୧୩ ପ୍ରସଙ୍ଗ ଉଠାଇବ ବିଜେଡି
ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ବିଜୁ ଜନତା ଦଳ(ବିଜେଡି) ରାଜ୍ୟ ସ୍ବାର୍ଥ ସମ୍ବଳିତ ୧୩ ପ୍ରସଙ୍ଗ ଉଠାଇବ। ସୋମବାର ଭିଡିଓ କନ୍ଫରେନ୍ସ ଜରିଆରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…
୬୨ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁର
ଭୁବନେଶ୍ୱର,୨୬।୧(ବ୍ୟୁରୋ): ମହିଳା ଓ ଶିଶୁମାନଙ୍କ ଉପରେ ହେଉଥିବା ନିର୍ଯାତନା ତଥା ସେ ସଂକ୍ରାନ୍ତ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇ ପାରିବ, ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ପୋଲିସରେ ଏକ…
ଧାନକିଣା ଅନିୟମିତତାରେ ୨ଜଣ ନିଲମ୍ବିତ
ଭୁବନେଶ୍ୱର,୨୬।୧(ବ୍ୟୁରୋ): ଖରିଫ ବିପଣନ ଋତୁ ୨୦୧୯-୨୦ରେ କେନ୍ଦୁଝର ଜିଲାର ସାହାରପଡ଼ା ଲ୍ୟାମ୍ପସ୍ରେ ଧାନ କିଣାରେ ଅନିୟମିତତା ଅଭିଯୋଗ ଆସିବା ପରେ କେନ୍ଦୁଝରର ଡିଆର୍ସିଏସ୍ ପ୍ରମୋଦ କୁମାର ବରିହା ଏବଂ ଏଆର୍ସିଏସ୍ ପର୍ଶୁରାମ ପାତ୍ରଙ୍କୁ ନିଲମ୍ବନ କରାଯାଇଛି। ଧାନକିଣାରେ ଅନିୟମିତତା ଅଭିଯୋଗର ତଦନ୍ତ…
ବିଧାୟକ, ଏମ୍ପି, ବିଚାରପତି ବିଦ୍ୟାଳୟକୁ ପୋଷ୍ୟ ଭାବେ ନିଅନ୍ତୁ
ଭୁବନେଶ୍ୱର,୨୬।୧(ବ୍ୟୁରୋ): ‘ମୋ ସ୍କୁଲ’ କାର୍ଯ୍ୟକ୍ରମରେ ସାମିଲ ହୋଇ ଅତି ବେଶିରେ ୩ଟି ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସମେତ ହାଇକୋର୍ଟର ବିଚାରପତି, ରାଜ୍ୟର ସବୁ ଏମ୍ପି, ବିଧାୟକଙ୍କୁ ଅନୁରୋଧ କରିଛନ୍ତି।…
ଓଡ଼ିଶାର ୧୩ଜଣଙ୍କୁ ପୋଲିସ ପଦକ
ଭୁବନେଶ୍ୱର,୨୬।୧(ବ୍ୟୁରେ): ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ବର୍ଗରେ ୯୪୬ ଜଣଙ୍କୁ ପୋଲିସ ପଦକ ଘୋଷଣା କରାଯାଇଛି। ଚଳିତବର୍ଷ ଓଡ଼ିଶାରୁ ମୋଟ ୧୩ ଜଣଙ୍କୁ ପୋଲିସ ପଦକ ମିଳିବ।…
୬ ଓଡ଼ିଆଙ୍କୁ ପଦ୍ମ
ଭୁବନେଶ୍ୱର,୨୬।୧(ବ୍ୟୁରୋ): ୨୦୨୧ ବର୍ଷ ପାଇଁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ତାଲିକାରେ ଏଥର ୬ ଜଣ ଓଡ଼ିଆ ପଦ୍ମ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଚଳିତବର୍ଷ ପାଇଁ ଦେଶରେ ୭…
୭୨ତମ ସାଧାରଣତନ୍ତ୍ର ଦିବସ ପାଳନ: ରାଜ୍ୟପାଳ କଲେ ପତାକା ଉତ୍ତୋଳନ
ଭୁବନେଶ୍ୱର,୨୬।୧(ବ୍ୟୁରୋ): ସାରା ଦେଶ ଆଜି ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସାଧାରଣ ଦିବସ ପାଳିତ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ଏହାସହ…
ପଦ୍ମଶ୍ରୀ ପାଇବେ ରାୟଗଡ଼ାର ଶାନ୍ତି ଦେବୀ
ରାୟଗଡ଼ା ଅଫିସ/ଗୁଣପୁର୨୫ା୧: ଅବିଭକ୍ତ କୋରାପୁଟ ଜିଲାର ପରିଚିତ ନାମ ଶାନ୍ତି ଦେବୀ। ଦୀର୍ଘ ୭ ଦଶନ୍ଧି ଧରି ସେ ନିଜକୁ ସମାଜସେବା କ୍ଷେତ୍ରରେ ସମର୍ପଣ କରିଛନ୍ତି। ସେ ସମ୍ମାନଜନକ ପଦ୍ମଶ୍ରୀ ଉପାଧି ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ୮୭ ବର୍ଷୀୟା ଶାନ୍ତି…
ଦୁଇ ଭାଇଙ୍କ ମାର୍ପିଟ୍ ବେଳେ ଶିଶୁ କନ୍ୟାଙ୍କ ଜୀବନ ଗଲା
ରୂପସା,୨୫।୧: ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅନ୍ତର୍ଗତ ଓଡ଼ଙ୍ଗୀ ପଞ୍ଚାୟତ ଜୁଣଗଡିଆ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଭାଇଙ୍କ ମଧ୍ୟରେ ପାରିବାରିକ କଳହ ଉଗ୍ରରୂପ ନେଇ ଦେଢ଼ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ଘଟିଛି। ପାରିବାରିକ କଳହରୁ…
କାଳ ହେଲା ଫୋନ୍ କଲ୍
ବାହାନଗା,୨୫ା୧(ଡି.ଏନ.ଏ.)- ଶନିବାର ରାତିରେ ଆସିଲା ଏକ ଫୋନ୍ କଲ୍। କାହାକୁ କିଛି ନ ଜଣାଇ ଘରୁ ବାହାରି ଯାଇଥିଲେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତର ଓଷଙ୍ଗ ଗ୍ରାମର ସୁରେନ୍ଦ୍ର ମଳିକଙ୍କ ବଡ଼ପୁଅ ଜୟନ୍ତ। ହେଲେ ସୋମବାର ଅପରାହ୍ନରେ ହାତଗୋଡ଼…
ନୂଆପଡ଼ା ହଳଦିଗାଁରେ ବୁଲୁଛି ବାଘ
ତରବୋଡ/ନୂଆପଡା ଅଫିସ,୨୫।୧: ନୂଆପଡ଼ା ଜିଲା ଖରିଆର ରୋଡ ବନାଞ୍ଚଳ ଅଧୀନ ହଳଦିଗାଁରେ ସୋମବାର ୪ଟି କଲରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଛି। ଖବର ପ୍ରଚାର ପରେ ଭୟଭିତ ହୋଇପଡିଛନ୍ତି ଗ୍ରାମବାସୀ । ପାହାଡ଼ ତଳିଆ ଗାଁ ହୋଇଥିବାରୁ ଦିନରେ ବି ବାଘ…
ଆକାଶ’ର ସଫଳ ପରୀକ୍ଷଣ
ବାଲେଶ୍ୱର,୨୫ା୧- ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରୁ ଭୂପୃଷ୍ଠରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ‘ଆକାଶ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ସୋମବାର ଅପରାହ୍ନ ୨ଟା ୨୫ ମିନିଟରେ ଏହି ପରୀକ୍ଷଣ ହୋଇଥିଲା। ୫.୭୮ ମିଟର ଲମ୍ବ ଓ ୭୨୦ କିଲୋଗ୍ରାମ…
Archives


