ରାଜ୍ୟ

ଦଶହରା ଭଳି ଫିକା ପଡ଼ିବ ଲକ୍ଷ୍ମୀପୂଜା

ଖୋର୍ଦ୍ଧା ଅଫିସ,୨୯। ୧୦: ମେଲାଣି ନେଇଛନ୍ତି ମା’ ଜଗଜ୍‌ଜନନୀ। ଆଉ ଦୁଇଦିନ ପରେ ଧରାପୃଷ୍ଠକୁ ଅବତରଣ କରିବେ ମା’ ଧନଲକ୍ଷ୍ମୀ। କରୋନା କଟକଣା ଯୋଗୁ ପୂଜା ମାହୋଲ ଫିକା ପଡ଼ିଥିବା ବେଳେ ଏବେ ଗଜଲକ୍ଷ୍ମୀ ପୂଜା ମଧ୍ୟ ଫିକା ପଡ଼ିବ। ଓଡ଼ିଶାରେ…

ଖରିଫ ଧାନ ସଂଗ୍ରହରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ରାଜ୍ୟରେ ଗତ ୨୦୧୯-୨୦ ଖରିଫ ବିପଣନ ଋତୁରେ ରେକର୍ଡ ପରିମାଣର ୭୦ ଲକ୍ଷ ୫୬ ହଜାର ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ହୋଇଛି। କୋଭିଡ୍‌ ସ୍ଥିତିରେ ଚଳିତ ଖରିଫ ଋତୁରେ ଓଡ଼ିଶାର କୃଷକମାନେ ଅକ୍ଳାନ୍ତ ପରିଶ୍ରମ ସହ ଧାନ…

କାମରେ ଲାଗୁନି ସରକାରୀ ଅର୍ଥ

ଯାଜପୁର ଅଫିସ,୨୯ା୧୦:ରାଜ୍ୟ ଗ୍ରାମ୍ୟ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀମାନଙ୍କ ପାଖରେ ଗତ ୧୯ ତାରିଖ ସୁଦ୍ଧା ୧୨ କୋଟି ୨ ଲକ୍ଷ ୪ ହଜାର ଟଙ୍କା ଖର୍ଚ୍ଚ ନ ହୋଇ ପଡ଼ିରହିଛି। ସ୍ବାସ୍ଥ୍ୟ ଓ ରାଜସ୍ବ ବିଭାଗର ବିଭିନ୍ନ ନିବାସ ଏବଂ…

ସମ୍ବଲପୁରରେ ଶିଶୁ ବିକ୍ରି:ମାସକର ଝିଅକୁ ଉଦ୍ଧାର କଲା ଶିଶୁ କଲ୍ୟାଣ ସମିତି

ସମ୍ବଲପୁର/ରେଢ଼ାଖୋଲ,୨୯ା୧୦(ବ୍ୟୁରୋ/ଡି.ଏନ୍‌.ଏ.):ସମ୍ବଲପୁର ଜିଲା ରେଢାଖୋଲ ଉପଖଣ୍ଡ ଚାରମାଲ ଥାନା ଅଞ୍ଚଳରେ ଏକ ମାସର ଶିଶୁକନ୍ୟାକୁ ୧୫ହଜାର ଟଙ୍କାରେ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ହେଲେ ବିକ୍ରି ନୁହେଁ, ଆର୍ଥତ୍କ ଅନଟନ ଯୋଗୁ ଖାଇବାକୁ ଦେଇ ନ ପାରି ସେ ନିଜର ଶିଶୁକନ୍ୟାକୁ ଅନ୍ୟଜଣେ…

ପୁଞ୍ଜିନିବେଶରେ ଉଦାସୀନତା ବାଧା

ରାଜ୍ୟରେ ଶିଳ୍ପାୟନ ହେବ। ଜାତୀୟ ଅନ୍ତର୍ଜାତୀୟ ସ୍ତରରୁ ପୁଞ୍ଜିନିବେଶକାରୀ ଓଡ଼ିଶା ଆସି ପୁଞ୍ଜି ଖଟାଇବେ । ନିଯୁକ୍ତି ସୁଯୋଗ ବହୁଗୁଣିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବାକୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭଠାରୁ ଆରମ୍ଭକରି ଦେଶ ବିଦେଶରେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୨୦୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛଇ। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୧୨ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୋଳରୁ ୨୧୮…

ଆଜି ରାଜଧାନୀରୁ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୧୯

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୭ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି…

ତିର୍ତ୍ତୋଲ ଉପନିର୍ବାଚନ: ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଜଗତସିଂହପୁର ଜିଲା ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭର୍ଚୁଆଲ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ବାଚନ ସମୟରେ ସମସ୍ତେ କୋଭିଡ୍‌ ଗାଇଡ୍‌ଲାଇନ ମାନିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ମୋ’ ପ୍ରତି ଆପଣମାନଙ୍କ ଭଲପାଇବା ମୁଁ ଭଲଭାବେ ଜାଣିଛି।…

ମାଓବାଦୀ କ୍ୟାମ୍ପରେ ଚଢ଼ାଉ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିର/ଚିତ୍ରକୋଣ୍ଡା,୨୮।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ମାଓବାଦୀ କ୍ୟାମ୍ପରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ସାମଗ୍ରୀ ଜବତ ହୋଇଛି। ସ୍ବାଭିମାନ ଅଞ୍ଚଳରେ ଦୁଇଦିନ ହେଲା ପୋଲିସ ସର୍ଚ୍ଚ ଅପରେଶନ ଜାରି ରଖିଥିଲା। ମଙ୍ଗଳବାର ଜିଲାର ସ୍ବାଭିମାନ ଅଞ୍ଚଳର ଜୁମଡାଙ୍ଗ…

ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ ପୂର୍ବରୁ ବସିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ନିୟମ ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବ। କିନ୍ତୁ ତୃତୀୟ ଓ ଚତୁର୍ଥ ଅଧିବେଶନରେ ମୋଟ ୨୦…

ଶ୍ରୀମନ୍ଦିର ଖୋଲିବା ଦାବିରେ ବାଜିଲା ଘଣ୍ଟ

ପୁରୀ ଅଫିସ,୨୮।୧୦: ମହାମାରୀ କରୋନା ପାଇଁ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିର ସମେତ ରାଜ୍ୟର ଅନ୍ୟ ମନ୍ଦିରଗୁଡ଼ିକୁ ଭକ୍ତଙ୍କୁ ଛଡାଯାଉ ନାହିଁ। ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବାରୁ ଏହାର ପ୍ରଭାବ ପଡିଛି ସେବାୟତ ଓ ପୂଜକଙ୍କ ଉପରେ।…

ଶୁଆ ପାଇଁ କାନ୍ଦୁଛି ସ୍ବାଇଁ ପରିବାର

ନବରଙ୍ଗପୁର,୨୮।୧୦(ବି.ପ୍ର.): ୩୦ ବର୍ଷ କାଳ ଏକ ପରିବାରରେ ରହି ରୁବି ହୋଇଯାଇଥିଲା ଘରର ଜଣେ ସଦସ୍ୟ। ବର୍ତ୍ତମାନ ତା’ର ମୃତ୍ୟୁ ପରେ ଦୁଃଖରେ ଭାଙ୍ଗିପଡ଼ିଛି ସ୍ବାଇଁ ପରିବାର। ମନରେ ପ୍ରଶ୍ନ ଆସୁଥାଇପାରେ ରୁବି କିଏ। ତେବେ ରୁବି ହେଉଛି ଏକ ଶୁଆ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri