କଟକ “ଜଳୁଛି” ଏବଂ ଭାଜପା ସାମ୍ପ୍ରଦାୟିକ ସଂଘର୍ଷ ବଢ଼ାଇବାରେ…
ଘର ଭିତରେ ଜିଅନ୍ତା ଜଳିଗଲେ ଯବାନଙ୍କ ସ୍ତ୍ରୀ
କୋରାପୁଟ,୯ା୧୦: ଘର ଭିତରେ ପୋଡ଼ିଯାଇ ଜଣେ ଆଇଆର୍ବି ଯବାନଙ୍କ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ସହର ଉପକଣ୍ଠସ୍ଥ ଓଏମ୍ପିସ୍ଥିତ ଉପର ଲାଇନ୍ କ୍ବାର୍ଟର୍ସରେ ରହୁଥିବା ଯବାନଙ୍କ ସ୍ତ୍ରୀଙ୍କର ମୃତ୍ୟୁ ଘଟିଛି। ବିଦ୍ୟୁତ୍ ଶଟ୍ସର୍କିଟ୍ରୁ ଏହି ଅଗ୍ନିକାଣ୍ଡ ଘଟି ପୋଡ଼ିଯାଇଥିବା ସୂଚନାରୁ ଜଣାପଡ଼ିଛି। ତେବେ…
ଉତ୍କଳମଣିଙ୍କ ଜନ୍ମପୀଠ ଚଳଚଞ୍ଚଳ, ସମାଧି ପୀଠରେ ଶ୍ରଦ୍ଧାଞ୍ଜଳି
ସାକ୍ଷୀଗୋପାଳ,୯ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଦାସଙ୍କ ୧୪୮ ତମ ଜୟନ୍ତୀ ଅବସରରେ ଗୁରୁବାର ସତ୍ୟବାଦୀ ଯୁବ ସଂଗଠନ ପକ୍ଷରୁ ପ୍ରତିବର୍ଷ ପରି ପଞ୍ଚସଖା ସମାଧିପୀଠରେ ପ୍ରାର୍ଥନା ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ପୂର୍ବତନ ପିସିସି ସଭାପତି ପ୍ରସାଦ…
ଦାରିଙ୍ଗବାଡ଼ିରେ ଦେବଗଡ଼ ଜିଲା ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା, ସ୍ବାବଲମ୍ବୀ ହେବାକୁ ଖୋଜୁଛନ୍ତି ବାଟ
ଦାରିଙ୍ଗବାଡ଼ି,୯ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦେବଗଡ଼ ଜିଲାରୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ୯ ଜଣିଆ ଟିମ୍ ଆସିଛନ୍ତି। ସେମାନଙ୍କ ମୁଖ୍ୟ ଲକ୍ଷ୍ୟ ଦାରିଙ୍ଗବାଡ଼ି ଅଞ୍ଚଳରେ ବହୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ସ୍ବ ରୋଜଗାରକ୍ଷମ ହେବା ସହ ସଶକ୍ତ…
କଟକ ଦଶହରା ଗଣ୍ଡଗୋଳ: ଆଉ ୩ ଜଣଙ୍କୁ ବାନ୍ଧିଲା ପୋଲିସ
କଟକ,୯ା୧୦: କଟକ ଦଶହରା ଭସାଣି ଗଣ୍ଡଗୋଳ ଘଟଣାରେ ଆଉ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ପୂର୍ବରୁ ୬ ଜଣ ଗିରଫ ହୋଇଥିବାବେଳେ ଗୁରୁବାର ଆଉ ୩ ଗିରଫ ହୋଇଥିବା କହିଛନ୍ତି ଏସିପି ଗିରିଜା ଚକ୍ରବର୍ତ୍ତୀ। ତେବେ ଆଗକୁ ଆଉ ଅଧିକଙ୍କୁ…
ନୂଆପଡ଼ା ଉପନିର୍ବାଚନ: ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା
ନୂଆପଡ଼ା,୯ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚୂଡ଼ାନ୍ତ ଭୋଟର୍ ତାଲିକା ଗୁରୁବାର ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରକାଶିତ କରିଛନ୍ତି। ସୂଚନାଯୋଗ୍ୟ, ନୂଆପଡ଼ା ବିଧାନସଭା ମଣ୍ଡଳୀ -୭୧ ନୂଆପଡ଼ା,୧୧- କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ…
ପ୍ରଧାନଶିକ୍ଷକଙ୍କ ମନମାନି: ଧାରଣାରେ ବସିଲେ ଛାତ୍ରୀ
ବରୀ,୯ା୧୦(ମହେନ୍ଦ୍ର ସ୍ବାଇଁ): ବରୀ ଶିକ୍ଷାମଣ୍ଡଳ ଅଧିନସ୍ଥ ଧାରପୁରସ୍ଥିତ ଏକମାତ୍ର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଶିକ୍ଷାଦାନ, ପ୍ରଧାନମନ୍ତ୍ରୀ ପୋଷଣ ଯୋଜନା ଏବଂ ପ୍ରଧାନଶିକ୍ଷକଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଗୁରୁବାର ଛାତ୍ରୀମାନେ ଧାରଣାରେ ବସିଥିବାର ଦେଖିବାକୁ ମିଳିଛି। ସୂଚନା ମୁତାବକ ଏହି ବିଦ୍ୟାଳୟର…
OPS ସ୍ତରରେ ବଡ଼ ଅଦଳବଦଳ: ୧୯ ଅତିରିକ୍ତ ଏସ୍ପିଙ୍କ ବଦଳି, ଜାଣନ୍ତୁ କିଏ କେଉଁଠିକୁ ଗଲେ…
ଭୁବନେଶ୍ୱର, ୯।୧୦: OPS ସ୍ତରରେ ଅଦଳବଦଳ। ବଦଳିଲେ ବ୍ରହ୍ମପୁର ଅତିରିକ୍ତ ଏସ୍ପି। ବ୍ରହ୍ମପୁର ଅତିରିକ୍ତ ଏସ୍ପି ସୀମା ସ୍ବାଇଁଙ୍କ ବଦଳି ହୋଇଛି। ସେ ତାଳଚେର ଅତିରିକ୍ତ ଏସ୍ପି କାର୍ଯ୍ୟ କରିବେ। ତାଙ୍କ ସ୍ଥାନରେ ଆଲୋକ ଜେନାଙ୍କୁ ବ୍ରହ୍ମପୁର ଅତିରିକ୍ତ ଏସ୍ପି ଦାୟିତ୍ୱ…
ଲିଙ୍ଗରାଜ ମନ୍ଦିରରେ ଅଘଟଣ: ବଜ୍ରପାତରେ ଜଳିଗଲା ପତାକା, ଯାଞ୍ଚ ପାଇଁ ପହଞ୍ଚିଲା ASI ଟିମ୍
ଭୁବନେଶ୍ୱର,୯ା୧୦: ବୁଧବାର ବଜ୍ରପାତରେ ଲିଙ୍ଗରାଜ ମନ୍ଦିର ପତାକା ପୋଡ଼ିଯିବା ପରେ ଗୁରୁବାର ASI ଟିମ୍ ପହଞ୍ଚି ଯାଞ୍ଚ କରୁଛି। ତେବେ ପୋଡ଼ି ଯାଇଥିବା ପତାକାକୁ କାଢ଼ି ନୂଆ ପତାକା ଲଗାଯାଇଛି। ବୁଧବାର ଭୁବନେଶ୍ୱରରେ ପ୍ରବଳ ବର୍ଷା ଓ ଘଡ଼ଘଡ଼ି ହୋଇଥିଲା । …
ଯାଜପୁରରେ ଚାଞ୍ଚଲ୍ୟ: କନ୍ୟା ସନ୍ତାନ ଜନ୍ମ ଦେଲେ ନାବାଳିକା
ଯାଜପୁର, ୯ା୧୦(ହର୍ଷବର୍ଦ୍ଧନ ବେହେରା): କଳିଙ୍ଗନଗର ଥାନା ଅଞ୍ଚଳର ଜଣେ ନାବାଳିକା ଯାଜପୁର ରୋଡ୍ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟ ଏକ ଘରୋଇ ହସ୍ପିଟାଲରେ କନ୍ୟାସନ୍ତାନ ଜନ୍ମ ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ସାମାଜିକ କର୍ମୀ ଜିତେନ ବାରିକ…
ଆଜି ଭାଜପାର ବଡ଼ ବୈଠକ, ନୂଆପଡ଼ା ଉପନିର୍ବାଚନ ନେଇ ହେବ ବଡ଼ ଘୋଷଣା
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ନୂଆପଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୨୦ ତାରିଖ ହେଉଛି ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ। ନଭେମ୍ବର ୧୧ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ସବୁ ଦଳ ପକ୍ଷରୁ ଉପନିର୍ବାଚନକୁ ନେଇ କସରତ ଆରମ୍ଭ ହୋଇଯାଇଛି। କଂଗ୍ରେସ ଘାସିରାମ…
Archives


