ଏସ୍ସିବି ଆଇସୋଲେଶନ ୱାର୍ଡ: କରୋନା ରୋଗୀଙ୍କୁ ମିଳୁନି ଉନ୍ନତମାନର ଖାଦ୍ୟ
କଟକ ଅଫିସ,୧୮ା୧୦: ଏସ୍ସିବି ମେଡିକାଲରେ କରୋନା ସନ୍ଦିଗ୍ଧଙ୍କ ଚିକିତ୍ସା ପାଇଁ ଗତ ମାର୍ଚ୍ଚରେ ଆଇସୋଲେଶନ ୱାର୍ଡ ଖୋଲାଯାଇଥିଲା। ପ୍ରଥମ ୨ ମାସ ଏଠାରେ ରୋଗୀ ସଂଖ୍ୟା କମ୍ ଥିଲା। ହେଲେ ପରବର୍ତ୍ତୀ ସମୟରେ ରୋଗୀ ସଂଖ୍ୟା ବୃଦ୍ଧି ପାଇଥିଲା। ଏପରି ପ୍ରତିଦିନ…
ମା’ ବିରଜାଙ୍କ ରଥଯାତ୍ରା ଆରମ୍ଭ
ଯାଜପୁର ଟାଉନ,୧୮।୧୦(ଡି.ଏନ.ଏ.): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ରଥଯାତ୍ରା ଶନିବାର ସନ୍ଧ୍ୟାରେ ଆରମ୍ଭ ହୋଇଛି। ଚଳିତ ବର୍ଷ ଏହି ରଥଯାତ୍ରା ୯ଦିନ ପରିବର୍ତ୍ତେ ୮ଦିନ ହେବ। ଅକ୍ଟୋବର ୨୩ରେ ମା’ଙ୍କ ଷଷ୍ଠୀ ଓ ସପ୍ତମୀ ପୂଜା ଅନୁଷ୍ଠିତ ହେଉଥିବାରୁ ଏପରି ନିଷ୍ପତ୍ତି…
କୋଭିଡ୍-୧୯ କଟକଣା: ଉପନିର୍ବାଚନ ପାଇଁ ସଂଶୋଧିତ ଗାଇଡ୍ଲାଇନ
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ଉପନିର୍ବାଚନ ପାଇଁ କୋଭିଡ୍-୧୯ କଟକଣାରେ କୋହଳ କରାଯାଇଛି। ସଂକ୍ରମିତ ଅଞ୍ଚଳ ବାହାରେ ୧୦୦ ବଦଳରେ ୨୦୦ ଲୋକ ଏକାଠି ହୋଇପାରିବେ। ଯଦି କୋଣସି ହଲ୍ରେ ବୈଠକ କରାଯାଉଥିବ ତେବେ ସେଠାରେ ସମୁଦାୟ ସିଟ୍ର ୫୦ ପ୍ରତିଶତରେ ବସିବାକୁ ଅନୁମତି ଦିଆଯାଇଛି।…
ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା: ଭୁବନେଶ୍ୱରରୁ ରହିଛନ୍ତି ସର୍ବାଧିକ ମୃତକ
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୩୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଆଜି…
ଗ୍ୟାଙ୍ଗ୍ଷ୍ଟର ରାଜା, ୨ ସହଯୋଗୀ ଗିରଫ
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ଦାଦାବଟି ବନ୍ଦ କରିବାକୁ ପୋଲିସ ଡିଜି ଅଭୟ ଶୁକ୍ରବାର ନିର୍ଦ୍ଦେଶ ଦେବାପରେ ଶନିବାର ପଦକ୍ଷେପ ଆରମ୍ଭ କରିଛି କମିଶନରେଟ ପୋଲିସ୍। ‘ଦାଦାବଟିକୁ ନା’ ସ୍ପେଶାଲ ଡ୍ରାଇଭ୍ର ପ୍ରଥମ ଦିନରେ ଗ୍ୟାଙ୍ଗ୍ଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା…
ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ସରିଲା
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଶନିବାର ଶେଷ ହୋଇଛି। ପ୍ରଥମ କଟ୍ ଅଫ୍ ମାର୍କରେ ମନୋନୀତ ହୋଇଥିବା ଛତ୍ରୀଛାତ୍ରମାନେ ନାମ ଲେଖାଇଛନ୍ତି। ତେବେ ଆସନ୍ତା ୨୨ ତାରିଖ ଅପରାହ୍ନ ୨ଟାରେ ଦ୍ୱିତୀୟ ପର୍ଯ୍ୟାୟ କଟ୍…
CORONAVIRUS UPDATE: ରାଜ୍ୟରେ ୨୦୧୯ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୨୦୧୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୮୩୬୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬୮…
ନକଲି ଭିଡିଓ ଭାଇରାଲ ମାମଲା: ଅପମାନିତ କରିଛି ଓଟିଭି
ଭୁବନେଶ୍ୱର/କେନ୍ଦୁଝର,୧୮ା୧୦(ବ୍ୟୁରୋ/ସ୍ବ.ପ୍ର.): ୨୦୧୯ ସାଧାରଣ ନିର୍ବାଚନ ସମୟରେ କେନ୍ଦୁଝର ଲୋକ ସଭା ଆସନପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଚନ୍ଦ୍ରାଣୀ ମୁର୍ମୁଙ୍କ ନକଲି ଭିଡିଓ ଭାଇରାଲ କରାଯାଇଥିଲା। ଉକ୍ତ ଘଟଣାରେ ଓଟିଭି ସାମ୍ବାଦିକ ରମେଶ ରଥଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ତାଙ୍କୁ ନେଇ କେନ୍ଦୁଝର…
ଶିଳାନ୍ୟାସକୁ ୨ବର୍ଷ ବିତିଲା: ଅନିଶ୍ଚିତତାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ
ପୁରୀ ଅଫିସ,୧୮।୧୦: ସତ୍ୟବାଦୀର ବକୁଳବନରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭାଗ୍ୟ ଫିଟୁ ନାହିଁ। ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହୋଇପାରୁ ନାହିଁ। ଫଳରେ ସ୍ବାଭିମାନୀ ଓଡ଼ିଆଙ୍କ ମନ ଆଶା ଆଶଙ୍କାରେ ଛନ୍ଦି ହୋଇଯାଇଛି। କାରଣ ଓଡ଼ିଆ…
ପଲିଥିନ ବ୍ୟବହାର ବଢୁଛି
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ପଲିଥିନ ପରିବେଶ ଉପରେ ଭୟଙ୍କର ପ୍ରତିକୂଳ ପ୍ରଭାବ ପକାଉଛି। ଏହାର ଭୟାବହତା ବେଳକୁ ବେଳ ଗମ୍ଭୀର ସ୍ଥିତି ସୃଷ୍ଟି କରି ଚାଲିଛି। ଗ୍ରାମଠାରୁ ସହର ପର୍ଯ୍ୟନ୍ତ ପଲିଥିନର ବହୁଳ ବ୍ୟବହାର ଚିନ୍ତା ବଢ଼ାଇ ଦେଇଛି। ପଲିଥିନର ପ୍ରତିକୂଳ ପ୍ରଭାବକୁ ଦେଖି…
ରାସ୍ତା ପାଇଁ ହୀନସ୍ତା ମଙ୍ଗଳପୁର ଗ୍ରାମବାସୀ
କୋକସରା, ୧୮।୧୦ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡାଗୁଡା ପଞ୍ଚାୟତର ଅଧିକାଂଶ ରାସ୍ତା ଶୋଚନୀୟ ଅବସ୍ଥାରେ ରହିଛି। ମଙ୍ଗଳପୁର ଏକ ରାଜସ୍ବ ଗ୍ରାମ ହୋଇଥିବା ସ୍ଥଳେ ଏହି ଗ୍ରାମକୁ ନାହିଁ ଭଲ ରାସ୍ତା। ଖରା ଓ ଶୀତ ଦିନରେ କୌଣସି…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୪୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୨୮୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ୪୩୪ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୨୩୭, ନୂଆପଡ଼ା ୧୬୧…
Archives


