ଫେରୁଛି ଶୀତ: ୫ ଡିଗ୍ରୀ ତଳକୁ ଖସିଲା ୧୨ ସହର
ଭୁବନେଶ୍ୱର,୧୫।୧(ବ୍ୟୁରୋ): ଗତ କିଛି ଦିନ ଶୀତ ଗାଏବ ହେବା ପରେ ପୁଣି ଥରେ ଝଲକ ଦେଖାଇଛି। ଆଭ୍ୟନ୍ତୀଣ ଓଡିଶାରେ ପାରଦ ୩ରୁ ୫ ଡିଗ୍ରୀ ସେଲସିୟସ୍ ତଳକୁ ଖସିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ୧୨…
୮ ବର୍ଷ ହେଲା ଆସୁନି ବିଦ୍ୟୁତ୍
ବନ୍ତଳା,୧୫ା୧: ଜଙ୍ଗଲ ମଧ୍ୟରେ ଗାଁ। ଯୋଗାଯୋଗ ପାଇଁ ରାସ୍ତାଟିଏ ନାହିଁ। ତେଣୁ ମୌଳିକ ସୁବିଧା ପାଇବା ଏହି ଆଦିବାସୀ ମହ୍ଲାର ସମ୍ପ୍ରଦାୟଙ୍କ ପାଇଁ ସାତସପନ ହୋଇଛି। ତଥାପି ୨୦୦୯ରେ ରାଜୀବ ଗାନ୍ଧୀ ବିଦ୍ୟୁତୀକରଣ ଯୋଜନାରେ ୨୫ ପରିବାର ରହୁଥିବା ଅନୁଗୋଳ ବ୍ଲକ…
ଟିକାକରଣ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି
ଭୁବନେଶ୍ୱର, ୧୫।୧(ବ୍ୟୁରୋ):ଶନିବାରଠାରୁ ରାଜ୍ୟରେ ଆରମ୍ଭ ହେବ କରୋନା ଟିକାକରଣ। ଏହି ପ୍ରଥମ ପର୍ଯ୍ୟାୟ ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପ୍ରଥମେ ପଞ୍ଜୀକୃତ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ଏନେଇ ଗୁରୁବାରଠାରୁ ସ୍ବାସ୍ଥ୍ୟକର୍ମୀଙ୍କ ମୋବାଇଲ୍ ଫୋନ୍କୁ ଏସ୍ଏମ୍ଏସ୍…
ଟିକା ନ ନେବାକୁ ସ୍ବାସ୍ଥ୍ୟକର୍ମୀଙ୍କ ଚେତାବନୀ
ଭୁବନେଶ୍ୱର, ୧୫।୧(ବ୍ୟୁରୋ):ରାଜ୍ୟରେ ଶନିବାରଠାରୁ ଆରମ୍ଭ ହେବ କରୋନା ଟିକାକରଣ। ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ ବୋଲି ଯୋଜନା ହୋଇଛି। କିନ୍ତୁ କରୋନା ଟିକା ନ ନେବାକୁ ଚେତାବନୀ ଦେଇଛନ୍ତି ୧୫ ହଜାର ସ୍ବାସ୍ଥ୍ୟକର୍ମୀ। କ୍ୟାଡର୍ ପୁନର୍ଗଠନ ଓ ପଦବୀ ପରିବର୍ତ୍ତନ…
ସାହିତ୍ୟ ସଂସ୍କୃତିର ମକର ମିଳନ
ଟିଟିଲାଗଡ଼, ୧୫।୧ (ଡି.ଏନ.ଏ) ସାହିତ୍ୟ ସଂସ୍କୃତି ଟିଟିଲାଗଡ ପକ୍ଷରୁ ସ୍ଥାନୀୟ ପ୍ରଭାବତୀ ପବ୍ଲିିକ ସ୍କୁଲ ପରିସରରେ ସଭାପତି ଡ. ଛାୟାକାନ୍ତ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବ୍ୟାସକବି ଫକିର ମୋହନ ସେନାପତିଙ୍କ ଜୟନ୍ତୀ ଓ ମକର ମିଳନ ଅନୁଷ୍ଟିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଉତ୍ତରାଞ୍ଚଳ…
‘ଦରଦ ଥିଲେ ମନ୍ତ୍ରୀ, ବିଧାୟକ ମଣ୍ଡିରେ ଶୁଅନ୍ତୁ’
ଭବାନୀପାଟଣା, ୧୪।୧: କଳାହାଣ୍ଡି ଜିଲା ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଯଦି ପ୍ରକୃତରେ ଦରଦ ଅଛି ତେବେ କଳାହାଣ୍ଡି ଗସ୍ତରେ ଆସିଥିବା ୭୦ଜଣ ବିଧାୟକ ଓ ୧୨ଜଣ ମନ୍ତ୍ରୀଙ୍କୁ ଜିଲାର ସବୁ ମଣ୍ଡିକୁ ଜଗିବା ପାଇଁ ଦାୟିତ୍ୱ ଦିଅନ୍ତୁ। ଚାଷୀମାନେ ଧାନ ବିକ୍ରି କରି…
କରଙ୍ଗାସାଗର ଜଙ୍ଗଲରେ ପଶିବାକୁ ମନା
ତରବୋଡ/ନୂଆପଡ଼ା ଅଫିସ,୧୪।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ସିଆଲଟି ପଞ୍ଚାୟତ ବାଗମୁଣ୍ଡା ଗାଁ ନିକଟସ୍ଥ କରଙ୍ଗାସାଗର ଜଙ୍ଗଲରେ ୨ଟି କଲରାପତରିଆ ବାଘ ଦେଖିବାକୁ ମିଳିଛି। ଗତ ସପ୍ତାହରେ କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଥିଲା। ଗୁରୁବାର ସକାଳେ…
ରାଜ୍ୟରେ ସୁସ୍ଥ ହେଲେ ୨୧୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୪।୧: ଓଡ଼ିଶାରେ ଗୁରୁବାର ୨୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୮୩୨ରେ ପହଞ୍ଚିଛି। ଅନୁଗୁଳ ଜିଲାରୁ ସର୍ବାଧିକ ୨୪ ଜଣ ସୁସ୍ଥ ହୋଇଛନ୍ତି। ବଲାଙ୍ଗୀର ଓ ସୁନ୍ଦରଗଡ଼ରୁ ୨୩,…
ସ୍କୁଲ ଖୋଲିବାର ୫ ଦିନରେ ୫୪ ଛାତ୍ରୀଛାତ୍ର କରୋନା ପଜିଟିଭ୍
ଲଖନପୁର,୧୪ା୧: ମହାମାରୀ କରୋନ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଗତ ମାର୍ଚ୍ଚ ମାସରୁ ସ୍କୁଲ୍ କଲେଜ ବନ୍ଦ କରିଥିଲେ। ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗତ ୮ତାରିଖରୁ ଶିକ୍ଷାନୁଷ୍ଠାନ ଖୋଲିବା ପାଇଁ ସରକାରୀ ଭାବେ ନିର୍ଦ୍ଦେଶ ଜାରି ହୋଇଛି। ଏଥିରେ କୋଭିଡ୍…
ଡିଲ୍ ସମୟରେ ୨ ହାତୀ ଦାନ୍ତ ଜବତ
ସମ୍ବଲପୁର,୧୪ା୧(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ବରେଇପାଲି ଛକରୁ ବନ ବିଭାଗର ସ୍ବତନ୍ତ୍ର ଟାସ୍କ ଫୋର୍ସ ଟିମ୍(ଏସ୍ଟିଏଫ୍) ଗୁରୁବାର ଦୁଇଟି ହାତୀ ଦାନ୍ତ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଥିବା ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ସୋନପୁର ଜିଲା ଉଲୁଣ୍ଡା…
ମକର ବୁଡ଼ ବେଳେ ଯୁବତୀଙ୍କୁ ଗଣବଳାତ୍କାର
ବାରିପଦା ଅଫିସ,୧୪।୧: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ବୁଧବାର ମକର ବୁଡ଼ ପକାଇବାକୁ ଯାଇଥିବା ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୫୭/୨୧) ରୁଜୁ କରି ଜଣଙ୍କୁ ଗିରଫ…
ଜୀବନ ପ୍ରଦୀପଙ୍କ ଘରବାହୁଡ଼ା
ଭୁବନେଶ୍ୱର,୧୪।୧: ବାଲେଶ୍ୱରର ପୂର୍ବ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ପୂର୍ବରୁ ଭାଜପାରୁ ଆସି ବିଜେଡିରେ ଯୋଗ ଦେଇଥିଲେ ଜୀବନ…
Archives


