ରାଜ୍ୟ

୧୧ ଟଙ୍କାର କାମ ପାଇଁ ନେଉଥିଲେ ୧୫ ଶହ

ବ୍ରଜରାଜନଗର,୧୯।୧: ଝାରସୁଗୁଗୁଡ଼ା ଜିଲା ରାଜପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସ୍ବାସ୍ଥ୍ୟକର୍ମୀ ଭରତ ଘାସି ମଙ୍ଗଳବାର ୧୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସୂଚନା ଯୋଗ୍ୟ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଜନ୍ମମୃତ୍ୟୁ ପଞ୍ଜୀକରଣ ପାଇଁ ୧୧ ଟଙ୍କା…

୨ ବାଘ ଛାଲ ବେପାରୀଙ୍କୁ ଗିରଫ କଲା ପୋଲିସ

ଜୁନାଗଡ଼,୧୯।୧: ଛତିଶଗଡ଼ ପୋଲିସ ୨ଜଣ ବାଘ ଛାଲ ବେପାରୀଙ୍କୁ ଧରିବାରେ ସଫଲ ହୋଇଛି। ପୋଲିସ ତାଙ୍କଠାରୁ ୨ଟି ବାଘ ଛାଲ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଝାରବନ୍ଦ ଗ୍ରାମର ରମେଶ ନାଏକ, ଗୋଳାମୁଣ୍ଡା…

ରାଉରକେଲାରେ ହେବ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ: ସ୍ଥାନ ପରିଦର୍ଶନ କଲେ ପ୍ରଶାସନିକ ଅଧିକାରୀ

ଭୁବନେଶ୍ୱର,୧୯।୧(ବ୍ୟୁରେ): ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫ଟି ସଚିବ ଭି.କେ.ପାଣ୍ଡିଆନ, କ୍ରୀଡ଼ା ଓ ଯୁବ ସେବା ବିଭାଗର ସ୍ବତନ୍ତ୍ର ସଚିବ ଆର୍‌ ଭିନିଲ କ୍ରିଷ୍ଣା ମଙ୍ଗଳବାର ରାଉରକେଲା ଗସ୍ତରେ ଯାଇ ବିପିୟୁଟି ପରିସରରେ ନିର୍ମାଣ ହେବାକୁ ଥିବା ଆନ୍ତର୍ଜାତୀୟ ହକି…

ଆଜି ଭୁବନେଶ୍ୱରରୁ ୫ ଆକ୍ରାନ୍ତ ଚିହ୍ନଟ: ଲୋକାଲ କେସ ସଂଖ୍ୟା ଅଧିକ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ଭୁବନେଶ୍ୱରରେ ହେବ ଆଉ ଏକ ଫୁଟ୍‌ ଓଭର ବ୍ରିଜ

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ଭୁବନେଶ୍ୱରରେ ନିର୍ମାଣ ହେବ ଆଉ ଏକ ଫୁଟ୍‌ ଓଭର ବ୍ରିଜ। ୧୬ ନମ୍ବର ଜାତୀୟ ରାଜପଥର ସହିଦନଗର-ସତ୍‌ସଙ୍ଗ ବିହାର ମଧ୍ୟରେ ତିଆରି ହେବ ଏହି ଫୁଟ ଓଭର ବ୍ରିଜ। ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ…

୩୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ ଅଫିସ, ୧୯।୧: ଢେଙ୍କାନାଳ ସଦର ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲକ୍ଷ୍ମଣ ମାଙ୍କଡ଼ା ପଥର ଚାଲାଣ ପାଇଁ ଟ୍ରାଞ୍ଜିଟ୍‌ ପାସ୍‌ କରାଇଦେବାକୁ ପଥର ବ୍ୟବସାୟୀ ଦିଲୀପ ସେନାପତିଙ୍କ ଠାରୁ ୩୦…

ସଚେତନ ରହିଲେ ସୁରକ୍ଷିତ ରହିବେ : କମିଶନର

ଭୁବନେଶ୍ୱର,୧୯।୧(ବ୍ୟୁରେ): ଗଣତାନ୍ତ୍ରିକ ଦେଶରେ ଯେ ପର୍ଯ୍ୟନ୍ତ ସାଧାରଣ ଲୋକେ ସଚେତନ ନ ହେବେ ସେ ପର୍ଯ୍ୟନ୍ତ ଆଇନ୍‌କୁ କଡାକଡି ପାଳନ କରିବା ଓ ଜନସାଧାରଣଙ୍କୁ ସୁରକ୍ଷିତ ରଖିବା ସମ୍ଭବପର ନୁହେଁ। ନିଜେ ସଚେତନ ରହିଲେ ନିଜକୁ ସୁରକ୍ଷିତ ରଖିପାରିବା। ସୋମବାର ଏଜି…

୨୧ରୁ ତୋଷାଳି ମେଳା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଚଳିତବର୍ଷ ପଞ୍ଚଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆସନ୍ତା ୨୧ ତାରିଖରୁ ଫେବୃୟାରୀ ୪ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜିତ ହେବ। ଏଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ କାରିଗର, ବୁଣାକାର…

ଚାଷୀଙ୍କୁ ନେଇ ବିଜେଡି-ଭାଜପା ଟଣାଓଟରା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଚାଷୀ ଓ ଚାଷକ୍‌ୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ଟଣା ଓଟରା ଲାଗିଛି। କେନ୍ଦ୍ର ସରକାର ଚାଉଳ ସଂଗ୍ରହ ନୀତିରେ ପରିବର୍ତ୍ତନ କରିବା ସହିତ ଧାନ ସଂଗ୍ରହ ବାବଦରେ ଓଡ଼ିଶାକୁ ଦେବାକୁ ଥିବା ୬୦୪୦ କୋଟି ଟଙ୍କାର ସବ୍‌ସିଡି…

ଆଜିଠୁ ଖୋଲିବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର,୧୯।୧(ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ୧୦ ମାସ ଧରି ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟ ଓ କଟକସ୍ଥିତ ଆନନ୍ଦଭବନ ସଂଗ୍ରହାଳୟ। ସଂଗ୍ରହାଳୟ ପରିସରରେ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରାଯିବ। ସମସ୍ତଙ୍କ…

୧୦ ଜିଲାରେ ଘନ କୁହୁଡ଼ି

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟରେ ଶୀତ ବଢିବା ସହିତ କେତେକ ଜିଲାରେ ଘନ କୁହୁଡି ଦେଖାଦେଇଛି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ୧୦ଟି ଜିଲାରେ ଘନ କୁହୁଡି ହେବ ବୋଲିି ପାଣିପାଗ ବିଭାଗ ସତର୍କ କରିଛି। ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା…

ସଡ଼କ ସୁରକ୍ଷା ନିୟମ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ସୋମବାରଠାରୁ ଦେଶରେ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି। ଏହା ଜାନୁୟାରୀ ୧୮ରୁ ଫେବୃୟାରୀ ୧୭ ତାରିଖ ଯାଏ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି କହିଛନ୍ତି ଯେ ବେପରୁଆ ଗାଡ଼ିିଚାଳନା ଏବଂ ସଡ଼କକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri