ରାଜ୍ୟ

୨୨ ଦିନରେ ଗଲାଣି ୩୫୪ ଜୀବନ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ) :ରାଜ୍ୟରେ ହ୍ରାସ ପାଉଥିବା ଦୈନିକ ସଂକ୍ରମଣ ଆଶ୍ୱସ୍ତି ଦେଉଥିବାବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ଅଗଷ୍ଟରେ ୩୧୫ଜଣ ଓ ସେପ୍ଟେମ୍ବରରେ ୩୫୦ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିଲା। ତେବେ ଅକ୍ଟୋବରରେ ଆହୁରି ଘାତକ ସାଜିଛି ଏହି ମହାମାରୀ। ମାତ୍ର ୨୨ ଦିନରେ…

ସେ ଥିଲେ ଉଦାର ବ୍ୟକ୍ତି

ଶରତ କୁମାର କର ଆଜି ନାହାନ୍ତି। ସେ ବିଶାଳ ବ୍ୟକ୍ତିତ୍ୱଙ୍କ ସମ୍ବନ୍ଧରେ କିଛି କହିବା ବା ଲେଖିବା ଏକ ଦୁଃସାହସ କହିଲେ ଅତ୍ୟୁକ୍ତି ହେବନାହିଁ। ଦୀର୍ଘ ତେପନ ବର୍ଷ ତାଙ୍କ ସହିତ ରହିବା ପରେ ମୁଁ ଏତିକି ଜାଣିଛି ଯେ ସେ…

ଜେଜେ ପ୍ରେରଣାର ଉତ୍ସ

ମୋର ସ୍ବର୍ଗତ ଜେଜେବାପା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ମହାନ୍ତି ଥିଲେ ଜଣେ ମିଷ୍ଟଭାଷୀ, ପରୋପକାରୀ ତଥା ଆଧ୍ୟାତ୍ମିକ ବିଚାରସମ୍ପନ୍ନ ମଣିଷ। ତାଙ୍କର ରାଜନୈତିକ ଜୀବନ ଥିଲା ଜଣେ ନିଷ୍ଠାପର ସମାଜସେବୀର ଜୀବନ। ତାଙ୍କର ରାଜନୈତିକ ସଫଳତା ଥିଲା ସାଧାରଣ…

ସବୁ କାର୍ଯ୍ୟ ଅନ୍‌ଲାଇନ୍‌ରେ ହେବ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ):ରାଶନ କାର୍ଡଠାରୁ ଆରମ୍ଭ କରି ଧାନ ସଂଗ୍ରହ ପଞ୍ଜୀକରଣ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଅନ୍‌ଲାଇନ୍‌ରେ ହେବ। ‘ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା। ଜଣେ ବି ଗରିବ ଲୋକଙ୍କୁ ଏଥିରୁ ବଞ୍ଚିତ ହେବାକୁ ଦେବି ନାହିଁ’ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହି…

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଘନୀଭୂତ ହୋଇ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତ(ଡିପ୍‌ ଡିପ୍ରେଶନ)ରେ ପରିଣତ ହେବା ସମ୍ଭାବନା ରହିଛି। ତେବେ ଲଘୁଚାପ ବାତ୍ୟାରେ ପରିଣତ ହେବ…

ଫିକା ପଡ଼ିବ ଶକ୍ତିପୀଠ

ବଅଁରପାଳ, ୨୩ା୧୦(ଡି.ଏନ.ଏ.) ଚଳିତ ବର୍ଷ ଆଡମ୍ବରବିହୀନ ହେବ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ତଳମୂଳସ୍ଥିତ ଦୁର୍ଗା ପୂଜା। ପ୍ରସିଦ୍ଧ ଦୁର୍ଗା ଦେବୀ ମନ୍ଦିରରେ ସବୁ ବର୍ଷ ଜାକଜମକରେ ପୂଜା ପାଳନ କରାଯାଉଥିବାବେଳେ ଏ ବର୍ଷ ଉତ୍ସବ ଫିକା ପଡିବ। ଶକ୍ତିପୀଠ ପୂର୍ବ…

ସୁଯୋଗର ହେଉନି ସଦୁପଯୋଗ

ଅନୁଗୋଳ ଅଫିସ, ୨୩ା୧୦ ଶିଳ୍ପ ସମୃଦ୍ଧ ଅନୁଗୋଳ ଜିଲାରେ ପର୍ଯ୍ୟଟନର ପର୍ଯ୍ୟାପ୍ତ ସୁଯୋଗ ରହିଛି। କିନ୍ତୁ ଏଯାଏ ମାତ୍ର ୧୩ଟି ସ୍ଥାନକୁ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ କରାଯାଇପାରିଛି। ଜିଲାର କେତୋଟି ପୂରାତନ ଦେବଦେବୀ ପୀଠ, ଜଳପ୍ରପାତ, ଡ୍ୟାମ୍‌ ଏବେ ବି ଲୋକ…

କଳାର ସୌଦାଗର ସୁରସାର୍‌

ଭୁବନ, ୨୩।୧୦(ଡି.ଏନ.ଏ.) ହାତରେ ଚାମର ଧରିଲେ ସେ ପାଲଟିଯାଆନ୍ତି ପାଲାଗାୟକ। ରଙ୍ଗତୂଳୀ ଧରିଲେ ମାଟି ପ୍ରତିମାରେ ସଞ୍ଚରି ଉଠେ ଜୀବନ। ନାଟକ ପ୍ରଚ୍ଛଦପଟରେ ରହି କଳାକାରଙ୍କୁ ତାଗିଦ୍‌ କରିବା ବେଳେ ତାଙ୍କ ପରିଚୟ ବଦଳିଯାଏ ନାଟ୍ୟ ନିର୍ଦ୍ଦେଶକରେ। ମୁହଁରେ ରଙ୍ଗ ବୋଳି…

ଲଗାଣ ବର୍ଷାରେ କ୍ଷେତରେ ଗଜା ହେଲା ଧାନ

କୋକସରା, ୨୩।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକାସରା ବ୍ଳକର ଚାଷୀଙ୍କୁ ସମସ୍ୟା ପିଛା ଛାଡୁନି। କେତେବେଳେ ଅନାବୃଷ୍ଟି ତ କେତେ ବେଳେ ଧାନ ଚାଷରେ ରୋଗପୋକର ପ୍ରାଦୁର୍ଭାବରେ ଚାଷୀ ତଳିତଳାନ୍ତ ହୋଉଥିବା ବେଳେ ଏବେ ଲଘୁ ଜନିତ ବର୍ଷା ଯୋଗଁୁ ପାଚିଲା…

ଆଭ୍ୟନ୍ତରୀଣ ଅଞ୍ଚଳବାସୀଙ୍କୁ ବୋଟ୍‌ ଯୋଗାଇବେ ଆନନ୍ଦ ମହିନ୍ଦ୍ରା

ମାଲକାନଗିରି,୨୨ା୧୦(ଡି.ଏନ୍‌.ଏ.)-ମାଲକାନଗିରି ଜିଲାରେ ଅନେକ ଆଭ୍ୟନ୍ତରୀଣ ଅଞ୍ଚଳରେ ବନ୍ୟା ସମୟରେ ନଦୀ ପାରହୋଇ ଅଞ୍ଚଳବାସୀ ଯାତାୟାତ ପାଇଁ ଅସୁବିଧାର ସମ୍ମୁଖୀନ ହୁଅନ୍ତି। ଏପରିକି ଲାଉତୁମ୍ବା, କଦଳୀ ଗଛର ଭାର, ପେଟତଳେ ହାଣ୍ଡି ଦେଇ ବିପଦସଙ୍କୁଳ ଅବସ୍ଥାରେ ଲୋକେ ନଦୀ ପାର ହୋଇଥାନ୍ତି। ନିକଟରେ…

ମହୁମୁହାଣ ଗ୍ରାମରୁ ବଜ୍ରକାପ୍ତା ଉଦ୍ଧାର: ଜଣେ ଗିରଫ

ସଜନାଗଡ଼, ୨୨।୧୦(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ମହୁମୁହାଣ ଗ୍ରାମରେ ଗୁରୁବାର ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଏଥିରେ ସମ୍ପୃକ୍ତ ଅଭିଯୋଗରେ ସୁଦର୍ଶନ ନାୟକ (୫୫)ଙ୍କୁ ଗିରଫ କରାଯାଇଛି। ଏହି ବଜ୍ରକାପ୍ତାର ଓଜନ ୧୨କି.ଗ୍ରା. ହେବ।…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୨୧୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୪୯, କଟକରୁ ୧୪୦, ସୁନ୍ଦରଗଡରୁ ୧୧୪, ବାଲେଶ୍ୱରରୁ ୧୦୪, ମୟୁରଭଞ୍ଜରୁ ୧୦୦, ନବରଙ୍ଗପୁରରୁ ୧୦୦, ନୂଆପଡାରୁ ୯୯, ଯାଜପୁରରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri