ରାଜ୍ୟ

ଏଣିକି ସବୁ ଅଭିଯୋଗ ପାଇଁ ‘୧୩୯’

ଭୁବନେଶ୍ୱର,୨୪।୧(ବ୍ୟୁରୋ): ଭାରତୀୟ ରେଳପଥ ପକ୍ଷରୁ ସମସ୍ତ ହେଲ୍ପଲାଇନ ନମ୍ବରକୁ ଗୋଟିଏ ହେଲ୍ପଲାଇନ ନମ୍ବର-୧୩୯ ସହିତ ମିଶ୍ରଣ କରାଯାଇଛି। ଯାତ୍ରୀମାନେ ହେଲ୍ପଲାଇନ ନମ୍ବରକୁ ସହଜରେ ମନେରଖିବା ପାଇଁ ଏଭଳି ବ୍ୟବସ୍ଥା କରାଯାଇଛି। ଏଣିକି ଏହି ନମ୍ବରକୁ ମନେ ରଖି ରେଲଓ୍ବେ ସହିତ ଯୋଗାଯୋଗ…

ବ୍ରହ୍ମପୁରରେ ନକଲି ସସ୍‌ କାରଖାନା

ବ୍ରହ୍ମପୁର ଅଫିସ,୨୩।୧- ବ୍ରହ୍ମପୁର ସହରତଳି ଅଞ୍ଚଳରେ ଗୋଟିଏ ପରେ ଗୋଟିଏ ନକଲି କାରଖାନା ଠାବ କରୁଛି ପୋଲିସ। ବଡବଜାର ଥାନା ଫାଷ୍ଟଗେଟ୍‌ ଗଣପତିନଗରରୁ ଶନିବାର ରାତିରେ ଠାବ ହୋଇଛି ଏକ ନକଲି ସସ୍‌ କାରଖାନା। ସକାଳେ ବେଆଇନ ଗୁଟ୍‌ଖା କାରଖାନା ପରେ…

ଖସିଗଲେ ବେପାରୀ: ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଜଳେଶ୍ୱର,୨୩।୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଝାଡେଶ୍ୱରପୁର ବସ୍ତି ଅଞ୍ଚଳ ବ୍ରାଉନସୁଗାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ଏହି ଅଞ୍ଚଳରେ ବାରମ୍ବାର ଚଢାଉ କରାଯାଇ ବ୍ରାଉନସୁଗାର ଜବତ କରାଯାଉଥିଲେ ମଧ୍ୟ ଏହାକୁ ରୋକିବାରେ ପୋଲିସ ସକ୍ଷମ ହୋଇପାରିନାହିଁ। ଅପରପକ୍ଷେ ବେପାରୀମାନେ ନିଶା କାରବାର…

ଗୋଷ୍ଠୀ ସଂଘର୍ଷରେ ୨ଜଣଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ/ଦେଓଗାଁ, ୨୩।୧: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଜରାସିଂହା ଗ୍ରାମରେ ଶନିବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଜରାସିଂହା ହରିଜନପଡ଼ାର ଶ୍ରୀପତି…

‘ଆନ୍ତର୍ଜାତିକ ବିମାନ ବନ୍ଦର ହେବ ଝାରସୁଗୁଡ଼ା’

ଲଖନପୁର,୨୩ା୧: ସ୍ବାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ତମ ଜୟନ୍ତୀ ଅବସରରେ ଶନିବାର ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ (ଭିଏସ୍‌ଏସ୍‌) ବିମାନ ବନ୍ଦର ପରିସରରେ ଏମ୍‌ସିଏଲ୍‌ ପକ୍ଷରୁ ୬୦ଲକ୍ଷ ଟଙ୍କା ବ୍ୟୟରେ ସଂଗ୍ରାମୀ ସାଏଙ୍କ ୧୪ଫୁଟ୍‌ ଉଚ୍ଚତାର ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି…

କାଠ ଘରେ ପ୍ରାକୃତିକ ଶୀତତାପ ନିୟନ୍ତ୍ରଣ

ଦାରିଙ୍ଗବାଡ଼ି,୨୩।୧: ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକଙ୍କ ପସନ୍ଦ ହେଉଛି ପ୍ରାକୃତିକ ପଦ୍ଧତିରେ କରାଯାଇଥିବା ଟେଣ୍ଟ ହାଉସ୍‌ ବା ଶିବିର। ବର୍ତ୍ତମାନ ରାଜ୍ୟ ସରକାରଙ୍କ ପକ୍ଷରୁ ଇକୋରିଟ୍ରିଟ୍‌ରେ ୨୫ଟି ଶିବିର କରାଯାଇ ତାରକା ହୋଟେଲ୍‌ର ସୁବିଧା ପ୍ରଦାନ କରାଯାଉଛି। ତେବେ…

ବ୍ୟବସାୟୀଙ୍କ ଘରୁ ସୁନା ଅଳଙ୍କାର, ୬ ଲକ୍ଷ ଟଙ୍କା ଲୁଟ

ଖପ୍ରାଖୋଲ, ୨୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଅଧୀନ ଶାନ୍ତିପୁର ଗାଁରେ ସଶସ୍ତ୍ର ଡକାୟତି ହୋଇଛି ା ଡକାୟତମାନେ ବ୍ୟବସାୟୀ ଆର୍ତ୍ତ ସାହୁଙ୍କ ଘରେ ପଶି ସୁନା ଅଳଙ୍କାର ଓ ନଗଦ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ସାଇଣ୍ଟିଫିକ…

ରାଜ୍ୟରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ: ଜଣେ ମୃତ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଉଚ୍ଛେଦ, ଥଇଥାନକୁ ବିରୋଧ ଜାରି

ଭୁବନେଶ୍ୱର,୨୩।୧(ବ୍ୟୁରୋ): ସ୍ଲମ୍‌ ଡେଭଲପ୍‌ମେଣ୍ଟ ପ୍ରୋଜେକ୍ଟ ପାଇଁ ଗାଡ଼କଣ ମହାବୀର ବସ୍ତି ଉଚ୍ଛେଦ କରାଯାଉଛି। ଏଠାରେ ଥିବା ୧୦୪ ପରିବାରଙ୍କୁ ସ୍ଥାନୀୟ ମହିମାନଗର ବସ୍ତିରେ ଥଇଥାନ ବେଳେ ଗ୍ରାମବାସୀ ଓ ଏନ୍‌ଫୋର୍ସମେଣ୍ଟ ଟିମ୍‌ ୨ଦିନ ଧରି ମୁହାଁମୁହଁି ହେବା ପରେ ଏହି କାର୍ଯ୍ୟକୁ ବନ୍ଦ…

ଖାନ୍‌ନଗରରେ ନିର୍ମାଣ ହେବ ବିଶ୍ୱସ୍ତରୀୟ ‘ନେତାଜୀ ବସ୍‌ ଟର୍ମିନାଲ’: ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଖାନ୍‌ନଗର ଅଞ୍ଚଳର ୧୨ ଏକର ପରିମିତ ଜମିରେ ନିର୍ମାଣ ହେବାକୁ ଥିବା ଅତ୍ୟାଧୁନିକ ବସ୍‌ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଶନିବାର ଆୟୋଜିତ…

ଉଦ୍ୟାନ କୃଷି ପାଇଁ ଚାଷୀ ମାନସିକତା ବଦଳିବା ଆବଶ୍ୟକ

ଭୁବନେଶ୍ୱର, ୨୩।୧(ବ୍ୟୁରୋ): ଉଦ୍ୟାନ କୃଷିରେ ଅଳ୍ପ ଜମିରେ ଅଧିକ ଲାଭ ପାଇବାର ସୁଯୋଗ ରହିଛି। ତେଣୁ ଚାଷୀମାନେ ଅଧିକରୁ ଅଧିକ ଉଦ୍ୟାନ କୃଷି ଭିତ୍ତିକ ଚାଷ ଓ ଅର୍ଥକରୀ ଫସଲ କରିବା ନିମନ୍ତେ ମାନସିକତାରେ ପରିବର୍ତ୍ତନ ଆଣିବାର ଆବଶ୍ୟକତା ରହିଛି। ଜିଲାର…

ବିଧାୟିକାଙ୍କୁ ୭ କି.ମି. ଚଲାଇଲେ ଲୋକେ

ଠାକୁରମୁଣ୍ଡା,୨୩।୧(ଡି.ଏନ.ଏ.): ଝାଡ଼ଖଣ୍ଡୀ ହାତୀପଲଙ୍କ ଉତ୍ପାତରେ ଅତିଷ୍ଠ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଞ୍ଚଳବାସୀ ଶୁକ୍ରବାର କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ୭ କି.ମି. ଦୂର କ୍ଷତିଗ୍ରସ୍ତ ଗ୍ରାମକୁ ଚଲାଇ ଚଲାଇ ନେବା ଚର୍ଚ୍ଚାର ବିଷୟ ହୋଇଛି। ଉତ୍ତ୍ୟକ୍ତ ଲୋକେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri