ରାଜ୍ୟ

କାର୍‌ରେ କଳାକାଚ ପାଇଁ ଗଣିଲେ ୫ଶହ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ପାର୍ବଣରେ ଅପରାଧୀମାନେ ଗାଡ଼ିରେ କଳାକାଚ ଲଗାଇ ଅପରାଧ ଘଟାଇ ପାରନ୍ତି। କାରରେ ମଧ୍ୟ ଅନୈତିକ କାର୍ଯ୍ୟ ବଢିବା ଆଶଙ୍କା କରାଯାଉଛି। ତେଣୁ କଳାକାଚ ଲଗାଥିବା କାରକୁ ଧରିବା ପାଇଁ ଭୁବନେଶ୍ୱରରେ ଟ୍ରାଫିକ ପୋଲିସ ପକ୍ଷରୁ କଡାକଡି ଯାଞ୍ଚ କରାଯାଉଛି। ବିଭିନ୍ନ…

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୪୫ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…

CORONAVIRUS UPDATE: ରାଜ୍ୟରେ ୧୬୩୩ ନୂଆ ପଜିଟିଭ୍‌ ଚିହ୍ନଟ, କମୁଛି ସଂଖ୍ୟା

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୧୬୩୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୧୨୧୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯୫୫…

ଚଢ଼ାଉ ସତ୍ତ୍ୱେ ପାର୍ବଣ ଭିଡ଼

ଭୁବନେଶ୍ୱର,୨୫।୧୦ (ବ୍ୟୁରୋ): ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ସରକାର ଓ ପ୍ରଶାସନ ସ୍ବତନ୍ତ୍ର କରୋନା ଗାଇଡ୍‌ଲାଇନ୍‌ ଜାରି କରିଥିବାବେଳେ ପୋଲିସ ଲୋକଙ୍କୁ ସତର୍କ ଓ ସଚେତନ କରି ଆସୁଛି। ହେଲେ ରାଜଧାନୀର ହାଟ, ବଜାର, ମଲ୍‌ରେ ଏବେ ପାର୍ବଣ ଭିଡ଼ ଅସମ୍ଭାଳ ହୋଇପଡୁଛି।…

ସହାୟତା ବାହାନାରେ ୧୦ ଲକ୍ଷ ଲୁଟିଲେ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ବିଦେଶୀଙ୍କ ନାଁରେ ସହାୟତା ବାହାନାରେ ଲୁଟୁଛନ୍ତି ସାଇବର ଅପରାଧୀ। ପୂର୍ବରୁ ଓଡ଼ିଶାର ୨ଜଣ ବ୍ୟକ୍ତି ଏମିତି ଠକେଇର ଶିକାର ହୋଇ ଲକ୍ଷ ଲକ୍ଷ ଟଙ୍କା ହରାଇଥିବାବେଳେ ଏବେ ଆଉଜଣଙ୍କଠାରୁ ସାଇବର ଅପରାଧୀମାନେ ୧୦ଲକ୍ଷ ୩୬ହଜାର ଟଙ୍କା ଲୁଟି ନେଇଛନ୍ତି। ଠକେଇର…

ଦୂରରୁ ମିଳୁଛି ଦର୍ଶନ, ନିରାଶ ଶ୍ରଦ୍ଧାଳୁ

ଭୁବନେଶ୍ୱର, ୨୫।୧୦(ବ୍ୟୁରୋ): ଫିକା ପଡ଼ିଛି ମା’ଙ୍କ ଧରାବତରଣ। ଭକ୍ତ ନିରାଡମ୍ବରରେ ପାଳିତ ହେଉଛି ମା’ଙ୍କ ପୂଜାର୍ଚ୍ଚନା। ନା ଆଗ ପରି ବଡ଼ ତୋରଣ ଅଛି ନା ଜାକଜମକ। କେବଳ ପରମ୍ପରା ଓ ରୀତିନୀତି ଅନୁସାରେ ମା’ ଦୁଗର୍ର୍ାଙ୍କ ପୂଜାର୍ଚ୍ଚନା ଜାରି ରହିଛି।…

୫ ଦିନ ବର୍ଷା ନାହିଁ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ଆଉ ବର୍ଷାର ସମ୍ଭାବନା ନାହିଁ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଲେଉଟାଣି ନେଇ ପାଗ ଅନୁକୂଳ ହେଲାଣି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ଦେବଗଡ, ସମ୍ବଲପୁର, ସୁବର୍ଣ୍ଣପୁର ଜିଲାରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ଘୋଷଣା…

ନିଜ ମାମଲା ଲଢ଼ି କୋଟିଏ ଫେରିପାଇଲେ

ଭୁବନେଶ୍ୱର,୨୫।୧୦:  ନ୍ୟାୟ ପାଇଁ ଜନସାଧାରଣ କୋର୍ଟଙ୍କ ଦ୍ୱାରସ୍ଥ ହୁଅନ୍ତି। କିନ୍ତୁ ବିନା ଆଇନଜୀବୀରେ କୋର୍ଟରେ ମାମଲା ଲଢ଼ିବା ଓ ଜିତିବା କାଠିକର ପାଠ। ହେଲେ ଏମିତି ବି ବ୍ୟକ୍ତି ଅଛନ୍ତି, ଯିଏ ଆଇନ ବହି ଅଧ୍ୟୟନ କରି ସେଥିରୁ ଜ୍ଞାନ ଅର୍ଜନ…

ଜଳ ନଷ୍ଟକଲେ ୫ ବର୍ଷ ଜେଲ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଦିନକୁ ଦିନ ଜଳର ଅପବ୍ୟବହାର ଏବଂ ଅଯଥା ଅପଚୟ ବଢ଼ିଚାଲିିଛି। ବର୍ଷା ଅଭାବରୁ ଦେଶ ତଥା ରାଜ୍ୟର ଅନେକ ଭାଗରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ଆସନ୍ତା ୨୦୫୦ ବେଳକୁ ସମଗ୍ର ଦେଶରେ ଜଳ ସଙ୍କଟ ଆହୁରି…

ଶ୍ରୀମନ୍ଦିର ସମ୍ମୁଖରେ ହେବନି ବଡ଼ବଡ଼ୁଆ ଡାକ

ପୁରୀ ଅଫିସ,୨୫।୧୦: ପବିତ୍ର ଦୀପାବଳି ଅମାବାସ୍ୟାରେ ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମ୍ମୁଖରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ବଡ଼ବଡ଼ୁଆ ଡାକିଥାନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଭକ୍ତମାନେ ଶ୍ରୀକ୍ଷେତ୍ର ଆସିଥାନ୍ତି। ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସିଂହଦ୍ୱାର ସମ୍ମୁଖରେ ଏହି ଦୃଶ୍ୟ ଦେଖିବାକୁ ମିଳିଥାଏ। ହେଲେ ଏଥର…

ଆକୃଷ୍ଟ କରୁଛି ହେରିଟେଜ୍‌ ହୋମ୍‌ ଷ୍ଟେ’

ଭୁବନେଶ୍ୱର,୨୫।୧୦(ବ୍ୟୁରୋ):  ରାଜ୍ୟରେ ରୟାଲ ହେରିଟେଜ୍‌ ଟୁର୍‌ ପ୍ୟାକେଜ୍‌ ମାଧ୍ୟମରେ ଓଡ଼ିଶା ପର୍ଯ୍ୟଟନକୁ ଆଉପାଦେ ଆଗକୁ ନେବାକୁ ପର୍ଯ୍ୟଟନ ବିଭାଗ ‘ହେରିଟେଜ୍‌ ପ୍ୟାଲେସ୍‌ ଟୁରିଜମ୍‌’ ଯୋଜନା ଉପରେ ଗୁରୁତ୍ୱ ଦେଉଛି। ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ରାଜସ୍ଥାନ, ଗୁଜରାଟ ଆଦି ରାଜ୍ୟ ଭଳି ରୟାଲ ଟୁରିଜମ୍‌…

ଜେଲରେ ପୁଞ୍ଜିଲାଲଙ୍କୁ ନିର୍ଯାତନା

ବଲାଙ୍ଗୀର ଅଫିସ, ୨୪ା୧୦-ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଗିରଫ ହୋଇ ବଲାଙ୍ଗୀର ଜେଲରେ ଥିବା ପୁଞ୍ଜିଲାଲ ମେହେରଙ୍କୁ ନିର୍ଯାତନା ଦିଆଯାଉଥିବା ତାଙ୍କ ଓକିଲ ଶନିବାର ପାଟଣାଗଡ଼ ଆଡିଶନାଲ ସେସନ୍ସ ଜଜ୍‌ (ଏଡିଜେ)ଙ୍କୁ ଲିଖିତଭାବେ ଜଣାଇଛନ୍ତି। ଗତ ବୁଧବାର ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri