ରାଜ୍ୟ

ବିପଦ ପାଲଟିଛି ଗୁମାଡ଼ି ନଦୀ, ରାସ୍ତା ସମ୍ପ୍ରସାରଣ ଦାବି

ଦାରିଙ୍ଗବାଡ଼ି,୮ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରୁ ବୁଡ଼ାଗୁଡ଼ାକୁ ସଂଯୋଗ କରୁଥିବା ତିଲୋରୀ ପଞ୍ଚାୟତ ଗୁମାଡ଼ି ନଦୀରେ ଅସ୍ଥାୟୀ ପୋଲ ଧୋଇ ହୋଇଯିବା ପରେ ବିକଳ୍ପ ରାସ୍ତା ଭାବେ ତିଲୋରୀଠାରୁ ଲକଟି ଗ୍ରାମ ଦେଇଯାଇଥିବା ୫୯ ନଂ ଜାତୀୟ ରାଜପଥକୁ…

ଚ୍ୟାଲେଞ୍ଜ ସୃଷ୍ଟି କରିଛି ବନ୍ୟପ୍ରାଣୀଙ୍କ ସୁରକ୍ଷା: ହାତୀ-ମଣିଷ ସହାବସ୍ଥାନକୁ ନେଇ ଆଲୋଚନା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପାର୍କ ଲାଇନସ୍ଥିତ ଅଡିଟରିଅମରେ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ହାତୀ ଓ ମଣିଷ ସହାବସ୍ଥାନ ସମ୍ପର୍କରେ ଆଲୋଚନା ହୋଇଛି। ଅତିଥି ଭାବେ ତେଲକୋଇ ବିଧାୟକ ଡକ୍ଟର ଫକୀର ଚରଣ ନାୟକ, କେନ୍ଦୁଝରଗଡ଼ ପୋରାଧ୍ୟକ୍ଷା ନିକୁ ସାହୁ,…

ପୌର ଉପାଧ୍ୟକ୍ଷା ଅନାସ୍ଥା ପ୍ରସ୍ତାବ ମାମଲା: ହ୍ବିପ୍‌ ଜାରିକଲା ବିଜେଡି, ନିର୍ଦ୍ଦେଶ ନ ମାନିଲେ…

ରାୟଗଡ଼ା,୮ା୧୦(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌରପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ୧୯ଜଣ କାଉନସିଲର ସେପ୍ଟେମ୍ବର ୧୨ ତାରିଖରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ଏହି ମାମଲାରେ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ସମସ୍ତ ୧୯ଜଣ କାଉନସିଲରଙ୍କୁ ହ୍ବିପ୍‌ ଜାରି କରିଛନ୍ତି। ଉକ୍ତ ହ୍ବିପ୍‌…

ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଚାଲିଗଲା ଅବସରପ୍ରାପ୍ତ କିରାଣିଙ୍କ ଜୀବନ

ବଲାଙ୍ଗୀର,୮ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଇନ୍ଦିରା ନଗର ନିବାସୀ କିଶୋର କୁମାର ରାଉତ (୬୨ )ଙ୍କ ହୃଦ୍‌ଘାତରେ ବୁଧବାର ପରଲୋକ ହୋଇଛି। ସମ୍ବଲପୁର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ପରଲୋକ ହୋଇଛି। ହଠାତ୍‌ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲକୁ…

ଆଇନଜୀବୀ ହତ୍ୟା ଘଟଣା: କଲମ ଛାଡ଼ ଆନ୍ଦୋଳନ କରି ଆଇନଜୀବୀଙ୍କ ପ୍ରତିବାଦ

ଲୋଇସିଂହା,୮ା୧୦(ସୁଶାନ୍ତ ବାରିକ): ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ଓଡ଼ିଶା ଆଇନଜୀବୀ ପରିଷଦର ସଦସ୍ୟ ପୀତବାସ ପଣ୍ଡାଙ୍କୁ ଗୁଳି କରି ନିର୍ମମ ହତ୍ୟାର ତୀବ୍ର ପ୍ରତିବାଦ କରି ଓଡ଼ିଶା ଆଇନଜୀବୀ ପରିଷଦର ଡାକରା କ୍ରମେ ବୁଧବାର ଲୋଇସିଂହା ଓକିଲ ସଂଘ ପକ୍ଷରୁ ଦିନିକିଆ…

ରିଆମାଳ ବନାଞ୍ଚଳ ଦନ୍ତା ହାତୀର ମୃତହେହ ଠାବ, ମୃତ୍ୟୁର କାରଣ ଅସ୍ପଷ୍ଟ

ଦେବଗଡ,୮।୧୦(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଆମାଳ ବନାଞ୍ଚଳ ଏକ ଦନ୍ତା ହାତୀ ମୃତ। ରେଙ୍ଗାଳବେ ସେକ୍ସନ ଅନର୍ଗତ କାଉଁସିତଇଲା ଗାଁ ରାସ୍ତା ନିକଟରେ ହାତୀର ମୃତ ହେହ ଠାବ ହୋଇଛି। ହାତୀର ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକ ବନବିଭାଗକୁ ଖବର…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୧୧ ଯାଏ ଲାଗିରହିବ ବର୍ଷା

ଭୁବନେଶ୍ୱର,୮।୧୦(ବନ୍ଦନା ସେଠୀ):ଉତ୍ତର-ପୂର୍ବ ଝାଡ଼ଖଣ୍ଡ ଏବଂ ଏହାର ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସେହିପରି ଉତ୍ତର ଉପକୂଳ ଓଡ଼ିଶାରୁ ପୂର୍ବ ତେଲଙ୍ଗାନା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼ ଦେଇ ସମୁଦ୍ର ପତ୍ତନଠାରୁ ୧.୫କି.ମି. ଉଚ୍ଚରେ ଏକ ଟ୍ରପ୍‌ ଲାଇନ୍‌…

ଆଜି ରାଜ୍ୟବ୍ୟାପୀ କଲମଛାଡ଼: କୋଟିଏ ଟଙ୍କା କ୍ଷତିପୂରଣ ଦାବି

କଟକ,୮।୧୦(କାର୍ତ୍ତିକ ସାହୁ): ରାଜ୍ୟ ବାର୍‌ କାଉନସିଲର ସର୍ବାଧିକ ଭୋଟରେ ନିର୍ବାଚିତ ସଦସ୍ୟ ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣା ପ୍ରତିବାଦରେ ବୁଧବାର ରାଜ୍ୟବ୍ୟାପୀ ଆଇନଜୀବୀମାନେ କଲମଛାଡ଼ କରିବେ। ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ବିବେଦୀ ଏ…

କାମ ସାରି ଘରକୁ ଫେରୁଥିବା ବେଳେ ଟ୍ରେନ୍‌ ଲାଇନ କଡ଼ରେ ମହିଳାଙ୍କୁ ବଳାତ୍କାର

ରାଉରକେଲା, ୮।୧୦(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅଧୀନ ରଘୁନାଥପାଲୀ ଥାନା ଅଞ୍ଚଳରେ ସୋମବାର ରାତି ପ୍ରାୟ ୯ଟାରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ…

ମୋବାଇଲ ଧରିବାକୁ ମନା କଲେ ବାପା, ରାଗିଯାଇ ଚରମ ନିଷ୍ପତ୍ତି ନେଲେ ନାବାଳିକା

ମାଲକାନଗିରି/ଖଇରପୁଟ,୮ା୧୦(ଦୁର୍ଯ୍ୟୋଧନ ପାତ୍ର/ଜଗନ୍ନାଥ ମାଝି): ବୟସ ମାତ୍ର ୧୦ ବର୍ଷ। ଜୀବନ କ’ଣ ଭଲ ଭାବେ ଜାଣିନାହାନ୍ତି। ମୋବାଇଲ ଦେଖିବାକୁ ଜିଦ୍‌ ଧରିଲେ। ବାପା ମନା କରିବାରୁ ଏଥିରେ ଉତ୍‌କ୍ଷିପ୍ତ ହୋଇ ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଲେ। ଏଭଳି ଏକ ସମ୍ବେଦନଶୀଳ…

ହୁତୁ ହୁତୁ ହୋଇ ଜଳିଗଲା ବ୍ୟାଟେରୀ ଚାଳିତ ସ୍କୁଟି, ଚାଳକ…

ରାୟଗଡ଼ା,୭।୧୦(ଆଶିଷ ରଞ୍ଜନ ପଣ୍ଡା)- ଜଳିଗଲା ବ୍ୟାଟେରୀ ଚାଳିତ ସ୍କୁଟି। ଅଳ୍କକେ ବର୍ତ୍ତିଗଲେ ଚାଳକ। ଏଭଳି ଏକ ଘଟଣା ରାୟଗଡ଼ା ସଦର ବ୍ଲକ ଚାନ୍ଦିଲି ଥାନା ଅଞ୍ଚଳରେ ଦେଖିବାକୁ ମିଳିଛି। ଥାନା ଅନ୍ତର୍ଗତ ଜେକେପୁର ସ୍ଥିତ ଜେକେ ସାଇକଲ ଦୋକାନ ମାଲିକ ଏମ୍‌…

SI ନିଯୁକ୍ତି ଘୋଟାଲା: ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦେଶ, ‘ଅଭିଯୁକ୍ତଙ୍କୁ ପାତାଳରୁ ଖୋଜି ଗିରଫ କରାଯିବ’

ଭୁବନେଶ୍ୱର,୭।୧୦: ଓଡ଼ିଶାରେ ପୋଲିସ ସବ-ଇନ୍ସପେକ୍ଟର (ଏସ୍‌ଆଇ) ନିଯୁକ୍ତି ପରୀକ୍ଷାରେ ହୋଇଥିବା ଦୁର୍ନୀତି ଓ ଅନିୟମିତତାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗମ୍ଭୀର ଚିନ୍ତା ପ୍ରକଟ କରିଛନ୍ତି। ଏହି ଘୋଟାଲାରେ ସମ୍ପୃକ୍ତ ଅପରାଧୀଙ୍କୁ କଠୋର ଦଣ୍ଡ ଦେବାକୁ ସେ ନିର୍ଦେଶ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri