ରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୮୧, ସୁନ୍ଦରଗଡରୁ ୨୨୮, ମୟୂରଭଞ୍ଜରୁ ୧୯୯, ଅନୁଗୋଳରୁ ୧୪୫, ବାଲେଶ୍ୱରରୁ ୧୦୬, ପୁରୀରୁ ୮୬, ସୋନପୁରରୁ ୮୫, କେନ୍ଦ୍ରାପଡାରୁ…

ଆଜି ରାଜଧାନୀରୁ ୧୮୨ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୭୬

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଶନିବାର ରାଜଧାନୀରୁ ଆଉ ୧୮୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୩୮ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି…

ପୋଲିସକୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର,୨୪ା୧୦ (ବ୍ୟୁରୋ): ଭୁବନେଶ୍ୱର ସାଲିଆସାହିରେ ଦାଦାବଟି ମାଗୁଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇଥିବା ନୟାପଲ୍ଲୀ ଥାନାର ପୋଲିସ ଟିମ୍‌ ଉପରେ ଆକ୍ରମଣ ହୋଇଛି। ଅଭିଯୁକ୍ତର ମା’ ଓ ଭଉଣୀ ମିଳିତ ଭାବେ ବିଧା ଗୋଇଠା ମାରିବା ସହ କାଠ ଫାଳିଆରେ…

ହାତ ତିଆରି ଖାଦ୍ୟର ହୋମ୍‌ ଡେଲିଭରି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): କରୋନା ଲୋକଙ୍କ ଜୀବିକା ଛଡ଼ାଇ ନେଇଛି, ଆଉ ଅନେକଙ୍କୁ ନୂଆ ରାହା ବି ଦେଖାଇଛି। ବିଶେଷକରି ଯୁବବର୍ଗ ଘରେ ହାତବାନ୍ଧି ନ ବସି ଭିନ୍ନ ପନ୍ଥା ବି ଖୋଜି ପାଇଛନ୍ତି। ଲକ୍‌ଡାଉନ୍‌ରେ ରୋଜଗାର ହରାଇବା ପରେ ଅନନ୍ୟ ପ୍ରୟାସ…

ଏଥର କଟକଣାରେ ଭସାଣି

ପୁରୀ ଅଫିସ,୨୪ା୧୦: ଶାରଦୀୟ ଦୁର୍ଗାପୂଜାର ସମସ୍ତ ରୀତିନୀତି କିପରି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହେବ ତାହା ଉପରେ ଗୁରୁତ୍ୱ ଦେଇଛି ପୁରୀ ଜିଲା ପ୍ରଶାସନ। ଚଳିତବର୍ଷ ମହାମାରୀ କରୋନା ପାଇଁ ସବୁକିଛି ନିରାଡ଼ମ୍ବର ଭାବେ କରାଯିବ। ମା’ ଦୁର୍ଗା ଓ ଗୋଷାଣି…

ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ୧୨୨୯ରେ ପହଞ୍ଚିଥିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ ଖସିଚାଲିଛି କରୋନା ଗ୍ରାମ୍‌। ୨୪ ଘଣ୍ଟା ମଧ୍ୟରେ ୧୬୯୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି। ଏ ନେଇ…

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ୧୬୯୫ ପଜିଟିଭ, ୨୭୯୫୮୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ୩୦ ଜିଲାରୁ ପୁଣି ୧୬୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୯୫୮୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

୧୨୦୦ ଟପିଲା କରୋନା ମୃତ୍ୟୁ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ହୁହୁ ହୋଇ ବଢ଼ୁଛି। ଶେଷ ୨୪ ଘଣ୍ଟାରେ ଆଉ ୧୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ଅନୁଗୋଳ ଓ ଗଜପତିରୁ ୩ଜଣ ଲେଖାଏ ଥିବାବେଳେ ମୟୂରଭଞ୍ଜ ଓ ଯାଜପୁରରୁ ୨ଜଣ ଲେଖାଏ,…

ଆର୍ଟହଜ୍‌ ଗ୍ୟାଲେରିରେ ଓଡ଼ିଆ ଶିଳ୍ପୀଙ୍କ ଚିତ୍ରକଳା

ଭୁବନେଶ୍ୱର, ୨୪ା୧୦(ବ୍ୟୁରୋ): ବାଲେଶ୍ୱର ଜିଲା ଗୋହିରାପଦା ଗ୍ରାମର ଯୁବ ଚିତ୍ରଶିଳ୍ପୀ ଆଦିତ୍ୟ କୁମାର ଜେନାଙ୍କ ଚିତ୍ରକଳା ‘ନେଚର ଫାଣ୍ଟାସି’ ଦକ୍ଷିଣ ଭାରତର ପ୍ରସିଦ୍ଧ ଆର୍ଟ ଗ୍ୟାଲେରୀ ଆର୍ଟହଜ୍‌ରେ ସ୍ଥାନ ପାଇଛି। କେବଳ ସେତିକି ନୁହେଁ, ଆଦିତ୍ୟଙ୍କ ଚିତ୍ରକଳା ସମ୍ପର୍କରେ ଏକ ଆଲେଖ୍ୟ…

କୋଭିଡ୍‌ ନିୟମ ମାନୁ ନ ଥିବା ଦୋକାନ ସିଲ୍‌ ହେବ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): କରୋନା କଟକଣା ଓ ପାର୍ବଣ ସତର୍କତା ସତ୍ତ୍ୱେ ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଗହଳି ବଢ଼ୁଛି। ସାମାଜିକ ଦୂରତ୍ୱ ରହୁ ନ ଥିବାବେଳେ ବ୍ୟବସାୟୀ ଓ ଗ୍ରାହକ କଟକଣା ମାନୁ ନାହାନ୍ତି। ଶୁକ୍ରବାର ମାକେର୍ଟ ବିଲ୍ଡିଂର ଏପରି ସ୍ଥିତିକୁ ଦେଖିବା…

ଦଶହରାରେ ବର୍ଷା ନାହିଁ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଲଘୁଚାପ ଦୁର୍ବଳ ହୋଇଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେଲାଣି। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ଘୋଷଣା କରାଯିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ଉପନିର୍ବାଚନ: କରୋନାରେ ମୃତ୍ୟୁ ହେଲେ ୩୦ ଲକ୍ଷ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): କୋଭିଡ୍‌ ମହାମାରୀ ମଧ୍ୟରେ ନଭେମ୍ବର ୩ରେ ତିର୍ତ୍ତୋଲ ଏବଂ ବାଲେଶ୍ୱର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ପୋଲିଂ କର୍ମଚାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ସୁରକ୍ଷା ବାହିନୀ ଯବାନଙ୍କର କୋଭିଡ୍‌ରେ ମୃତ୍ୟୁ ହେଲେ ସେମାନଙ୍କ ପରିବାରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri