ରାଜ୍ୟ

ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ସ୍ବାମୀ, ରାସ୍ତାରେ ଯାଉଥିବା ଦମ୍ପତିଙ୍କୁ ବି କଲେ ଗୁଳିମାଡ଼, ଅଞ୍ଚଳରେ ଆତଙ୍କ

ଫୁଲବାଣୀ, ୧୦।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଗୋଛାପଡ଼ା ଥାନା କଟାପଙ୍ଗା ଗାଁରେ ଜଣେ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ହତ୍ୟାକାରୀ କେହି ନୁହେଁ ଖୋଦ୍‌ ତାଙ୍କ ସ୍ବାମୀ। ସାମୀ ବିରଞ୍ଚି ବେହେରାଙ୍କ ଗୁଳିମାଡ଼ରେ ସ୍ତ୍ରୀ ନିଳିମାଙ୍କ ମୃତ୍ୟୁ ହୋଇଛି…

ଟ୍ରେନ ଆଗକୁ ଡେଇଁ ଶାଳୀ ଓ ଭେଣୋଇଙ୍କ ଆତ୍ମହତ୍ୟା, କାରଣ ଜାଣିଲେ….

ଜଳେଶ୍ୱର,୧୦।୩ (ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ରେଳ ଷ୍ଟେସନ ନିକଟରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି । ଟ୍ରେନ ଆଗକୁ ଡେଇଁ ଶାଳୀ ଓ ଭେଣୋଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ମୃତକମାନେ ହେଲେ ଜଳେଶ୍ୱର ଥାନା ରାଜପୁର…

ବୋମା ଖାଇ ଅସୁସ୍ଥ ଥିବା ମାଈ ହାତୀର ମୃତ୍ୟୁ, ବାରହା ପାଇଁ…

କାମାକ୍ଷାନଗର,୧୦।୩( ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା ଜିରାଳ ଫରେଷ୍ଟ ସେକ୍ସନ ପିପଳା ଗ୍ରାମ ବାସୁଆତଇଳା ନିକଟ ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ମୃତ୍ୟୁ ହୋଇଛି । ହାତୀଟି ବାରହା ପାଇଁ ଖଞ୍ଜା ଯାଇଥିବା ବୋମାଖାଇ ଅସୁସ୍ଥ ହୋଇଯାଇଥିଲା । ତାକୁ…

ବାଇକରେ କରୁଥିଲେ ଗଞ୍ଜେଇ ଚାଲାଣ, ଅଚାନକ ମାଡିବସିଲା ଅବକାରୀ ପୋଲିସ, ଜବତ ହେଲା ଏତେ ଟଙ୍କାର…

ବାଲେଶ୍ୱର, ୧୦।୩: (ବାଞ୍ଛାନିଧି ଦେ): ବାଲେଶ୍ୱର-୨ ଓ ବସ୍ତା ଅବକାରୀ ଥାନା ପକ୍ଷରୁ ମଙ୍ଗଳବାର ଅଚାନକ ଚଢାଉ କରାଯାଇଛି । ଦୁଇଟି ବାଇକ ସହ ୭୫ କିଗ୍ରା ଗଞ୍ଜେଇ ଓ ନଗଦ ୪ ଲକ୍ଷ ଟଙ୍କା ଜବତ ହୋଇଛି । ଏଥିସହ…

ଓଡ଼ିଶା ପାଇଁ ବଡ଼ ଘୋଷଣା କଲେ ଅଶ୍ୱିନ ବୈଷ୍ଣବ: ଖୁସିରେ ଗଦ୍‌ଗଦ୍‌ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୩: ଓଡିଶାରେ ରେଳ ସଂଯୋଗୀକରଣକୁ ନେଇ ଏକ ଖୁସି ଖବର ଆସିଛି। କେନ୍ଦ୍ର ସରକାର ପୋତ୍ତନୁର (Podanur Junction, Coimbatore) ଏବଂ ଧାନବାଦକୁ ସଂଯୋଗ କରିବା ପାଇଁ ଏକ ନୂତନ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ କରିଛନ୍ତି।…

ଯୁଦ୍ଧକୁ ନେଇ ନବୀନ ଦେଲେ ବଡ଼ ସୂଚନା: ଓଡ଼ିଶା ସରକାରଙ୍କୁ କଲେ ଏହି ଅନୁରୋଧ

ଭୁବନେଶ୍ୱର,୧୦।୩: ଇରାନ-ଆମେରିକା ଯୁଦ୍ଧ ସୋମବାର ସୁଦ୍ଧା ୧୦ ଦିନ ଅତିକ୍ରମ କରିଛି। ପଛକୁ ହଟିବାକୁ କୌଣସି ପକ୍ଷ ରାଜି ନଥିବାରୁ ଦିନକୁ ଦିନ ଯୁଦ୍ଧ ପ୍ରକୋପ ବଢି ଚାଲିଛି। ଏହି ସମୟରେ ଏହି ସମୟରେ ଯୁଦ୍ଧକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ…

ଚିନ୍ତା ବଢାଇଲା ଯୁଦ୍ଧ: ଗ୍ୟାସ ପାଇଁ ଭୁବନେଶ୍ୱରରେ ହାହାକାର! ରାତିରୁ ଲମ୍ବା ଲାଇନ୍‌

ଭୁବନେଶ୍ୱର,୧୦।୩: ଚିନ୍ତା ବଢାଇଲା ମଧ୍ୟପ୍ରାଚ୍ୟ ଯୁଦ୍ଧ । ରାଜଧାନୀ ଭୁବନେଶ୍ୱରରେ ବଢିଲା ଗ୍ୟାସ ଟେନସନ। LPG ସିଲିଣ୍ଡର ପାଇଁ ରାତିରୁ ଲମ୍ବା ଲାଇନ୍‌ ଲାଗିଛି । ଗ୍ୟାସ ଖାତା ଜମା ରଖି ଗ୍ରାହକ ବସିଛନ୍ତି। ହିତାଧିକାରୀଙ୍କ ଅଭିଯୋଗ ଅନୁସାରେ, ୨୦-୨୫ ଦିନ…

ଦୋଳଯାତ୍ରା ଦେଖି ଫେରିବା ବେଳେ ଭୟଙ୍କର ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୩ ମୃତ

ବିଷମକଟକ,୧୦।୩(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମକଟକ ଥାନା ଅନ୍ତର୍ଗତ ଦୁର୍ଗୀ ଜଗନ୍ନାଥ ମନ୍ଦିର ପାଖ ଢାବା ନିକଟରେ ଭୟଙ୍କର ଦୁର୍ଘଟଣା । ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସା…

୧୨ ବର୍ଷ ପରେ ଓଡ଼ିଶାରେ ରାଜ୍ୟ ସଭା ପାଇଁ ହେଉଛି ନିର୍ବାଚନ, ୪ ଆସନରେ ୫ ପ୍ରାର୍ଥୀ, କେହି କଲେନି ନାମାଙ୍କନ ପ୍ରତ୍ୟାହାର

ଭୁବନେଶ୍ୱର,୧୦।୩: ସୋମବାର ଓଡ଼ିଶାରେ ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଶାନ୍ତିପୂର୍ଣ୍ଣ ଥିଲା, କାରଣ କୌଣସି ପ୍ରାର୍ଥୀ ସେମାନଙ୍କ ନାମାଙ୍କନ ପ୍ରତ୍ୟାହାର କରି ନଥିଲେ। ଫଳସ୍ବରୂପ, ଚାରିଟି ଆସନ ପାଇଁ ପାଞ୍ଚ ଜଣ ପ୍ରାର୍ଥୀ ସିଧାସଳଖ ପ୍ରତିଦ୍ୱନ୍ଦ୍ୱିତା…

ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ, ଜିଲାପାଳ…

ପୁରୁଷୋତ୍ତମ ପୁର,୧୦।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ ହୋଇଛି ‌। ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି । ମା’ଙ୍କ ଦର୍ଶନ କରିବା ନିମନ୍ତେ ମଧ୍ଯରାତ୍ରରୁ…

ବି.ଏଡ୍‌ ନାମଲେଖା ପାଇଁ ଆଜି ଏନ୍‌ସିଇଟି ଆବେଦନର ଶେଷ ତାରିଖ

ଭୁବନେଶ୍ୱର,୧୦ା୩ (ସୁଚିସ୍ମିତା ସାହୁ): ୪ ବର୍ଷିଆ ବି.ଏଡ୍‌ରେ ନାମଲେଖା ଲାଗି ପ୍ରବେଶିକା ପରୀକ୍ଷା ନ୍ୟାଶନାଲ କମନ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ସିଇଟି)-୨୦୨୬ର ଆବେଦନ ମଙ୍ଗଳବାର ଶେଷ ହେଉଛି। ରାତି ୧୧ଟା ୫୦ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ନ୍ୟାଶନାଲ ଟେଷ୍ଟିଙ୍ଗ୍‌ ଏଜେନ୍ସିର ୱେବ୍‌ସାଇଟ exams.nta.nic.in/ncet/ରେ ଆବେଦନ କରିପାରିବେ।…

ଘନ ଘନ ବୈଠକ କରୁଛନ୍ତି ନବୀନ: ବିଧାୟକଙ୍କୁ କହୁଛନ୍ତି ଏମିତି କଥା, ଭବିଷ୍ୟତ ଖରାପ…

ଭୁବନେଶ୍ୱର,୧୦ା୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭାର ୪ ଆସନରେ ନିର୍ବାଚନ ପାଇଁ ନାମାଙ୍କନ ଶେଷ ହେବା ପରଠାରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତ୍ୟେକ ଦିନ ବିଧାୟକମାନଙ୍କୁ ଡାକି ବୈଠକ କରୁଛନ୍ତି। ବୈଠକରେ ରାଜ୍ୟ ସଭା ବିଷୟରେ ହିଁ ପଚାରୁଛନ୍ତି। ସବୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?