ମାଓବାଦୀଙ୍କ ବଡ଼ଧରଣର ଯୋଜନା ପଣ୍ଡ : ୭ ଟିଫିନ୍ ବୋମା ଜବତ
ଚିତ୍ରକୋଣ୍ଡା,୨୦।୧୦(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳ ପଣସପୁଟ ପଞ୍ଚାୟତ ଗୋରାସେତୁ, ସୁଟିଗନ୍ଧି ନିକଟସ୍ଥ ବ୍ରିଜରେ ମାଓବାଦୀ ୭ଟି ଟିଫିନ୍ ବୋମା ଖଞ୍ଜିଥିବା ବେଳେ ଏହାକୁ ନିଷ୍କ୍ରିୟ କରାଯାଇଛି। ବିଏସ୍ଏଫ୍ ଯବାନମାନଙ୍କ ଗତିବିଧିକୁ ଲକ୍ଷରଖି ମାଓବାଦୀମାନେ ଏକ ବଡ଼ଧରଣର ଯୋଜନା କରି ବ୍ରିଜତଳେ…
ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୬୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…
CORONAVIRUS UPDATE: ରାଜ୍ୟରେ ୧୯୦୪ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୯୦୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୨୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୫…
ଟ୍ରେନ ଇଞ୍ଜିନ ଲାଇନଚ୍ୟୁତ
ପୁରୀ ଅଫିସ,୨୦।୧୦: ପୁରୀ ଜିଲା ଚନ୍ଦନପୁର ଓ ତୁଳସୀଚୌରା ମଧ୍ୟରେ ଗୋଟିଏ ଟ୍ରେନର ଇଞ୍ଜିନ ଲାଇନଚ୍ୟୁତ ହୋଇଛି। ସୋମବାର ରାତିରେ ଯାତ୍ରୀ ନ ଥିବା ଖାଲି ବଗି ପୁରୀ ଆସୁଥିବା ବେଳେ ଲାଇନଚ୍ୟୁତ ଘଟିଥିଲା। ଉକ୍ତ ଟ୍ରେନ ଇଞ୍ଜିନ ଆଗର ତିନୋଟି…
ପିପିଲି ମେଡିକାଲରେ ଅବ୍ୟବସ୍ଥା ନେଇ ଧାରଣା
ପିପିଲି,୨୦।୧୦(ସ୍ବ.ପ୍ର.): ପିପିଲି ସରକାରୀ ମେଡିକାଲରେ ବିଭିନ୍ନ ସମସ୍ୟାକୁ ନେଇ ଲାଗିରହିଛି ଅବ୍ୟବସ୍ଥା। ଡାକ୍ତର ନିଯୁକ୍ତିଠାରୁ ଆରମ୍ଭ କରି ନିରାମୟ ସେବା, ସ୍ବାସ୍ଥ୍ୟ କର୍ମଚାରୀ ନିଯୁକ୍ତ, ମେଡିକାଲ ଯନ୍ତ୍ରାଂଶ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଆବଶ୍ୟକ ଥିବାବେଳେ ପ୍ରଶାସନ ପକ୍ଷରୁ ଅଣଦେଖା କରାଯାଉଛି। ଏ ନେଇ…
ବିସ୍ଫୋରଣ ସ୍ଥଳରୁ ଜବତ ସାମଗ୍ରୀ କୋର୍ଟରେ ଦାଖଲ
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜଭବନ ଛକସ୍ଥିତ ଇଣ୍ଡିଆନ୍ ଅଏଲ ପେଟ୍ରୋଲ ପମ୍ପ୍ ବିସ୍ଫୋରଣ ଘଟଣାର ୧୨ ଦିନ ପରେ ବି ପୋଲିସ କେବଳ ଫୋରେନ୍ସିକ୍ ରିପୋର୍ଟକୁ ଚାହିଁ ବସିଛି। ରିପୋର୍ଟ ମିଳିବା ପରେ ପୋଲିସ ତଦନ୍ତ ଆଗକୁ ବଢିବ। ସେପଟରେ ନିଖୋଜ ସୀମାଞ୍ଚଳ ପରିଡ଼ା ମୃତ…
ଇକୋ ବାର୍ ସିଲ୍, ମାଲିକଙ୍କୁ ନୋଟିସ
ଭୁବନେଶ୍ୱର,୨୦।୧୦ (ବ୍ୟୁରୋ): କୋଭିଡ୍ ନିୟମ ଉଲ୍ଲଂଘନ କରି ଜନ୍ମଦିନ ପାଳିବା ମହଙ୍ଗା ପଡ଼ିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଇନ୍ଫୋସିଟି ରୋଡ୍ରେ ଥିବା ଇକୋ ବାର୍ରେ ଚଢାଉ କରି ତାହାକୁ ସିଲ୍ କରିଛି। ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ କରିବା ସହ ଜନ୍ମଦିନ…
ପାର୍ବଣ ସୁରକ୍ଷା ପାଇଁ ୧୫ ଦିନିଆ ସ୍ପେଶାଲ ଡ୍ରାଇଭ୍
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ପାର୍ବଣ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛି କମିଶନରେଟ ପୋଲିସ। ଏଥିପାଇଁ ୧୫ଦିନିଆ ସ୍ପେଶାଲ ଡ୍ରାଇଭ୍ ସୋମବାରଠାରୁ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଦାଦାବଟି, ଲୁଟ, ଡକାୟତି, ଜୁଆ, ଦେହ ବ୍ୟବସାୟ, ନିଶା କାରବାର ଆଦି ଉପରେ କଡ଼ା ନଜର ରହିବ।…
ବିଦ୍ୟୁତ୍ କାଟରେ ସାମିଲହେବାକୁ କଂଗ୍ରେସର ନିବେଦନ
ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ବିଦ୍ୟୁତ୍ ଉପତ୍ାଦନ ପାଇଁ ଆବଶ୍ୟକ ଜଳ, କୋଇଲା ଯଥେଷ୍ଟ ପରିମାଣର ସୂର୍ଯ୍ୟକିରଣ ଓ କୁଣ୍ଡା ଉପଲବ୍ଧ ଅଛି। ତେଣୁ ଓଡ଼ିଶାରେ ବିଦ୍ୟୁତ୍ ଉପତ୍ାଦନ ଖର୍ଚ୍ଚ ସବୁଠାରୁ କମ୍ ହେବା କଥା। କିନ୍ତୁ ଯାହା ଉପତ୍ାଦନ ହେଉଛି ସେଥିରୁ ୩୫…
‘ଗଣମାଧ୍ୟମ ମୁହଁରେ କଳା ବୋଳିଲେ’
ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): କେନ୍ଦୁଝର ଏମ୍ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଏକ ଫେକ୍ ଭିଡିଓ ଭାଇରାଲ ନେଇ ଓଟିଭି ସାମ୍ବାଦିକଙ୍କୁ ପୋଲିସ ଉଠାଇନେଇ ଜେରା କରିବା ପରେ ଟୁଇଟର ଯୁଦ୍ଧ ଜୋର ଧରିଛି। ଏହାକୁ ନିନ୍ଦାକରି ଓଡ଼ିଶା ଏବଂ ମହାରାଷ୍ଟ୍ର ପୋଲିସ ପାକିସ୍ତାନ ଭଳି…
ଡିସେମ୍ବର ୧୫ ସୁଦ୍ଧା ନିର୍ବାଚନ ସାରି ଫଳ ଘୋଷଣା କର
କଟକ ଅଫିସ,୨୦।୧୦: କରୋନା ଯୋଗୁ ଗତ ୭ ମାସ ହେବ ହାଇକୋର୍ଟ ବାର୍ ଆସୋସିଏଶନ୍ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନ ବନ୍ଦ ରହିଥିଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ତେବେ ନିର୍ବାଚନ ପ୍ରକ୍ରିୟା…
ବଳାତ୍କାର ପ୍ରସଙ୍ଗ: ମାନବାଧିକାର କମିଶନଙ୍କୁ ଭେଟିଲା ଭାଜପା
ଭୁବନେଶ୍ୱର, ୨୦।୧୦(ବ୍ୟୁରୋ):ମହିଳାଙ୍କ ପ୍ରତି ସରକାର ଓ ପ୍ରଶାସନର ଉଦାସୀନତା ମନୋଭାବ ଯୋଗୁ ବଳାତ୍କାର, ଘରୋଇ ହିଂସା ଏବଂ ହତ୍ୟା ଘଟଣା ବୃଦ୍ଧି ପାଉଛି। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର ଜଣେ ଛାତ୍ରୀଙ୍କୁ କିଛି ଦୃର୍ବୁତ ମେ…
Archives


