ମିଳିଲାନି ଦ୍ୱିତୀୟ କିସ୍ତି ଟଙ୍କା: ଆଜବେଷ୍ଟସ ପକାଇଲେ ଇନ୍ଦିରାଆବାସ ହିତାଧିକାରୀ
ଲାଠୋର, ୩୦ା୧୦ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତ ଅନ୍ତର୍ଗତ ଫୁଲଝର ଗ୍ରାମର ରୁକୁଣୀ ବିଭାର। ସ୍ବାମୀ ଲକ୍ଷ୍ମଣ ବିଭାର, ଦୁଇ ଝିଅ ଅହଲ୍ୟା, ଜ୍ୟୋତ୍ସ୍ନା ଓ ଦୁଇ ପୁଅ ରମେଶ ଏବଂ ଯଶୋବନ୍ତଙ୍କୁୁ ନେଇ ତାଙ୍କ ପରିବାର।…
କ୍ୟାନସର ପୀଡ଼ିତାଙ୍କୁ ସହଯୋଗର ହାତ, ଚିକିତ୍ସା ପାଇଁ ଗଲେ କଟକ
ଲୋଇସିଂହା,୩୦।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ଲୋଇସିଂହାର ମୁଖୀ ପଧାନ ା ସିକଲିନ, କ୍ୟାନସର ଓ ପଥରି ରୋଗରେ ପୀଡିତ ହୋଇ ସେ ଯନ୍ତ୍ରଣା ପାଉଥିଲେ ା ଅର୍ଥାଭାବ ଯୋଗୁ ତାଙ୍କର ଚିକିତ୍ସା ହୋଇ ପାରୁ ନ ଥିଲା। ସିଡିଏମ୍ଓ ଭୀମସେନ ସାହୁଙ୍କ ସହଯୋଗ…
ମରାମତି ହେବ ୭୩୬ ଡ୍ୟାମ୍
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ପୁରୁଣା ଜଳଭଣ୍ଡାରଗୁଡିକର ମରାମତି ହେବ। କେନ୍ଦ୍ର ସରକାର ୧୯ଟି ରାଜ୍ୟର ୭୩୬ ଡ୍ୟାମ୍ର ଉନ୍ନତୀକରଣ ଓ ମରାମତି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଓଡ଼ିଶାର ୩୬ଟି ଡ୍ୟାମ୍ ରହିଛି। ଆସନ୍ତା ୧୦ ବର୍ଷ ଭିତରେ ଏହି କାର୍ଯ୍ୟ ଶେଷ ହେବ। କେନ୍ଦ୍ର…
ବିଦାହେବେ ଅପାରଗ କର୍ମଚାରୀ
ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଅପାରଗ ସରକାରୀ କର୍ମଚାରୀଙ୍କ ପାଇଁ ସତର୍କ ଘଣ୍ଟି। ଯେଉଁ କର୍ମଚାରୀଙ୍କ କାର୍ଯ୍ୟଶୈଳୀ ସନ୍ତୋଷଜନକ ନୁହେଁ କିମ୍ବା ସେମାନଙ୍କ ନିକଟରେ ପ୍ରଶାସନିକ ଦକ୍ଷତାର ଅଭାବ ରହିଛି ସେଭଳି କର୍ମଚାରୀଙ୍କୁ ସରକାର ବାଧ୍ୟତାମୂଳକ ଅବସର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ପ୍ରଶାସନିକ ଦକ୍ଷତାକୁ ବୃଦ୍ଧି କରିବା…
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୦୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୯୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍କରି ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୨୨ ଜଣ ସୁସ୍ଥ ହୋଇଥିବା ବେଳେ…
ନଭେମ୍ବର ୨ରେ ଖୋଲିବ ଏମ୍ସ ହସ୍ପିଟାଲ ଓପିଡି
ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ନଭେମ୍ବର ୨ ତାରିଖରୁ ଖୋଲିବ ଏମ୍ସ ହସ୍ପିଟାଲ ଓପିଡି। କରୋନା କଟକଣା ଯୋଗୁ ଜୁଲାଇ ୧୦ ତାରିଖରୁ ଏହା ବନ୍ଦ ରହିଥିଲା। ଏହା ମଧ୍ୟରେ କଟକଣା ରହିଛି। ନଭେମ୍ବର ୮ ପର୍ଯ୍ୟନ୍ତ ପ୍ରତି ବିଭାଗରେ ମାତ୍ର ୩୦ ରୋଗୀଙ୍କୁ…
ହବିଷ୍ୟାଳୀଙ୍କ ପାଇଁ କଟକଣା ଜାରି: ପୁରୀ ନ ଆସିବାକୁ ଅନୁରୋଧ
ପୁରୀ ଅଫିସ,୨୯ା୧୦: ମହାମାରୀ କରୋନା ବିପଦ ସମ୍ପୂର୍ଣ୍ଣ ଭାବେ ଟଳି ନାହିଁ। ପୂର୍ବାପେକ୍ଷା ଅଧିକ ସତର୍କ ହେବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ଏହାକୁ ଆମ ସମସ୍ତଙ୍କୁ ମାନିବାକୁ ପଡ଼ିବ। ନଚେତ କରୋନା ସ୍ଥିତି ପୁଣି ସାଂଘାତିକ ହୋଇପାରେ। ତେଣୁ କାର୍ତ୍ତିକ…
ରାଜଧାନୀରୁ ଆଉ ୯୩ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୨୫୪
ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୯୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୨୧ ଜଣ ରହିଥିବା ବେଳେ ୭୨ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯୮୫ରେ ପହଞ୍ଚିଛି। Update…
ଘରେ ବସି ଦେଖିପାରିବେ ନନ୍ଦନକାନରର ଜୀବଜନ୍ତୁଙ୍କୁ
ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ଦୂରଦୂରାନ୍ତରୁ ନନ୍ଦନକାନନ ଆସିପାରୁ ନ ଥିବା ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଯଦି କେହି ନନ୍ଦନକାନନ ଆସିପାରୁ ନାହାନ୍ତି , ତେବେ ସେମାନେ ଘରେ ବସି ନନ୍ଦନକାନରର ସମସ୍ତ ଜୀବଜନ୍ତୁଙ୍କୁ ଦେଖିପାରିବେ। ନନ୍ଦନକାନନର ସମସ୍ତ…
ରାଜଭବନ ଛକ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଡିଏନ୍ଏରୁ ସ୍ପଷ୍ଟ ହେଲା ସୀମାଞ୍ଚଳ ମୃତ
ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜଭବନ ଛକ ନିକଟରେ ଥିବା ପେଟ୍ରୋଲ ପମ୍ପ୍ ବିସ୍ଫୋରଣ ଘଟଣା ପରଠାରୁ ବ୍ରହ୍ମପୁରର ସୀମାଞ୍ଚଳ ପରିଡ଼ା ନିଖୋଜ ଥିଲେ। ଘଟଣାସ୍ଥଳରୁ ଖଣ୍ଡ ବିଖଣ୍ଡିତ ଶରୀରର କିଛି ମାଂସ ଖଣ୍ଡ ମିଳିଥିଲା। ଏହି ବିସ୍ଫୋରଣରେ ସୀମାଞ୍ଚଳଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଥିଲା।…
ବିପଦ ସାଜିଲା ବ୍ଲୁ ଫ୍ଲାଗ୍ ବିଚ୍
ପୁରୀ ଅଫିସ,୨୯।୧୦: ବ୍ଲୁ ଫ୍ଲାଗ ବିଚ୍ ବାଥିଂ ଜୋନ୍ରେ ଗାଧୋଉଥିବାବେଳେ ବୁଡ଼ିଯାଇଥିବା ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ୍ ହାଉସ୍ ପଛ ସମୁଦ୍ରରୁ ଉଦ୍ଧାର କରାଯାଇଛି। ସେ ହେଲେ ଝାଡଖଣ୍ଡ ରାଞ୍ଚତ୍ର ବିନୟ ରାଏଙ୍କ ପୁଅ ତନୀଷ…
ଶିଳ୍ପୀ ସମ୍ବର୍ଦ୍ଧନାରେ ଅବହେଳା
ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଧର୍ମପଦ ପୁରସ୍କାର ସହ ଶିଳ୍ପୀ ସମ୍ବର୍ଦ୍ଧନା ପ୍ରଦାନ କରାଯାଉଛି। ଧର୍ମପଦ ପୁରସ୍କାର ଓଡ଼ିଶାରେ ଚାରୁକଳା କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ହୋଇଥିବାବେଳେ ପ୍ରତିବର୍ଷ…
Archives


