ଛାତ୍ରବୃତ୍ତି, ସୁମଙ୍ଗଳ ପୋର୍ଟାଲ ଉନ୍ମୋଚିତ
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରୀଛାତ୍ରମାନଙ୍କୁ ଏବେ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲ ବ୍ୟବହାର କରିବାକୁ ପଡ଼ିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.inରେ କ୍ଲିକ୍ କରି ପିଲାମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ। ଏହାଦ୍ୱାରା ରାଜ୍ୟର ୧୧…
ଜେଲ ଗଲେ ଢାବା ମ୍ୟାନେଜର: ମହିଳାଙ୍କୁ ବଳାତ୍କାର ଘଟଣା
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନ ଛକରେ ଏକ ଢାବାରେ ଜଣେ ମହିଳା କର୍ମଚାରୀଙ୍କୁ ବଳାତ୍କାର ଅଭିଯୋଗରେ ଉକ୍ତ ଢାବାର ମ୍ୟାନେଜର ସୁକାନ୍ତ ନାୟକଙ୍କୁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ…
ହାଇଓ୍ବେ ପାଟ୍ରୋଲିଂ ପାଇଁ ମିଳୁନାହାନ୍ତି ଏସ୍ପିଓ
ଭୁବନେଶ୍ୱର,୨୮ା୧୦ (ବ୍ୟୁରୋ): ରାଜ୍ୟରେ ଅଧିକାଂଶ ଦୁର୍ଘଟଣା ଜାତୀୟ ରାଜପଥରେ ହିଁ ଘଟୁଛି। ତେଣୁ ଏହାକୁ ରୋକିବା ପାଇଁ ହାଇଓ୍ବେ ପାଟ୍ରୋଲିଂ ଉପରେ ଗୁରୁତ୍ୱ ଦେବାକୁ ସୁପ୍ରିମ୍କୋର୍ଟ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ପୋଲିସକୁ ଯୁଦ୍ଧକାଳୀନ…
ଖସିଲା ରାତି ତାପମାତ୍ରା
ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିସହିତ ଖସିବାରେ ଲାଗିଛି ରାତିରେ ତାପମାତ୍ରା। ଆଗାମୀ ଦିନରେ ଏହା ଆହୁରି ହ୍ରାସ ପାଇବ। ଏଥିସହ ଶୀତ ବଢ଼ିବ ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ…
ରୁକ୍ମିଣୀ ଦେବୀଙ୍କ ପରଲୋକ
କୋଣାର୍କ,୨୮ା୧୦(ଡି.ଏନ୍.ଏ.): ଆନ୍ତର୍ଜାତିକ ଅଶୋଭନୀୟତା ନିରୋଧ ଆନ୍ଦୋଳନର ନିୟନ୍ତ୍ରିକା ତଥା କୋଣାର୍କ ଶୋଭନୀୟ ଶିକ୍ଷାଶ୍ରମର ଅଧ୍ୟକ୍ଷା ରୁକ୍ମିଣୀ ଦେବୀଙ୍କର ୭୫ ବର୍ଷ ବୟସରେ ମଙ୍ଗଳବାର କଟକ ବିଡ଼ାନାସୀସ୍ଥ ଶୋଭନୀୟ ଆନ୍ଦୋଳନର ମୁଖ୍ୟ କାର୍ଯ୍ୟାଳୟଠାରେ ପରଲୋକ ହୋଇଯାଇଛି। ରବିବାର ଅସୁସ୍ଥତା କାରଣରୁ କୋଣାର୍କରୁ ସେ…
ଆଜି ଭର୍ଚୁଆଲ ପ୍ରଚାର କରିବେ ନବୀନ
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ତିର୍ତ୍ତୋଲ ଓ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏହି ଦୁଇ ନିର୍ବାଚନ ମଣ୍ଡଳୀରେ ପ୍ରଚାର କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି। ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ…
ନଭେମ୍ବର ପହିଲାରୁ ଧାନ ସଂଗ୍ରହ
ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ନଭେମ୍ବର ପହିଲାରୁ ଧାନ ସଂଗ୍ରହ ଆରମ୍ଭ ହେବ। ଚଳିତବର୍ଷ ରାଜ୍ୟରେ ୧୪.୯୭ ଲକ୍ଷ ଚାଷୀ ଧାନ ବିକିବା ପାଇଁ ନାମ ପଞ୍ଜୀକୃତ କରିଛନ୍ତି। ୨୦୧୯-୨୦ ଆର୍ଥିକବର୍ଷ ତୁଳନାରେ ୨୧ ପ୍ରତିଶତ ଅଧିକ। ଗତବର୍ଷ ୧୨.୩୫ ଲକ୍ଷ ଚାଷୀ ନାମ…
କବି ନିତ୍ୟାନନ୍ଦ ନାୟକଙ୍କୁ ମିଳିଲା ଶାରଳା ପୁରସ୍କାର
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଶ୍ରେଷ୍ଠ ସାହିତ୍ୟକୃତି ଲାଗି ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବରିଷ୍ଠ କବି ନିତ୍ୟାନନ୍ଦ ନାୟକଙ୍କୁ ପ୍ରଦାନ କରାଯାଇଛି। ୨୦୧୭ରେ ଫ୍ରେଣ୍ଡସ୍ ପବ୍ଲିଶର୍ସ ଦ୍ୱାରା ପ୍ରକାଶିତ ତାଙ୍କ ରଚିତ…
ପରାଗ ଗୁପ୍ତା ବନ ଉନ୍ନୟନ ନିଗମ ଅଧ୍ୟକ୍ଷ: ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଆଇଏଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୮ ବ୍ୟାଚ ଆଇଏଏସ୍ ଅଫିସର ପରାଗ ଗୁପ୍ତାଙ୍କୁ…
ସନ୍ଦେହ ବଢ଼ାଉଛି ବେହିସାବ ଖର୍ଚ୍ଚ
ଯାଜପୁର ଅଫିସ,୨୮ା୧୦: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ବନ୍ୟା, ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ବାବଦ ପୁନରୁଦ୍ଧାର ଓ ଥଇଥାନ ରାଶିର ହିସାବ ତଥା ବିନିଯୋଗ ପ୍ରମାଣପତ୍ର(ୟୁସି)ଦେବାରେ ବିଫଳ ହୋଇଛନ୍ତି। ଗତ ୧୦ ବର୍ଷରେ ଆବଣ୍ଟିତ ହୋଇଥିବା ସିଆର୍ଏଫ୍, ଏସ୍ଡିଆର୍ଏଫ୍, ଏନ୍ସିସିଏଫ୍…
ଭୁବନେଶ୍ୱରରୁ ଆଜି ପୁଣି ୮୮ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୮୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭ ଜଣ ରହିଥିବା ବେଳେ ଲୋକାଲ କେସ୍ ୭୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୩୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୨୦୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୬୪, ମୟୁରଭଞ୍ଜରୁ ୧୦୩, ସୁନ୍ଦରଗଡରୁ ୧୦୨, ସୋନପୁରରୁ ୯୯, କେନ୍ଦୁଝରରୁ ୮୯, ବଲାଙ୍ଗୀରରୁ ୮୬, ବରଗଡରୁ ୭୯,…
Archives


