ମକର ବୁଡ଼ ବେଳେ ଯୁବତୀଙ୍କୁ ଗଣବଳାତ୍କାର
ବାରିପଦା ଅଫିସ,୧୪।୧: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ବୁଧବାର ମକର ବୁଡ଼ ପକାଇବାକୁ ଯାଇଥିବା ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୫୭/୨୧) ରୁଜୁ କରି ଜଣଙ୍କୁ ଗିରଫ…
ଜୀବନ ପ୍ରଦୀପଙ୍କ ଘରବାହୁଡ଼ା
ଭୁବନେଶ୍ୱର,୧୪।୧: ବାଲେଶ୍ୱରର ପୂର୍ବ ବିଧାୟକ ଜୀବନ ପ୍ରଦୀପ ଦାସ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ପୂର୍ବରୁ ଭାଜପାରୁ ଆସି ବିଜେଡିରେ ଯୋଗ ଦେଇଥିଲେ ଜୀବନ…
ବିକାଶର ମଡେଲ ହୋଇପାରିଛି କଳାହାଣ୍ଡି: ମୁଖ୍ୟମନ୍ତ୍ରୀ
ଭବାନୀପାଟଣା,୧୪।୧(ଡି.ଏନ୍.ଏ.) : କଳାହାଣ୍ଡି ଗରିବୀର ପରୀକ୍ଷାଗାର ନୁହେଁ, ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ…
ବ୍ରିଜ୍ ଉପରେ ଜଳିଗଲା କାର୍
ଭୁବନେଶ୍ୱର,୧୪।୧(ବ୍ୟୁରୋ): ଫାୟାରଷ୍ଟେଶନ ଓଭର ବ୍ରିଜ୍ ଉପରେ ଗୁରୁବାର ମଧ୍ୟାହ୍ନରେ ଏକ କାର୍ ଜଳିଯାଇଛି। ଏହି କାର୍ରେ ଡ୍ରାଇଭରଙ୍କ ସହ ଆଉ ୨ ଯାତ୍ରୀ ଥିଲେ। କାର୍ରେ ହଠାତ୍ ନିଆଁ ଲାଗିଯିବାରୁ ସେମାନେ ସମସ୍ତେ ବାହାରକୁ ବାହାରି ଆସିଥିଲେ। ଅଗ୍ନିଶମ ବାହିନୀ…
ଆଜି ରାଜ୍ୟରୁ ୨୨୨ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୪।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୨୨୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୭୬୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୨୭ ଜଣ ଚିହ୍ନଟ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ
କଟକ ଅଫିସ,୧୪।୧: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ଅପରାହ୍ନରେ କଟକ ଏସ୍ସିବି କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ…
କଟକରେ ହେବ ନେତାଜୀ ବସ୍ ଟର୍ମିନାଲ
ଭୁବନେଶ୍ୱର,୧୪ା୧(ବ୍ୟୁରୋ):କଟକ ଖାନନଗରଠାରେ ଏକ ଅତ୍ୟାଧୁନିକ ବସ୍ ଟର୍ମିନାଲ ନିର୍ମାଣ ହେବ। ଏଥିପାଇଁ ୬୫ କୋଟି ଟଙ୍କା ଖର୍ଚ୍ଚ ହେବ। ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ…
ସବୁ ପଞ୍ଚାୟତକୁ ହାଇସ୍ପିଡ୍ ଇଣ୍ଟରନେଟ୍
ଭୁବନେଶ୍ୱର,୧୪ା୧(ବ୍ୟୁରୋ):ପଞ୍ଚାୟତଗୁଡ଼ିକରେ ହାଇସ୍ପିଡ୍ ଇଣ୍ଟରନେଟ୍ ସଂଯୋଗ କରିବାକୁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ମେ ସୁଦ୍ଧା ଏହି କାର୍ଯ୍ୟ ସମ୍ପନ୍ନ କରିବାକୁ ଲକ୍ଷ୍ୟ ରଖାଯାଇଛି । ବୁଧବାର ଡିଜିଟାଲ ମୋଡ୍ରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଭାରତ ନେଟ୍…
ବ୍ରେନ୍ ମ୍ୟାପିଂ ପାଇଁ ମନାକଲେ ଅଭିଯୁକ୍ତ
ନୟାଗଡ଼ ଅଫିସ,୧୪।୧:ପରୀ ହତ୍ୟା ମାମଲାରେ ଗିରଫ କଲେଜ ଛାତ୍ରଙ୍କ ବ୍ରେନ୍ ମ୍ୟାପିଂ ପାଇଁ ଏସ୍ଆଇଟି କରିଥିବା ଆବେଦନ ଉପରେ ଜୁଭେନାଇଲ ଜଷ୍ଟିସ ବୋର୍ଡ(କିଶୋର ନ୍ୟାୟ ପରିଷଦ)ରେ ବୁଧବାର ଶୁଣାଣି ହୋଇଛି। ଶୁଣାଣି ସମୟରେ ଆଇନକୁ ନେଇ ଦ୍ୱନ୍ଦରେ ଥିବା କଲେଜ ଛାତ୍ର…
ଯୁକ୍ତ୨ ଇନ୍ଷ୍ଟାଣ୍ଟ, ଅପ୍ସନାଲ ପରୀକ୍ଷା ଫଳ ପ୍ରକାଶ
ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଯୁକ୍ତ୨ ଇନ୍ଷ୍ଟାଣ୍ଟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। କଳାରେ ପାସ୍ହାର ୮୦.୮୪% ଥିବାବେଳେ ବିଜ୍ଞାନରେ ୬୨%, ବାଣିଜ୍ୟରେ ୫୭.୫୫% ଓ ଧନ୍ଦାମୂଳକ ଶିକ୍ଷାରେ ୫୨% ରହିଛି। କଳାରେ ପ୍ରଥମ ଶ୍ରେଣୀରେ ୨୯ଜଣ ଉତ୍ତୀର୍ଣ୍ଣ ହୋଇଥିବାବେଳେ ୬୪ଜଣ ଦ୍ୱିତୀୟ…
ପ୍ରଥମ ଡୋଜ୍ ପରେ ପଜିଟିଭ ଆସିଲେ ଦ୍ୱିତୀୟ ଡୋଜ୍ ନେବେନି
ଭୁବନେଶ୍ୱର, ୧୪।୧(ବ୍ୟୁରୋ) :ଓଡ଼ିଶାରେ ଶନିବାରଠାରୁ ୧୬୦ କେନ୍ଦ୍ରରେ ଟିକାକରଣ ଆରମ୍ଭ ହେବ। ପ୍ରତି କେନ୍ଦ୍ରରେ ଦୈନିକ ସର୍ବାଧିକ ୧୦୦ ଜଣଙ୍କୁ ଟିକା ଦିଆଯିବ। କମ୍ ହିତାଧିକାରୀ ଥିଲେ ୨/୩ କେନ୍ଦ୍ରକୁ ମିଶାଇ ଗୋଟିଏ କେନ୍ଦ୍ରରେ ଟିକା ଦିଆଯିବ। ଦୈନିକ ସକାଳ ୯ଟାରୁ…
ଭୁବନେଶ୍ୱରରେ କୋଭାକ୍ସିନ, ବାକିି କୋଭିଶିଲ୍ଡ
ଭୁବନେଶ୍ୱର, ୧୪।୧(ବ୍ୟୁରୋ) :ଓଡ଼ିଶାକୁ ଦୁଇ ପ୍ରକାର କରୋନା ଟିକା ଆସିଛି। ‘କୋଭିଶିଲ୍ଡ’ ଟିକାର ୪ଲକ୍ଷ ୮ହଜାର ଡୋଜ୍ ଓ ‘କୋଭାକ୍ସିନ’ର ୨୦ହଜାର ଡୋଜ୍ ଆସିଛି। ଆସନ୍ତା ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବାକୁ ଥିବାବେଳେ କାହାକୁ କେଉଁ ଟିକା ଦିଆଯିବ ଏବଂ…
Archives


