ରାଜ୍ୟ

ମେକ୍‌ ଇନ୍‌ ଓଡ଼ିଶା ପାଇଁ ଏଫ୍‌ଆଇସିସିଆଇ ହେବ ପାର୍ଟନର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ମେକ୍‌-ଇନ୍‌ ଓଡ଼ିଶାର ତୃତୀୟ ସଂସ୍କରଣ ପାଇଁ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିଜ(ଏଫ୍‌ଆଇସିସିଆଇ) ନ୍ୟାଶନାଲ ପାର୍ଟନର ହେବ। ଏନେଇ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଇପିକଲ ଏବଂ ଏଫ୍‌ଆଇସିସିଆଇ ମଧ୍ୟରେ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷର…

ଶୀତ ପାଇଁ ମୌସୁମୀ ବାଧକ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ନଭେମ୍ବର ପହିଲା ପୂର୍ବରୁ ଏହା ପ୍ରତ୍ୟାବର୍ତ୍ତନ କରିବା ସମ୍ଭାବନା କ୍ଷୀଣ। ଅକ୍ଟୋବରରେ ଲଗାତର ଲଘୁଚାପ ଯୋଗୁ ମୌସୁମୀ ଅଧିକ ବଳବାନ ହୋଇଛି। ବିଭିନ୍ନ ପ୍ରାନ୍ତରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଚଳିତବର୍ଷ…

ସାବଧାନ ନ ହେଲେ ହଇରାଣ ହେବା

ଭୁବନେଶ୍ୱର, ୨୧ା୧୦(ବ୍ୟୁରୋ): ଆଗକୁ ପାର୍ବଣ ସାଙ୍ଗକୁ ଶୀତଦିନ ଆସୁଛି। ସଚେତନ ନ ରହିଲେ ପରିସ୍ଥିତି ପୁଣି ବିଗିଡ଼ିଯିବ। କେରଳ ଓ ପାଶ୍ଚାତ୍ୟ ଦେଶ ଭଳି ପୁଣି ସଂକ୍ରମଣ ବଢ଼ିଯିବ। ଆମେ ଓ ଆମ ପରିବାର ହଇରାଣ ହେବେ। ପାର୍ବଣରେ ସର୍ବସାଧାରଣ ସ୍ଥାନରେ…

କଲରାପତରିଆ ବାଘ ଚମଡ଼ା ଜବତ, ୫ ଗିରଫ

ବାରିପଦା ଅଫିସ/ବିଶୋଇ, ୨୦।୧୦(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଟାର୍ଗେଟ କରିଛନ୍ତି ବାଘଛାଲ ବେପାରୀ। ଶିମିଳିପାଳ ପାଦଦେଶରେ ମଙ୍ଗଳବାର କଲରାପତରିଆ ବାଘଚମଡା ବିକ୍ରି ନିମନ୍ତେ ଡିଲ୍‌ ଚାଲିଥିବା ବେଳେ ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୫ଜଣ ଯୁବକଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବାଘଚମଡା…

ରାଜ୍ୟରେ ଅଢ଼େଇ ଲକ୍ଷ ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର, ୨୦।୧୦: ଓଡ଼ିଶାରେ କରୋନାରୁ ଆରୋଗ୍ୟ ହୋଇଥିବା ଲୋକ ସଂଖ୍ୟା ଅଢ଼େଇ ଲକ୍ଷ ଅତିକ୍ରମ କରିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ରାଜ୍ୟରେ ଆଉ ୨,୬୨୨ ଜଣ ଆକ୍ରାନ୍ତ…

ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଜିପିଏଚ୍‌ ଡିଭିଜନ-୨ ଯନ୍ତ୍ରୀ

ଭୁବନେଶ୍ୱର,୨୦ା୧୦ (ବ୍ୟୁରୋ):ଭିଜିଲାନ୍ସ ଜାଲରେ ଫିସିଛନ୍ତି ଭୁବନେଶ୍ୱର ଜିପିଏଚ୍‌ ଡିଭିଜନ-୨ ଯନ୍ତ୍ରୀ ରବିନ୍ଦ୍ରନାଥ ପ୍ରଧାନ। ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ୬ଟି ସ୍ଥାନରେ ଏହି ଚଢାଉ କରାଯାଇଛି। ତାଙ୍କର ନୟାପଲୀରେ ଥିବା ଦୁଇ ମହଲା…

ଘରେ ରହି ପାଳନ କରନ୍ତୁ ପୂଜା; ସତର୍କତା ଅବଲମ୍ବନ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ଭିଡିଓବାର୍ତ୍ତା ମାଧ୍ୟମରେ ସମ୍ବୋଧନ କରିଛନ୍ତି। ଶାରଦୀୟ ପୂଜା ସମୟରେ ସତର୍କତା ଅବଲମ୍ବନ କରିବାକୁ ସେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଭିଡିଓବାର୍ତ୍ତାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରି କହିଛନ୍ତି,…

ଦାଦାବଟି ମାଗୁଥିଲେ ଏହି ନମ୍ବରରେ ଫୋନ୍‌ କରିବାକୁ ନିର୍ଦ୍ଦେଶ ଦେଲେ ପୋଲିସ ମହାନିର୍ଦ୍ଦେଶକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ):ପାର୍ବଣ ସମୟରେ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛନ୍ତି କମିଶନରେଟ୍‌ ପୋଲିସ। ଦାଦାବଟି ରୋକିବାକୁ ହେଲ୍ପଲାଇନ ନମ୍ବର ଜାରି କରିଛନ୍ତି ପୋଲିସ ଡିଜି ଅଭୟ। ଏହି ହେଲ୍ପ ଲାଇନ ନମ୍ବର ହେଲା ୯୯୩୮୯୧୦୦୦୦। ଏହି ହେଲ୍ପଲାଇନ ନମ୍ବର ଭୁବନେଶ୍ୱର ଓ କଟକରେ କାମ…

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ମଙ୍ଗଳବାର ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ତେବେ ସେ କ’ଣ ବାର୍ତ୍ତା ଦେଉଛନ୍ତି ତା ଉପରେ ସମସ୍ତଙ୍କର ନଜର ରହିଛି। ସେହିପରି ଆଜି ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ…

କଂଗ୍ରେସର ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କର ମଙ୍ଗଳବାର ପରଲୋକ ଘଟିଛି। କଟକ ସଦଗୁରୁ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା। ଏ…

ଦୁର୍ଘଟଣାଗ୍ରସ୍ତ ଛାତ୍ରୀଛାତ୍ର ଏହିଦିନ ଦେଇପାରିବେ ଓଜେଇ ପରୀକ୍ଷା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଗଜପତି ଜିଲା ଚାନ୍ଦିପୁଟ, ରାମଗିରି ଓ ଚନ୍ଦ୍ରଗିରି ଅଞ୍ଚଳର ୪୫ ଜଣ ପରୀକ୍ଷାର୍ଥୀ ଓଜେଇ ପରୀକ୍ଷା ଦେବା ଲାଗି ଏକ ବସ୍‌ରେ ଯାଉଥିବା ସମୟରେ ବସଟି ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଖ ପାକୁଖୋଳା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।…

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଭୁବନେଶ୍ୱର ଜିପିଏଚ୍‌ ଡିଭିଜନ୍‌-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସର ଟିମ୍‌ ଚଢ଼ାଉ ଜାରିରଖିଛି। ତେବେ ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri