ରାଜ୍ୟ

ସ୍ବର୍ଗଦ୍ୱାରରୁ ହଟିଲା କଟକଣା

ପୁରୀ ଅଫିସ,୧୯ା୧୦: ମହାମାରୀ କରୋନା ପାଇଁ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ ଲଗାଯାଇଥିବା କଟକଣା ହଟିଛି । ସୋମବାର ଜିଲାପାଳ ବଲୱନ୍ତ ସିଂ ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି । ଏଣିକି ସରକାରଙ୍କ କୋଭିଡ୍‌ ଗାଇଡ୍‌ ଲାଇନ ଅନୁପାଳନ କରି ଜିଲା…

ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ: ୯ ପୂଜା କମିଟିକୁ ମିଳିଲା ଅନୁମତି

କଟକ ଅଫିସ, ୧୯।୧୦: ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ମୁର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବେଳେ ବିବାଦ ହାଇକୋର୍ଟକୁ ଯାଇଥିଲା। ଶେଷରେ ୯ ପୂଜା କମିଟିକୁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଆଡଭୋକେଟ ଜେନେରାଲଙ୍କ ରିପୋର୍ଟ ଆଧାରରେ ହାଇକୋର୍ଟ…

ସ୍କୁଲ ଫି’ ମାମଲା: ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ

କଟକ ଅଫିସ,୧୯ା୧୦: ହାଇକୋର୍ଟରେ ସ୍କୁଲ ଫି’ ସମ୍ପର୍କିତ ମାମଲା ପ୍ରସଙ୍ଗରେ ଆଗତ କିଛି ଇଣ୍ଟରଭେନ୍‌ସନ ପିଟିଶନକୁ ସୋମବାର ମାନ୍ୟବର କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। କିଛି ଘରୋଇ ସ୍କୁଲ ପକ୍ଷରୁ ଏହି ପିଟିଶନ ହାଇକୋର୍ଟରେ ଆଗତ କରାଯାଇଥିଲା। ତେବେ ସ୍କୁଲ ଫି’ ନେଇ…

ଆଜି ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୧୫୨କୁ ବୃଦ୍ଧି

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ କଟକରୁ…

ରାଜ୍ୟରେ ଆଜି ୧୯୮୨ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୩୦୦

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୧୯୮୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୦,୩୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୫୬ ଜଣ…

ଆଳୁ, ପିଆଜ ଦର ଅଣାୟତ୍ତ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): କରୋନା ମହାମାରୀ ଲୋକଙ୍କ ରୋଜଗାର ଛଡ଼ାଇ ନେଇଥିବାବେଳେ ରାଜ୍ୟରେ ଆଳୁ, ପିଆଜ ଓ ପନିପରିବା ଦର ବୋଝ ଉପରେ ନଳିତାବିଡ଼ା ହୋଇଛି। ଗତ ଦୁଇମାସ ହେଲା ଆଳୁ ଓ ପିଆଜ ଦର ଲଗାତାର ବଢିଛାଲିଛି। ଏବେ ଆଳୁ କିଲୋ ୩୫ରୁ…

ବିକାଶ ଦେଖିନି ଐତିହ୍ୟ ସହର ବ୍ୟାସନଗର: ଯୋଜନା ବଡ଼, ଫଳକରେ ସୀମିତ

ଯାଜପୁର ରୋଡ୍‌,୧୯ା୧୦(ଡି.ଏନ.ଏ.): ଐତିହ୍ୟ ଏବଂ ପ୍ରାକୃତିକ ବିଭବର ସହର ବ୍ୟାସନଗରର ସୌନ୍ଦର୍ଯ୍ୟ ବୃଦ୍ଧି ପ୍ରତି ପ୍ରଶାସନର ଆନ୍ତରିକତା ନାହିଁ। କଳିଙ୍ଗନଗର ଶିଳ୍ପ ପ୍ରତିଷ୍ଠାନରେ କାର୍ଯ୍ୟରତ ଅଧିକାରୀ, କର୍ମଚାରୀ ଓ ଶ୍ରମିକଙ୍କୁ ବାସ ଯୋଗାଇଥିବା ଏହି ସହର କେବଳ ପ୍ରଦୂଷଣ ମୁଣ୍ଡାଇଛି। କିନ୍ତୁ…

ବ୍ରିଟେନରେ ହେବ ଜଗନ୍ନାଥ ମନ୍ଦିର

ପୁରୀ ଅଫିସ,୧୯ା୧୦: ମହାପ୍ରଭୁ ହେଉଛନ୍ତି ଜଗତର ଠାକୁର। ତାଙ୍କ ମାୟାରେ ବନ୍ଧା ସମଗ୍ର ବିଶ୍ୱ। ମହାପ୍ରଭୁଙ୍କ ପ୍ରତି ଗଭୀର ଆସ୍ଥା ଓ ବିଶ୍ୱାସ ରଖିଥିବା ବହୁ ଜଗନ୍ନାଥପ୍ରେମୀ ବିଭିନ୍ନ ଦେଶରେ ରହିଛନ୍ତି। ଅନେକ ରାଷ୍ଟ୍ରରେ ପ୍ରବାସୀ ଓଡ଼ିଆ ଜଗନ୍ନାଥ ମନ୍ଦିର ଗଢି…

ତିର୍ତ୍ତୋଲ ଉପନିର୍ବାଚନ: ୩ ଦଳ ଆଶାବାଦୀ, ଅସନ୍ତୁଷ୍ଟ ହେବେ ଚ୍ୟାଲେଞ୍ଜ

ଜଗତ୍‌ସିଂହପୁର ଅଫିସ, ୧୯।୧୦: ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୩ ତାରିଖରେ ହେବ ଉପନିର୍ବାଚନ। ଗତ ଶୁକ୍ରବାର ପ୍ରାର୍ଥତ୍ପତ୍ର ଦାଖଲ ସରିଛି। ପୂର୍ବତନ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ପରଲୋକ ପରେ ଏହି ଉପନିର୍ବାଚନ ହେବାକୁ ଯାଉଛି। ବିଷ୍ଣୁଙ୍କ ପୁଅ…

ବଜ୍ରକାପ୍ତା ର଼୍ୟାକେଟ ଧରାପଡ଼ିଲା

ଭୁବନେଶ୍ୱର,୧୯।୧୦(ବ୍ୟୁରୋ)/: ସୋନପୁର (ନି.ପ୍ର)ରାଜ୍ୟରେ ଏବେ ବନ୍ୟଜନ୍ତୁ ଶିକାର ଅବାଧରେ ଚାଲିଛି। କରୋନା ମହାମାରୀଠାରୁ ଶିକାରି ଓ ଚାଲାଣକାରୀ ବେଶ୍‌ ସକ୍ରିୟ ହୋଇପଡିଛନ୍ତି। ବନ ବିଭାଗ ଓ ପୋଲିସର ଅପାରଗତା ପାଇଁ ମାଫିଆମାନେ ସେମାନଙ୍କ ର଼୍ୟାକେଟକୁ ଆହୁରି ବ୍ୟାପକ କରିଛନ୍ତି। ବନ୍ୟଜନ୍ତୁ ଶିକାର…

ପ୍ରଥମ ଦିନରେ ଶାନ୍ତିସ୍ତୂପ ବୁଲିଲେ ୧୫୦୦ପର୍ଯ୍ୟଟକ

ପୁରୁଣା ଭୁବନେଶ୍ୱର,୧୮ା୧୦: (ଡି.ଏନ୍‌.ଏ.)କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୭ମାସ ହେଲା ବନ୍ଦ ଥିବା ଶାନ୍ତିସ୍ତୂପ ଧଉଳି ଶୁକ୍ରବାରଠାରୁ ଖୋଲାଯାଇଛି। ପ୍ରଥମ ଦିନରେ ପ୍ରାୟ ୩୦୦ ପର୍ଯ୍ୟଟକ ଧଉଳି ବୁଲିଥିବା ବେଳେ, ଶନିବାର ୬୦୦ ଏବଂ ରବିବାର ମଧ୍ୟ ୬୦୦ ପର୍ଯ୍ୟଟକ ଧଉଳି…

ପୂଜାରେ ଭାଙ୍ଗିବ ପରମ୍ପରା

ଭୁବନ, ୧୯।୧୦ (ବିପିନ ବିହାରୀ ସେଠୀ) : ସ୍ଥିତି ସ୍ବାଭାବିକ ଥିଲେ ଏତେବେଳକୁ ଆରମ୍ଭ ହୋଇସାରନ୍ତାଣି ଗହଳଚହଳ। ମେଢ଼, ମୂର୍ତ୍ତି, ସାଜସଜ୍ଜା ପାଇଁ ଚାଲିଥାନ୍ତା ପ୍ରତିଯୋଗିତା। ବଳଦଙ୍କୁ ନେଇ ବାହାରୁଥିବା ଅଭ୍ୟାସ ଶୋଭାଯାତ୍ରା, ବାଦ୍ୟବାଜଣାରେ କମ୍ପୁଥାନ୍ତା ପରିବେଶ। ବନ୍ଧୁବାନ୍ଧବରେ ପୂରି ଉଠନ୍ତାଣି ଘରଦ୍ୱାର।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri