ଦଶହରାରେ ଖୋଲା ରହିବ ଆର୍ଟିଓ ଅଫିସ
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ଗାଡି ରେଜିଷ୍ଟ୍ରେଶନ ପାଇଁ ଦଶହରାରେ ଆର୍ଟିଓ ଅଫିସ ଖୋଲା ରହିବ। ଏ ନେଇ ଏସ୍ଟିଏ ପକ୍ଷରୁ ଟୁଇଟ୍କରି ସୂଚନା ଦିଆଯାଇଛି। ସୂଚନା ମୁତାବକ, ୨୪ ଏବଂ ୨୬ ତାରିଖ ଦିନ ସମସ୍ତ ଆର୍ଟିଓ ଅଫିସ ଖୋଲା ରହିବ। ଉଭୟ…
ରାଜଧାନୀରୁ ୨୦୧ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୨୯୨
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୨୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୬୪ ଏବଂ ଲୋକାଲ କେସ୍ ୧୩୭ ଜଣ ରହିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ…
ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ, କୌଣସି ଛାତ୍ରୀଛାତ୍ରଙ୍କୁ ମିଳିନି ଗ୍ରେଡ୍ A1
କଟକ ଅଫିସ,୨୨ା୧୦: ଗୁରୁବାର ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ଚଳିତବର୍ଷ ୨୧, ୪୮୭ ଛାତ୍ରୀଛାତ୍ର ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୫, ୨୪୪ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ତେବେ ଚଳିତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା କୌଣସି…
ବାତ୍ୟା ଭୟ ନାହିଁ: ଆଞ୍ଚଳିକ ପାଣିପାଗ ବିଭାଗ
ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇ ସାରିଥିବା ବେଳେ ଏହା ପ୍ରଭାବରେ ଉପକୂଳ ଜିଲାରେ ବର୍ଷା ଲାଗିରହିଛି। ମାତ୍ର ଅବପାତ ବାତ୍ୟାରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ ବୋଲି ସ୍ପଷ୍ଟ କରିଛି ଭୁବନେଶ୍ୱର…
କରୋନାରେ ୧୫ ଜୀବନ ଗଲା
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ୧୫…
ଆଜି ରାଜ୍ୟରେ ପୁଣି ୧୯୧୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୦୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୮୦୪ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
‘ଆତ୍ମସନ୍ତୋଷର ସ୍ଥାନ ନାହିଁ, ଅଧିକ ସତର୍କ ହୁଅ’
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟରେ କୋଭିଡ୍ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ସବୁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ଏବଂ କୋଭିଡ୍ ଯୋଦ୍ଧାଙ୍କ କଠିନ ପରିଶ୍ରମ ତଥା ସମ୍ପୃକ୍ତ…
ଅବହେଳାରୁ ଐତିହ୍ୟ ନଷ୍ଟ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ):ଅବହେଳିତ ଓ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି ରାଜ୍ୟର ବହୁ ଐତିହ୍ୟସ୍ଥଳ। ରକ୍ଷଣାବେକ୍ଷଣ ଅଭାବରୁ ଧୀରେ ଧୀରେ ମାଟିରେ ମିଶୁଛି ଐତିହାସିକ କୀର୍ତ୍ତିରାଜି। ଇତିମଧ୍ୟରେ ମନ୍ଦିରମାଳିନୀ ସହର ଭୁବନେଶ୍ୱରରେ ଅନେକ ଐତିହ୍ୟ ସତ୍ତା ହରାଇ ବସିଥିବାବେଳେ ଆଉ କିଛି ଧୀରେ ଧୀରେ ନଜରରୁ…
ଧର୍ମପଦ ପୁରସ୍କାର ଗ୍ରହଣ କଲେ ଯତୀନ ଦାସ
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ଓଡ଼ିଶା ଲଳିତ କଳା ଏକାଡ଼େମୀ ତରଫରୁ ଖ୍ୟାତନାମା ଚିତ୍ରଶିଳ୍ପୀ ଯତୀନ ଦାସଙ୍କୁ ଏକଡ଼େମୀର ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ପ୍ରଦାନ କରାଯାଇଛି। ୨୦୧୩ ମସିହା ଲାଗି ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଗତ ଅଗଷ୍ଟ ୧୦ରେ ଓଡ଼ିଆ ଭାଷା…
ଆରୋଗ୍ୟ ପରବର୍ତ୍ତୀ ପରିଚାଳନା ପାଇଁ ଆଡ୍ଭାଇଜରି
ଭୁବନେଶ୍ୱର,୨୨।୧୦(ବ୍ୟୁରୋ):କରୋନାରୁ ଆରୋଗ୍ୟ ପରବର୍ତ୍ତୀ ପରିଚାଳନା ସଂକ୍ରାନ୍ତରେ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ଆଡ଼ଭାଇଜରି ଜାରି ହୋଇଛି। ସୁସ୍ଥ ହେବା ପରେ ମଧ୍ୟ ଅଧିକାଂଶ ଆକ୍ରାନ୍ତଙ୍କ ପାଖରେ ଅନ୍ୟକିଛି ରୋଗର ଲକ୍ଷଣ ଦେଖାଯାଉଛି। ତେଣୁ ଏକ୍ଷେତ୍ରରେ…
ଆଜି ୧୫ ମିନିଟ୍ ବିଦ୍ୟୁତ୍ ନ ଜାଳିବାକୁ ନିବେଦନ
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ବିଦ୍ୟୁତ୍ ଦର ବୃଦ୍ଧିକୁ ବିରୋଧ କରି ପ୍ରତୀକାତ୍ମକ ପ୍ରତିବାଦ ଲାଗି ବିଦ୍ୟୁତ୍ ଉପଭୋକ୍ତା ମହାସଂଘ ସହ ଅନ୍ୟାନ୍ୟ ସଙ୍ଗଠନ ପକ୍ଷରୁ ଆହ୍ବାନ ଦିଆଯାଇଛି। ଗୁରୁବାର ସା ୬ଟାରୁ ୬ଟା ୧୫ ମିନିଟ୍ ପର୍ଯ୍ୟନ୍ତ ବିଜୁଳି ନ ଜାଳିବାକୁ ଲୋକଙ୍କୁ ନିବେଦନ…
ବିଲୀନ ହେବ ବୌଦ୍ଧସ୍ତୂପ ପାରାଭାଡ଼ି
ଚଣ୍ଡିଖୋଲ, ୨୨।୧୦:ମାନବ ସଭ୍ୟତାକୁ ଶାନ୍ତିର ବାର୍ତ୍ତା ଦେଇଛି ବୈଦ୍ଧ ଧର୍ମ। ପ୍ରାଚୀନ ବୌଦ୍ଧ କୀର୍ତ୍ତିରାଜି ପାଇଁ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶା ହାସଲ କରିଛି ସ୍ବତନ୍ତ୍ର ପରିଚୟ। ଲଳିତଗିରି, ରତ୍ନଗିରି ଓ ଉଦୟଗିରିକୁ ନେଇ ପରିକଳ୍ପିତ ‘ହୀରକ ତ୍ରିଭୂଜ’ ବିଶ୍ୱ ମାନଚିତ୍ରରେ…
Archives


