ସପ୍ତାହକୁ ୩ଦିନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ଦିଆଯିବ
ଭୁବନେଶ୍ୱର, ୨୩।୧(ବ୍ୟୁରୋ) : ଏଣିକି ସପ୍ତାହରେ ୩ଦିନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଟିକା ଦିଆଯିବ। ପ୍ରତି ମଙ୍ଗଳ, ବୁଧ ଓ ଶୁକ୍ରବାର ଟିକାକରଣ ହେବ। କିନ୍ତୁ ସରକାରୀ ଓ ଘରୋଇ ମେଡିକାଲ କଲେଜରେ ଛୁଟିଦିନ ଛାଡ଼ି ଅନ୍ୟ ଦିନରେ ସୁବିଧା ଅନୁଯାୟୀ ଟିକାକରଣ…
ଜେଲ୍ ଗଲେ ଶୁଭ୍ରା, ପ୍ରମାଣ ଯୋଗାଡ଼ରେ ସିବିଆଇ
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରୋଜ୍ଭ୍ୟାଲି ଚିଟ୍ଫଣ୍ଡ୍ ଠକେଇ ମାମଲାରେ ଗିରଫ ହୋଇଥିବା ସଂସ୍ଥାର ଚେୟାରମ୍ୟାନ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଶୁଭ୍ରା କୁଣ୍ଡୁଙ୍କ ୫ ଦିନିଆ ରିମାଣ୍ଡ ଅବଧି ଶୁକ୍ରବାର ଶେଷ ହୋଇଛି। ସିବିଆଇ ଅପରାହ୍ନରେ ତାଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ସିବିଆଇ କୋର୍ଟରେ ହାଜର କରିଥିଲା।…
ଦଲାଲଙ୍କ ପାଇଁ ଓକିଲାତି କରୁଛି ଭାଜପା: ବିଜେଡି
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଜାରି ରହିଥିବା ଧାନକିଣା ପ୍ରକ୍ରିୟାରେ ଚାଷୀମାନେ ଉପକୃତ ହେଉଛନ୍ତି। ତେବେ କେତେଜଣ ଦଲାଲଙ୍କ ସହ ହାତ ମିଳାଇ ଓଡ଼ିଶା ଭାଜପା ସେମାନଙ୍କ ପାଇଁ ଓକିଲାତି କରୁଛି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର। ୨୦୧୮-୧୯ରେ ୬୫.୫ ଲକ୍ଷ…
ହାଲକା ଶୀତ
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ହାଲକା ଶୀତ ପଡ଼ିଛି। ୧୭ ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍ ତଳେ ରହିଛି। ତେବେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡ଼ାରେ ୮.୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।…
ଫେରିବ ହକିର ହୃତଗୌରବ
ଢେଙ୍କାନାଳ ଅଫିସ, ୨୩।୧ ଢେଙ୍କାନାଳ ଜିଲାରେ ଶେଷନିଃଶ୍ୱାସ ନେଉଥିବା ହକିକୁ ମିଳିବ ପୁନର୍ଜନ୍ମ। ଏହି ଲୋକପ୍ରିୟ ଖେଳ ନୂଆ ରୂପରେ ପଡ଼ିଆକୁ ଫେରିବ। ହକିକୁ କ୍ୟାରିୟର କରିବାକୁ ଇଚ୍ଛୁକ ପ୍ରତିଭାବାନ କ୍ରୀଡ଼ାବିତ୍ଙ୍କୁ ଦିଆଯିବ ଉଚ୍ଚମାନର ପ୍ରଶିକ୍ଷଣ। ରାଜ୍ୟ ତଥା ଜାତୀୟସ୍ତରରେ ସେମାନେ…
ଛାତ୍ରୀଛାତ୍ରଙ୍କ ଉପରୁ କମିବ ଚାପ
ଅନୁଗୋଳ ଅଫିସ, ୨୩।୧: ମହାମାରୀ କୋଭିଡ୍-୧୯ ବଦଳାଇ ଦେଇଛି ପଢ଼ା ସହ ପରୀକ୍ଷା ବ୍ୟବସ୍ଥା। ବିଶେଷକରି ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ କ୍ଷେତ୍ରରେ ନିଆଯାଇଛି ବହୁ ନୂଆ ପଦକ୍ଷେପ। ଦୀର୍ଘ ୯ ମାସର ଅନ୍ଲାଇନ୍ କ୍ଲାସ ପରେ ଏବେ ୧୦୦ ଦିନିଆ ଅଫ୍ଲାଇନ୍ କ୍ଲାସ…
୧୦ମ ଶ୍ରେଣୀ ଛାତ୍ରୀ ୬ ମାସର ଗର୍ଭବତୀ
ଜୟପୁର,୨୨ା୧: କୋରାପୁଟ ଜିଲାର ଏକ ସେବାଶ୍ରମ ବିଦ୍ୟାଳୟର ଜଣେ ୧୦ମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏତଲା ଦେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ,…
ଗଛ ଉପରେ ଭାଲୁ
ବୋରିଗୁମ୍ମା,୨୨ା୧: କ୍ରମାଗତ ଭାବେ ଜଙ୍ଗଲ ନଷ୍ଟ ଏବଂ ଖାଦ୍ୟାଭାବ ଯୋଗୁ ବିଭିନ୍ନ ସମୟରେ ବନ୍ୟଜନ୍ତୁ ଜନବସତି ଆଡକୁ ମୁହାଁଉଛନ୍ତି। ଫଳରେ ବନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେଉଛି। ସେପରି ଏକ ପରିବେଶ ଦେଖିବାକୁ ମିଳିଛି କୋରାପୁଟ ଜିଲା…
ହାତୀ ମୃତ୍ୟୁ ପାଇଁ ବନ ବିଭାଗ ଦାୟୀ
ସମ୍ବଲପୁର,୨୨ା୧(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ କସଂର ଗ୍ରାମ ନିଟକସ୍ଥ ଜଙ୍ଗଲରୁ ଗୁରୁବାର ବନ ବିଭାଗ ଏକ ମାଈ ହାତୀର ମୃତଦେହ ଜବତ କରିଥିଲା। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ ପରେ ପୋତି ଦିଆଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଅନୁଯାୟୀ ବିଦ୍ୟୁତ୍ ଆଘାତରେ ହାତୀର…
ବାଲ୍ୟବିବାହ ସୂଚନା ଦେଲେ ମିଳିବ ୫ ହଜାର ପୁରସ୍କାର
ଛତ୍ରପୁର,୨୨ା୧(ଡି.ଏନ୍.ଏ.)- ଗଞ୍ଜାମ ଜିଲା ନିର୍ଭୟକଢି ଟାସ୍କଫୋର୍ସ କମିଟି ବୈଠକ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ । ଗାଁରେ ବାଲ୍ୟବିବାହ ହେଲେ ସ୍ଥାନୀୟ ସ୍କୁଲ ଶିକ୍ଷକ ଓ ଅଙ୍ଗନୱାଡି…
ମାନବିକତା ଦେଖାଇଲେ ମନ୍ତ୍ରୀ: ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ପହଞ୍ଚାଇଲେ ଡାକ୍ତରଖାନାରେ
ସଇଁତଲା,୨୨।୧: ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଦୁର୍ଘଟଣାଗ୍ରସ୍ତ ଜଣେ ମହିଳାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ସଇଁତଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ମାନବିକତା ଦେଖାଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ବଡ଼ମାଳ ଗୋଳାବାରୁଦ କାରଖାନା କେନ୍ଦ୍ରୀୟ…
ଟିକା ନେଲେନି, କଳାବ୍ୟାଜ୍ ପିନ୍ଧିଲେ ସ୍ବାସ୍ଥ୍ୟକର୍ମୀ
ଭବାନୀପାଟଣା,୨୨।୧: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ଟିକାକରଣର ଶୁଭାରମ୍ଭ ହୋଇଛି। ସ୍ବାସ୍ଥ୍ୟକର୍ମୀମାନେ କାର୍ଯ୍ୟକ୍ରମରେ କଳାବ୍ୟାଜ୍ ପିନ୍ଧି ସହଯୋଗ କରିଥିଲେ ମଧ୍ୟ ଟିକା ନେଇ ନ ଥିଲେ। ଲାଞ୍ଜିଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷ ଇ.ଫକୀର ମୋହନ ମାଝି ମୁଖ୍ୟଅତିଥି…
Archives


