ରାଜ୍ୟ

ଆଜି ରାଜଧାନୀରୁ ୨୧୬ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୩୦୭

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଶନିବାର ରାଜଧାନୀରୁ ଆଉ ୨୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୬୧ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି…

ଆଜି ଖୋଲିଲା ଅପରାଜିତା ଷଡ଼ଙ୍ଗୀଙ୍କ କାର୍ଯ୍ୟାଳୟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଆଜି ଭାଜପା ନେତ୍ରୀ ତଥା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ କାର୍ଯ୍ୟାଳୟ ଖୋଲିଛି। ୮ ଦିନ ପରେ ବିଏମ୍‌ସି ଅଧିକାରୀ ଏବଂ ପୋଲିସ ଉପସ୍ଥିତିରେ ଏହି କାର୍ଯ୍ୟାଳୟ ଖୋଲାଯାଇଛି। ସୂଚନାଯୋଗ୍ୟ, ଚଳିତମାସ ୮ ତାରିଖରେ ଏମ୍‌ପି ତାଙ୍କ ଜନ୍ମଦିନ ପାଳନ…

ପୁରୀରେ ମୁଖ୍ୟମନ୍ତ୍ରୀ: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର କଲେ ତଦାରଖ

ପୁରୀ ଅଫିସ,୧୭ା୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତରେ ଆସିଛନ୍ତି। ଶ୍ରୀମନ୍ଦିର ଐତିହ୍ୟ ନିରାପତ୍ତା ବଳୟ ମଧ୍ୟରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା।…

ପତିତପାବନ ହେବେ ନାଗାର୍ଜୁନ ବେଶ

ପୁରୀ ଅଫିସ,୧୭।୧୦: ଆସନ୍ତା ନଭେମ୍ବର ୨୭ରେ ନାଗାର୍ଜୁନ ବେଶ। ମାତ୍ର ମହାପ୍ରଭୁଙ୍କ ଏହି ବୀର ବେଶ ଦର୍ଶନରୁ ଭକ୍ତମାନେ ବଞ୍ଚତ୍ତ ହେବା ଏକପ୍ରକାର ନିଶ୍ଚିତ। କାରଣ ମହାମାରୀ କରୋନା ପାଇଁ ୭ମାସ ହେଲାଣି ଭକ୍ତଙ୍କୁ ଶ୍ରୀମନ୍ଦିରକୁ ଛଡ଼ାଯାଉ ନାହିଁ। ଆଗକୁ ଶୀତ…

ପାର୍ବଣରେ ଅବହେଳା କଲେ କୋପ ଦେଖାଇବ କରୋନା

ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ରାଜ୍ୟରେ ଏବେ କରୋନା ଗ୍ରାଫ୍‌ ତଳମୁହଁା ହୋଇଛି। ଗତ ସେପ୍ଟେମ୍ବର ୨୫ ପରଠାରୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବାବେଳେ ବେକାବୁ କରୋନା ଧୀରେ ଧୀରେ ନିୟନ୍ତ୍ରଣାଧୀନ ହେଉଥିବା ନଜରକୁ ଆସୁଛି। କିନ୍ତୁ ଆଗକୁ ପାର୍ବଣ ଆସୁଛି।…

ଦାଦାବଟି ମାଗିଲେ ତଡ଼ିପାର

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଦାଦାବଟି ବା ବଳପୂର୍ବକ ଚାନ୍ଦା ମାଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଏପରି କି ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ) ଲଗାଯିବା ସହ ଆବଶ୍ୟକ ପଡିଲେ ତଡ଼ିପାର କରାଯିବ। ଦାଦାବଟି ମାଗୁଥିବା ବ୍ୟକ୍ତିଙ୍କୁ ଏପରି କଡା ଚେତାବନୀ ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ…

ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶିତ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନର ନାମାଙ୍କନ ଦାଖଲ ସମୟ ଶୁକ୍ରବାର ଶେଷ ହୋଇଯାଇଛି। ସବୁ ଦଳ ପକ୍ଷରୁ ମଧ୍ୟ ପ୍ରଚାର କାର୍ଯ୍ୟ ଜୋର୍‌ଦାର କରାଯାଇଛି। ଏହାରି ମଧ୍ୟରେ ୩ ପ୍ରମୁଖ ଦଳ ବିଜେଡି,…

ସବୁ ସିଲ୍‌ ଥିବା ଦୋକାନ ଖୋଲିବ

ଭୁବନେଶ୍ୱର,୧୭।୧୦ (ବ୍ୟୁରୋ): ଭୁବନେଶ୍ୱରରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ସିଲ୍‌ ହୋଇଥିବା ସମସ୍ତ ଦୋକାନ ବଜାର/ବ୍ୟବସାୟିକ ପ୍ରତିଷ୍ଠାନ ଉପରୁ ବିଏମ୍‌ସି କଟକଣା କୋହଳ କରିଛି। ପାର୍ବଣକୁ ଦୃଷ୍ଟିରେ ରଖି ଏସବୁ ଦୋକାନ ଖୋଲିବାକୁ ଘୋଷଣା କରାଯାଇଛି। ହେଲେ ସହରରେ କରୋନା ସଂକ୍ରମଣ…

‘ଓଡ଼ିଶାରେ ବିଶ୍ୱସ୍ତରୀୟ ଗବେଷଣା କେନ୍ଦ୍ର ସ୍ଥାପନ ହେଉ’

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଆତ୍ମନିର୍ଭର ଭାରତ ଯୋଜନା ଅଧୀନରେ ଦେଶର ବୃହତ୍‌ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକ ମିଳିତଭାବେ ଓଡ଼ିଶାରେ ଏକ ବିଶ୍ବସ୍ତରୀୟ ଗବେଷଣା କେନ୍ଦ୍ର ସ୍ଥାପନ କରନ୍ତୁ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରସ୍ତାବ ରଖିଛନ୍ତି। ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ ଆନୁକୂଲ୍ୟରେ ଆୟୋଜିତ…

ଅପେକ୍ଷାରେ ୫୦ ବର୍ଷ

ଯାଜପୁର ଅଫିସ/ ଚଣ୍ଡିଖୋଲ, ୧୭।୧୦(ଡି.ଏନ.ଏ.):  କଟକ ଫରେଷ୍ଟ ଡିଭିଜନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶନର ୫୦ ବର୍ଷ ପରେ ମଧ୍ୟ ଡାଳିଯୋଡ଼ା ରେଞ୍ଜ ଅନ୍ତର୍ଗତ ଯାଜପୁର ଜିଲାର ୧୫ଟି ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ (ପିଆର୍‌ଏଫ୍‌)କୁ ଏଯାଏ ସଂରକ୍ଷିତ ଜଙ୍ଗଲ(ଆର୍‌ଏଫ୍‌) ଭାବେ ଘୋଷଣା କରାଯାଇ…

ଓଡ଼ିଶାର ସୋଏବ ଏନ୍‌ଇଇଟି ଟପ୍ପର

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ ଅଫ୍‌ତାବ ଦେଶରେ ଟପ୍ପର ହୋଇଛନ୍ତି। ଦିଲ୍ଲୀର ଆକାଂକ୍ଷା ସିଂ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ତେଲାଙ୍ଗାନାର…

ଚାପରେ ରାଜକୋଷ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): କୋଭିଡ୍‌-୧୯ ଯୋଗୁ ରାଜ୍ୟ ରାଜକୋଷ ଉପରେ ଆର୍ଥିକ ଚାପ ବଢ଼ିଚାଲିଛି। ଗତ କିଛିବର୍ଷ ହେବ ରାଜ୍ୟ ପାଇଁ କେନ୍ଦ୍ରୀୟ ଅନୁଦାନ ହ୍ରାସ ଏହି ସମସ୍ୟାକୁ ଆହୁରି ବଢ଼ାଇ ଦେଇଛି । ଅର୍ଥ କମିଶନଙ୍କ ସୁପାରିସ ଅନୁଯାୟୀ ରାଜ୍ୟକୁ ତା’ର ପାଉଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri