ରାଜ୍ୟ

ପ୍ରତି ପଞ୍ଚାୟତରେ ନିର୍ମାଣ ହେବ କୋଭିଡ କେୟାର ହୋମ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ସାଢେ ୩ ମାସ ହେଲାଣି ଅଦୃଶ୍ୟ ଶକ୍ତି ସହ ଲଢ଼େଇ କରୁଛି ଓଡ଼ିଶା। ଅନ୍ୟ ରାଜ୍ୟ ତୁଳନାରେ ରାଜ୍ୟର ସ୍ଥିତି ଭଲ ଅଛି। ହେଲେ ସ୍ବାସ୍ଥ୍ୟ ସହ ଅର୍ଥନୀତିକୁ ପରିଚାଳନା କରିବା ଆମପାଇଁ ଜରୁରୀ ହୋଇପଡ଼ଇଛି। ଆଗାମୀ ଦିନରେ...

ଜୁଲାଇ ୩୧ ଯାଏ ବଢ଼ିଲା କଟକଣା

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣକୁ ଦେଖି ଜୁଲାଇ ମାସ ପାଇଁ କିଛି କଟକଣାକୁ ପୂର୍ବବତ ରଖିଛନ୍ତି। ଜୁଲାଇ ୩୧ ଯାଏ ଧର୍ମୀୟ ଅନୁଷ୍ଠାନକୁ ସାଧାରଣ ଲୋକ ଯାଇପାରିବେ ନାହିଁ। ଏଥିସହ ଅନ୍ତର୍ଜାତୀୟ ବିମାନ ସେବା, ସିନେମା, ଥିଏଟର ଆଦି ବନ୍ଦ...

ଏଣିକି ରାତି ୯ରୁ ସକାଳ ୫

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାତ୍ରକାଳୀନ କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଛି। ଏଣିକି ରାତି ୯ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ଲାଗିବ। ଏହି ସମୟରେ ଜରୁରୀସେବା ପ୍ରଦାନକାରୀ କର୍ମଚାରୀ କଟକଣା ମୁକ୍ତ ରହିବେ। ସେହିଭଳି ଶିଳ୍ପ କାରଖାନାରେ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୩ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫ହଜାର ଟପିଲା

ଭୁବନେଶ୍ୱର,୩୦।୬(ବ୍ୟୁରୋ):ରାଜ୍ୟରେ ମଙ୍ଗଳବାର ୨୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଗଜପତି ଜିଲାର ସର୍ବାଧିକ ୫୯ଜଣ ଅଛନ୍ତି।...

ଡରେଇଲାଣି ରାଜଧାନୀ: ପୁଣି ୬ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୩୨୦ରେ ପହଞ୍ଚିଲା

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ପଜିଟିଭ୍‌୍‌ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଏଠାରୁ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମଙ୍ଗଳବାର ପୁଣି ୬ ଜଣ କରୋନା ପଜିଟଭ୍‌ ଚିହ୍ନଟ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍‌ ଯୋଗେ...

ଅଗ୍ନିଶମ ବିଭାଗ, ହୋମଗାର୍ଡର ଏଡିଜିପି ଭାବେ ଦାୟିତ୍ୱ ଗ୍ରହଣକଲେ ଡ. ସୌମ୍ୟା ମିଶ୍ର

କଟକ ଅଫିସ,୩୦।୬: ଅଗ୍ନିଶମ ବିଭାଗ ଏବଂ ହୋମଗାର୍ଡର ଏଡିଜିପି ଭାବେ ବରିଷ୍ଠ ଆଇପିଏସ୍‌ ଅଫିସର ଡ. ସୌମ୍ୟା ମିଶ୍ର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ଏବଂ ଆଇଜି ଅସିତ ପାଣିଗ୍ରାହୀ ତାଙ୍କୁ ସ୍ବାଗତ କରିଥିଲେ।...

ଅନୁଗୋଳ ଜିଲାରେ ପ୍ରଥମ ମୁଣ୍ଡ ନେଲା କରୋନା: ନାଲକୋ ଡିଜିଏମ୍‌ଙ୍କ ମୃତ୍ୟୁ

ଅନୁଗୋଳ ଅଫିସ,୩୦।୬: ଅନୁଗୋଳ ଜିଲା ନାଲ୍‌କୋ ଡିଜିଏମ୍‌ଙ୍କର କାରାନାରେ ମୃତ୍ୟୁ ଘଟିଥିବା ମଙ୍ଗଳବାର ଜଣାପଡ଼ିଛି। ସେ କରୋନା ସଙ୍କ୍ରମିତ ହୋଇ ତାଳଚେର କୋଭିଡ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କଣସି ସୂତ୍ରରୁ ସୂଚନା...

ବାହୁଡ଼ା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା: ମୁତୟନ ହେବେ ୭୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ ଅଫିସ, ୩୦।୬: ଜୁଲାଇ ୧ରେ ବାହୁଡ଼ା ଯତ୍ରା। କୋଭିଡ୍‌ ଗାଇଡ୍‌ ଲାଇନ୍‌ ଏବଂ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ମାନି ସମସ୍ତ ପ୍ରକାର କାର୍ଯ୍ୟ କରାଯିବ। ତେଣୁ ଏହାକୁ ନଜରରେ ରଖି ବାହୁଡ଼ା ଯାତ୍ରା ପାଇଁ ସ୍ବତନ୍ତ୍ର ପୋଲିସ ବ୍ୟବସ୍ଥା କରାଯାଇଛି।...

ଭିଡିଓ ରେକର୍ଡିଂରେ ହେବ ଯୁକ୍ତ ୨ ପାଠପଢ଼ା: ତାଲିମ ନେବେ ଅଧ୍ୟାପକ

ଭୁବନେଶ୍ୱର, ୩୦।୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ସ୍କୁଲ, କଲେଜ ଖୋଲିବା ନେଇ ନିଶ୍ଚିତତା ନ ଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଛି। ତେଣୁ ଅନ୍‌ଲାଇନରେ ପଢ଼ିବେ ଯୁକ୍ତ ଦୁଇ ଛାତ୍ରୀଛାତ୍ର। ବିଭିନ୍ନ ବିଷୟର ଅଧ୍ୟାପକ ଓ ଅଧ୍ୟାପିକାମାନେ ଛାତ୍ରୀଛାତ୍ରଙ୍କୁ...

ଛତ୍ରପୁର ବ୍ଲକ ଅଧ୍ୟକ୍ଷଙ୍କୁ କରୋନା :କଳ୍ପବାସୀ ନଗରକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଛତ୍ରପୁର,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧ୍ୟକ୍ଷ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଅପରପକ୍ଷରେ ଏନ୍‌ଏସିର ୱାର୍ଡ ନମ୍ବର ୧୨ର କଳ୍ପବାସୀ ନଗରରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଓ...

ଆକ୍ରାନ୍ତ ପୋଲିସ ଅଧିକାରୀଙ୍କ ସ୍ତ୍ରୀ କରୋନା ପିଜିଟିଭ

କଟକ ଅଫିସ,୩୦।୬: କଟକ ସିଡିଏ ସେକ୍ଟର ୯ରୁ ପୂର୍ବରୁ ଜଣେ ପୋଲିସ ଅଧିକାରୀ କରୋନାରେ ସଂକ୍ରମିତ ହୋଇଥିଲେ। ଫଳରେ ପରିବାର ବର୍ଗଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଥିଲା। ଏବେ ପୋଲିସ ଅଧିକାରୀଙ୍କ ସ୍ତ୍ରୀଙ୍କ ରିପୋର୍ଟ ପିଜିଟିଭ ଆସିଛି। ମଙ୍ଗଳବାର...

ଆସନ୍ତା ୨ ସୁଦ୍ଧା ସରିବ ଶ୍ରୀମନ୍ଦିର ଗର୍ଭଗୃତ ମରାମତି କାମ: ଏଏସ୍‌ଆଇ

ପୁରୀ ଅଫିସ, ୩୦।୬: ଶ୍ରୀମନ୍ଦିର ଭିତରେ କୌଣସି ପ୍ରକାର ବିପଦ ନାହିଁ। ବିଶେଷଜ୍ଞମାନଙ୍କ ଯାଞ୍ଚ ପରେ ଯେଉଁସବୁ କାମ କରାଯିବା ଲାଗି ନିଷ୍ପତ୍ତି ହୋଇଥିଲା ତାହା କରାଯାଉଛି। ଏଏସ୍‌ଆଇ ଓ ପୂର୍ତ୍ତବିଭାଗ ମରାମତି କାର୍ଯ୍ୟ କରୁଛନ୍ତି। ଆସନ୍ତା ୨ ତାରିଖ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri