ରେଭେନ୍ଶାର କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପ୍ରଫେସର ସଞ୍ଜୟ କୁମାର ନାୟକଙ୍କୁ ରେଭେନ୍ଶା ବିଶ୍ୱବିଦ୍ୟାଳୟର କୁଳପତି ଭବେ ନିଯୁକ୍ତି ଦେଇଛନ୍ତି। ସେ ୪ ବର୍ଷ ପାଇଁ କାର୍ଯ୍ୟଭାର ଗ୍ରହଣ କରିବେ । ପ୍ରଫେସର ନାୟକ ବର୍ତ୍ତମାନ ଚେନ୍ନାଇର ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍ ଅଫ…
ଆଜି ରାଜ୍ୟରୁ ୧୫୪ ପଜିଟିଭ୍ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୧୫୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୦୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮୯ ଜଣ ଚିହ୍ନଟ…
୩ ବିଭାଗକୁ ରିପୋର୍ଟ ତଲବ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶିଳ୍ପସଂସ୍ଥା ଏବଂ ସହରାଞ୍ଚଳରୁ ନିର୍ଗତ ବର୍ଜ୍ୟ ଜଳ ନଦୀ, ଜଳାଶୟକୁ ପ୍ରଦୂଷିତ କରୁଛି। ସ୍ପଞ୍ଜ୍ ଆଇରନ କାରଖାନା ଦ୍ୱାରା ବାୟୁ ପ୍ରଦୂଷଣ ବଢୁଛି। ଏହାକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ପଞ୍ଚାୟତିରାଜ ବିଭାଗ, ଜଙ୍ଗଲ ଓ…
ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା
ଭୁବନେଶ୍ୱର,୨୨।୧(ବ୍ୟୁରୋ): କୋଭିଡ୍ କଟକଣା ମଧ୍ୟରେ ଭୁବନେଶ୍ୱରରେ ଆରମ୍ଭ ହୋଇଛି ବହୁ ପ୍ରତୀକ୍ଷିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୧। ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ଏହି ମେଳାକୁ ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ…
ଏଥର ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ରୀଛାତ୍ର
ଭୁବନେଶ୍ୱର,୨୨।୧(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ଛାତ୍ରୀଛାତ୍ର ନିଜ ସ୍କୁଲରେ ହିଁ ପରୀକ୍ଷା ଦେବେ। ଯଦିଓ ଏନେଇ ବିଧିବଦ୍ଧ ଘୋଷଣା କରାଯାଇ ନାହିଁ ତେବେ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏପରି ସୂଚନା ଦିଆଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ଏଥର…
ସୂର୍ଯ୍ୟ ମନ୍ଦିରର ସୌନ୍ଦର୍ଯ୍ୟକରଣ ହେବ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାର୍ଯ୍ୟ ଜୋରସୋରରେ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳର ବିକାଶ ପାଇଁ ଚିଠା ଯୋଜନା…
ପର୍ଯ୍ୟଟକଙ୍କୁ ଟାଣୁଛି ବାଜି ଉଦ୍ୟାନ
ଭୁବନ, ୨୨।୧ ଆମ୍ବ, ନଡ଼ିଆ, ପଣସ। ଗେଣ୍ଡୁ, ରଜନୀଗନ୍ଧା, ଡାଲିଆ, ଗୋଲାପ। ଏମିତି ଅନେକ ଜାତିଜାତିକା ଫୁଲଫଳ ସମେତ କ୍ରୋଟନ ଗଛରେ ଭରପୂର। ୧୫ ଏକର ପରିବ୍ୟାପ୍ତ ଉଦ୍ୟାନ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ। ପକ୍ଷୀଙ୍କ କିଚିରିମିଚିରି ଶବ୍ଦ ସାଙ୍ଗକୁ ନଦୀପଠାର…
ପଢ଼ାରେ ବାଧକ ୨ ଗୁଣ ବସ୍ ଭଡ଼ା
ବଇଣ୍ଡା,୨୨।୧(ଡି.ଏନ.ଏ.) କେବେଠୁ ଉଠିଗଲାଣି ଲକ୍ଡାଉନ୍। କଣ୍ଟେନମେଣ୍ଟ ଜୋନ୍ ବ୍ୟତୀତ ସବୁଠି କୋହଳ ହୋଇସାରିଛି କୋଭିଡ୍ କଟକଣା। ସହର, ବଜାର ସ୍ଥିତି ସ୍ବାଭାବିକ ହୋଇସାରିଥିବା ବେଳେ ସରକାରୀ, ବେସରକାରୀ ଅଫିସ ସହ କୋର୍ଟ କାର୍ଯ୍ୟ ମଧ୍ୟ ପୂର୍ବପରି ଚାଲିଛି। ଧର୍ମାନୁଷ୍ଠାନ ପରେ ଶିକ୍ଷାନୁଷ୍ଠାନକୁ…
କେଶୁ ଦାସ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ
ବାଲେଶ୍ୱର ଅଫିସ, ୨୨।୧: ବାଲେଶ୍ୱର ବିଶିଷ୍ଟ ଶିଳ୍ପୀ କେଶୁ ଦାସଙ୍କୁ ‘ବିଶ୍ୱ ଓଡ଼ିଶା କଳା ପରିଷଦ’ର ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଓଡ଼ିଶା ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିବା ଓଡ଼ିଆ ଜାତୀୟତା ଜାଗରଣ ଅଭିଯାନ ‘ବିଶ୍ୱ ଓଡ଼ିଶା’ର ନବବର୍ଷ ସଂକଳ୍ପ କାର୍ଯ୍ୟକ୍ରମ…
୨ ଫୁଟ ଉଠିଲା ୨ ମହଲା କୋଠା
କେନ୍ଦୁଝର,୨୧ା୧: ଅତ୍ୟାଧୁନିକ ଜ୍ଞାନ କୌଶଳରେ ଏକ ଦୁଇ ମହଲା କୋଠାଘରକୁ ୨ଫୁଟ ଉପରକୁ ଉଠାଯିବା ଘଟଣା କେନ୍ଦୁଝରରେ ଚର୍ଚ୍ଚାର ବିଷୟ ହୋଇଛି। ବିହାର ଅଞ୍ଚଳର ପପୁ ଯାଦବ ଏବଂ ତାଙ୍କ ସାଥୀଙ୍କ ସହଯୋଗରେ ଜେକ ଲଗାଇ ଏହି ଘରକୁ ଉଠାଯାଇଛି। ଏହା…
ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର ଅଫିସ,୨୧।୧- ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଙ୍ଗଠନ (ଡିଆର୍ଡିଓ) ଏବଂ ହିନ୍ଦୁସ୍ତାନ ଏରୋନେଟିକ୍ ଲିମିଟେଡ୍ (ହାଲ୍) ଦ୍ୱାରା ନିର୍ମିତ ସ୍ମାର୍ଟ ଆଣ୍ଟି ଏୟାରଫିଲ୍ଡ(ସ) କ୍ଷେପଣାସ୍ତ୍ରକୁ ଗୁରୁବାର ଓଡ଼ିଶା ଉପକୂଳରେ ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର…
ସୁସ୍ଥ ହେଲେ ୨୨୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୧।୧: ଓଡ଼ିଶାରେ ଗୁରୁବାର ସୁସ୍ଥ ହୋଇଛନ୍ତି ୨୨୪ କରୋନା ଆକ୍ରାନ୍ତ। ଏଥି ଯୋଗୁ ରାଜ୍ୟରେ କରୋନା ମୁକ୍ତ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୦,୫୪୫ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୪୩, ଅନୁଗୁଳରୁ ୨୮, ଝାରୁସୁଗୁଡ଼ାରୁ ୧୮, ବରଗଡ଼ରୁ ୧୬, ସମ୍ବଲପୁରରୁ ୧୫,…
Archives


