ଦିଲୀପ ରାୟଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି: ଦଣ୍ଡାଦେଶକୁ ସସ୍ପେଣ୍ଡ କଲେ ଦିଲ୍ଲୀ ହାଇକୋର୍ଟ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ମଙ୍ଗଳବାର ତାଙ୍କ ୩ ବର୍ଷର ଜେଲ ଦଣ୍ଡାଦେଶକୁ ଦିଲ୍ଲୀ ହାଇକୋର୍ଟ ସସ୍ପେଣ୍ଡ କରିଛନ୍ତି। ସୂଚନାଯୋଗ୍ୟ, ୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ହୋଇଥିବା ଅନିୟମିତତା ମାମଲାରେ…
ଭିଜିଲାନ୍ସ ଜାଲରେ ନନ୍ଦପୁର ସିଡିପିଓ: ଲାଞ୍ଚନେଇ ପଡ଼ିଲେ ଧରା
ଜୟପୁର,୨୭।୧୦(ନି. ପ୍ର.): କୋରାପୁଟ ଜିଲା ନନ୍ଦପୁର ସିଡିପିଓ ସ୍ନିଗ୍ଧାରାଣୀ ମିଶ୍ର ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ଅଙ୍ଗନଓ୍ବାଡି କେନ୍ଦ୍ରର କିଡ୍ସ ବଣ୍ଟନର ବିଲ୍ କରିବା ପାଇଁ ଜଣେ ଠିକାଦାରଙ୍କଠାରୁ ସେ ୧ ଲକ୍ଷ ୭୫…
ଉପ ନିର୍ବାଚନ: ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ଆସନ ଲାଗି ଉପ ନିର୍ବାଚନ ହେବ। ଏ ନେଇ ପ୍ରଚାର ପ୍ରସାର ଜୋରଦାର ଚାଲିଛି। ୩ ଦଳ ପ୍ରଚାର କାର୍ଯ୍ୟରେ ଲାଗିପଡ଼ିଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ…
ଶ୍ରୀମନ୍ଦିର ବାଇଶିପାହଚ ହେବ ମରାମତି
ପୁରୀ ଅଫିସ, ୨୭।୧୦: ମରାମତି ହେବ ଶ୍ରୀମନ୍ଦିର ବାଇଶିପାହଚ। ଏଥିପାଇଁ ଏଏସ୍ଆଇର ଏକ ୪ ଜଣିଆ ଟିମ୍ ବୁଧବାର ଶ୍ରୀମନ୍ଦିରରେ ଅନୁଧ୍ୟାନ କରିଛନ୍ତି। ବାଇଶି ପାହାଚ ମାପଚୁପ କରିବା ସହ ଦୁର୍ବଳ ପଥର ଚିହ୍ନଟ ହୋଇଛି। ଆବଶ୍ୟକ ପଡିଲେ ଦୁର୍ବଳ ପଥର…
ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ
ପୁରୀ ଅଫିସ, ୧୭।୧୦: ଆଶ୍ୱିନ ଶୁକ୍ଲପକ୍ଷ ଏକାଦଶୀ ତିଥି ଅର୍ଥାତ୍ ମଙ୍ଗଳବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରତ୍ନ ସିଂହାସନରେ ରାଧାଦାମୋଦର ବେଶରେ ସଜେଇ ହୋଇଛନ୍ତି ମହାପ୍ରଭୁ। ଠାକୁରଙ୍କର ଏହି ମହାର୍ଘ ବେଶ କାର୍ତ୍ତିକ ଶୁକ୍ଲ ଦଶମୀ ପର୍ଯ୍ୟନ୍ତ ଅନୁଷ୍ଠିତ…
ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ମଙ୍ଗଳବାର ଆଉ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
CORONAVIRUS UPDATE: ପୁଣି ୧୨୪୭ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଲା
ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୨୪୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୦୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୦୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୁଳରୁ ୧୫୯ଜଣ, କଟକରୁ ୧୪୧, ସୁନ୍ଦରଗଡ଼ରୁ ୧୩୧ଜଣ, ଯାଜପୁରରୁ ୧୧୩ଜଣ, ବାଲେଶ୍ୱରରୁ ୧୦୪ଜଣ, ମୟୁରଭଞ୍ଜରୁ ୧୦୧ଜଣ, କଳାହାଣ୍ଡିରୁ ୯୧ଜଣ, କେନ୍ଦ୍ରାପଡାରୁ…
ଭୁବନେଶ୍ୱରରୁ ଆଜି ପୁଣି ୯୧ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୮ ଜଣ ରହିଥିବା ବେଳେ ଲୋକାଲ କେସ୍ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ଦାଦାବଟି ମାଗି ୫ ସାମ୍ବାଦିକ ଗିରଫ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ଦାଦାବଟି ମାଗିବା ଅଭିଯୋଗରେ କମିଶନରେଟ ପୋଲିସ ପାଞ୍ଚ ଜଣ ଗଣମାଧ୍ୟମ ପ୍ରତିନିଧିଙ୍କ ସହ ସମୁଦାୟ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ନଗଦ ଟଙ୍କା, ବାଇକ, କାର୍ ଓ ମୋବାଇଲ ଜବତ ହୋଇଛି। ପୋଲିସ କହିଛି, ଖଣ୍ଡଗିରି ଥାନା ଅଞ୍ଚଳରେ…
ରେଳ ଧାରଣାରୁ ମିଳିଲା ପରିବାରର ୩ ଜଣଙ୍କ ମୃତଦେହ
ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍ ଚିକାମ୍ବ ଗ୍ରାମର କେଶବ ସୁବୁଦ୍ଧି(୩୮), ଝିଅ ଶ୍ରେୟା(୧୨) ଏବଂ ପୁଅ…
ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ
ଡେରାବିଶ,୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୃଷ୍ଣନଗର ପିଞ୍ଛାପାଟିଆ ଗାଁରେ ସୋମବାର ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଏମାନଙ୍କୁ ଡାଙ୍ଗମାଳ ସ୍ବାସ୍ଥ୍ୟକେନ୍ଦ୍ର ଓ ଗ୍ରାମର ଏକ ବିଦ୍ୟାଳୟ ଗୃହରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିକିତ୍ସା କରାଯାଉଛି।…
Archives


