ଆଜି ରାଜଧାନୀରୁ ୨୩୯ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୨
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୨୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୧୭୬ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ସେହିପରି ଆଜି…
ଯୁବକଙ୍କୁ ଅଜ୍ଞାତରେ ନୁହେଁ, ଥାନାରେ କରାଯାଉଛି ଜେରା: ପୋଲିସ କମିଶନର
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ନ୍ୟାଶନାଲ ଇନ୍ଭେଷ୍ଟିଗେସନ ଏଜେନ୍ସି ଟିମ୍ (NIA) ଭୁବନେଶ୍ୱରରୁ ଜଣଙ୍କୁ ଉଠାଇ ନେଇ ଖଣ୍ଡଗିରି ଥାନାରେ ପଚରାଉଚରା କରୁଛି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ସେ କହିଛନ୍ତି, ଉକ୍ତ ଯୁବକଙ୍କୁ ଅଜ୍ଞାତରେ ନୁହେଁ; ଖଣ୍ଡଗିରି ଥାନାରେ…
ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୩ ଆକ୍ରାନ୍ତ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୧୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୮୧କୁ ବୃଦ୍ଧି ପାଇଛି।…
CORONAVIRUS UPDATE: ରାଜ୍ୟରେ ନୂଆ ୧୯୩୧ ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୦ ଜିଲାରୁ ପୁଣି ୧୯୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୪୧୮୧ ଆକ୍ରାନ୍ତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଆର୍ ଆଣ୍ଡ୍ ବି ଡିଭିଜନ-୫ ସହକାରୀ ଯନ୍ତ୍ରୀ ସାରଦା ପ୍ରସାଦ ଗୌଡ଼। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ୫ଟି ସ୍ଥାନରେ ଏକକାଳିନ ଚଢ଼ାଉ ଜାରି ରହିଛି। ଚଢ଼ାଉ ହେଉଥିବା ସ୍ଥାନଗୁଡିକ ହେଉଛି,…
ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୩ ଦିନ ବର୍ଷିବ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୩ ଦିନ…
ଟ୍ରାଫିକ ହାବିଲଦାର ଲଳିତ ସମ୍ମାନିତ
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): କଟକରେ କାର୍ଯ୍ୟରତ ଟ୍ରାଫିକ ହାବିଲଦାର ଲଳିତ ମୋହନ ରାଉତଙ୍କୁ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସମ୍ମାନିତ କରିଛନ୍ତି। ୧ହଜାର ଟଙ୍କା ସହ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି। ଗତ ୧୭ତାରିଖ ଅପରାହ୍ନରେ ଲଳିତ କଟକ ଶିଖରପୁର ଟ୍ରାଫିକ ଛକରେ ଡ୍ୟୁଟି…
ସୁବ୍ରତଙ୍କୁ ବିଜୁ ପଟ୍ଟନାୟକ ପୁରସ୍କାର
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୧୮ ଲାଗି ବିଜ୍ଞାନ ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ପାଇଁ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସୁବ୍ରତ କୁମାର ଆଚାର୍ଯ୍ୟଙ୍କୁ ସମ୍ମାନଜନକ ‘ବିଜୁ ପଟ୍ଟନାୟକ ପୁରସ୍କାର’ ଦିଆଯାଇଛି। ଏ ବାବଦରେ ତାଙ୍କୁ ୨ ଲକ୍ଷ ଟଙ୍କାର…
ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣା: ଘଟଣାସ୍ଥଳ ଯାଞ୍ଚ କଲେ ୪ଜଣିଆ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜଭବନ ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣାର କାରଣ ଏବେ ବି ରହସ୍ୟ ହୋଇରହିଛି। କେଉଁ କାରଣ ପାଇଁ ଏଭଳି ବଡ଼ ବିସ୍ଫୋରଣ ହେଲା ସେନେଇ କେହି ବି ମୁହଁ ଖୋଲୁ ନାହାନ୍ତି। କମିଶନରେଟ ପୋଲିସ, ପେସୋ(ପେଟ୍ରୋଲିୟମ୍ ଆଣ୍ଡ୍ ଏକ୍ସପ୍ଲୋସିଭ୍ ସେଫ୍ଟି…
ମଣିଷ-ବନ୍ୟପ୍ରାଣୀ ସଂଘର୍ଷ: ଗଠନ ହେବ ଟାସ୍କଫୋର୍ସ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷକୁ ହ୍ରାସ କରାଯିବା ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଗଠନ କରାଯିବ। ଏ ନେଇ ମଙ୍ଗଳବାର ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ଏହି…
କରୋନାକୁ ହରାଇଲେ ୯୦ ବର୍ଷୀୟ କ୍ୟାନ୍ସର ପୀଡ଼ିତ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ)- କରୋନାକୁ ହରାଇଛନ୍ତି ୯୦ ବର୍ଷୀୟ ମୁରଲୀଧର ଶତପଥୀ। ସେ ଗଳା କର୍କଟ ରୋଗରେ ପୀଡ଼ିତ ଥାଇ ମଧ୍ୟ କୋଭିଡ୍କୁ ପରାସ୍ତ କରିବାରେ ସଫଳ ହୋଇଛନ୍ତି। ଗତ ୧୦ତାରିଖରେ ସେ କରୋନାରେ ସଂକ୍ରମିତ ହେବାପରେ ତାଙ୍କୁ କ୍ୟାନ୍ସର ହସ୍ପିଟାଲ୍ରୁ ଭୁବନେଶ୍ୱରସ୍ଥିତ ଏକ…
ବିଦ୍ୟୁତ୍ ଦର ବୃଦ୍ଧିରେ ଯୁବକଂଗ୍ରେସର ପ୍ରତିବାଦ
ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ପ୍ରତିବାଦ ଚାଲିଛି। ମଙ୍ଗଳବାର ରାଜ୍ୟ ବିଦ୍ୟୁତ୍ ନିୟାମକ ବୋର୍ଡ ସମ୍ମୁଖରେ ଯୁବକଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଟିଭି ଓ କମ୍ପ୍ୟୁଟର ପୋଡ଼ି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କରୋନାରେ ଜୀବନ…
Archives


