କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ୧୭ ମୃତକଙ୍କ…
CORONAVIRUS UPDATE: ରାଜ୍ୟରେ ପୁଣି ୨୧୯୬ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ରେ ପହଞ୍ଚିଲା
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୧୯୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
ଅନୁଗୋଳରେ ଗଡ଼ବଡ଼ କରୁଛି ଆର୍ଆର୍ଟି
ଅନୁଗୋଳ ଅଫିସ,୧୭।୧୦ ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ପାର୍ କଲାଣି। ବିଶେଷକରି ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ଦ୍ରୁତଗତିରେ ବଢ଼ୁଛି। ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଯୋଜନା ପରେ ଯୋଜନା କରାଯାଉଥିଲେ ମଧ୍ୟ ସ୍ଥିତି…
ସ୍କୁଲ୍ ଆଗରେ ଦୁଇ ବିଇଓ ହଟହଟା
ରେଢାଖୋଲ,୧୭।୧୦(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ବ୍ଲକ କଦଳୀଗଡ ହାଇସ୍କୁଲ ଆଗରେ ଶୁକ୍ରବାର ରେଢାଖୋଲ ବ୍ଲକ୍ ଶିକ୍ଷା ଅଧିକାରୀ (ବିଇଓ) ଭଗବାନ ବାଙ୍କିରା ଓ ଜୁଜୁମୁରା ବ୍ଲକ ଶିକ୍ଷା ଅଧିକାରୀ ଜୟକୃଷ୍ଣ ପିଙ୍କ ହଟହଟା ହୋଇଛନ୍ତି। ଏହି ସ୍କୁଲର ମଧ୍ୟାହ୍ନ ଭୋଜନ ଚାଉଳ…
ଭୁବନେଶ୍ୱରରେ ଚୋରା ବନ୍ଧୁକ ର଼୍ୟାକେଟ ଠାବ: ୨ ବେପାରୀ ଗିରଫ, ୮ ବନ୍ଧୁକ, ୧୨ ଗୁଳି ଜବତ
ଭୁବନେଶ୍ୱର,୧୬ା୧୦(ବ୍ୟୁରୋ) : କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍ ଖୋର୍ଦ୍ଧା ଜିଲା ଚନ୍ଦକା ଅଞ୍ଚଳରେ ଚଢ଼ାଉ କରି ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିବା ସହ ଏକ ବଡ଼ ର଼୍ୟାକେଟକୁ ଠାବ କରିଛି। ଗିରଫ ଦୁଇ ବେପାରୀ ହେଲେ ରାକେଶ ଚନ୍ଦ୍ର ଜେନା ଓ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୫୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୬୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୋଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡାରୁ ୧୩୩, ବରଗଡରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ…
ଭୁବନେଶ୍ୱରରୁ ଆଜି ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୧୭୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ଓଡ଼ିଶାର ସୋଏବ ଅଫତାବ ହେଲେ ନିଟ୍ ଟପ୍ପର
ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ ଅଫ୍ତାବ ଦେଶରେ ଟପ୍ପର ହୋଇଛନ୍ତି। ଦିଲ୍ଲୀର ଆକାଂକ୍ଷା ସିଂ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ତେଲେଙ୍ଗାନାର ତୁମ୍ମଲା ସ୍ନିକିଠା…
ପଥର ଖାଦାନରେ ବିସ୍ପୋରଣ: ୩ ମୃତ, ୫ ଆହତ
ଗୁଣପୁର,୧୬।୮(ଡି.ଏନ.ଏ)-ରାୟଗଡା ଜିଲା ଗୁଣପୁର ବ୍ଲକ ଜଲତାର ପଞ୍ଚାୟତ ଅନ୍ତର୍ଗତ ଓକିଲଗୁଡାରେ ନିକଟରେ ଥିବା ପଥର ଖାଦାନରେ ଶୁକ୍ରବାର ବିସ୍ପୋରଣ ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଜାମେସ ଶବର, କୁଶାବତୀ ଶବର…
ମା’ ବିରଜାଙ୍କ ରଥଯାତ୍ରା: ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା
ଯାଜପୁର ଟାଉନ, ୧୬।୧୦ (ଡି.ଏନ୍.ଏ.): ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଏବଂ ଯାଜପୁର ଜିଲାପାଳଙ୍କ ନିଷ୍ପତ୍ତି ଆଧାରରେ ମା’ ବିରଜାଙ୍କ ଶାରଦୀୟ ଦୁର୍ଗାପୂଜା ଓ ରଥଯାତ୍ରା ରଥଯାତ୍ରା ଅନୁଷ୍ଠିତ ହେବ। ରଥଟଣା ଓ ପୂଜା ସହ ଜଡିତ ସମସ୍ତ ସେବାୟତ ଓ କର୍ମଚାରୀଙ୍କ…
ତପ୍ତପାଣି ଘାଟିରେ ଓଲଟିଲା କଲେଜ ବସ୍: ଓଜେଇଇ ପରୀକ୍ଷାର୍ଥୀ ଗୁରୁତର
ଦିଗପହଣ୍ଡି,୧୬।୧୦(ଡି.ଏନ୍.ଏ.): ଗଞ୍ଜାମ-ଗଜପତି ସୀମାନ୍ତ ୩୨୬ନଂ ଜାତୀୟ ରାଜପଥ ତପ୍ତପାଣି ଘାଟିରେ ଘଟିଛି ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୨୫ରୁ ଊର୍ଦ୍ଧ୍ବ ଓଜେଇଇ ପରୀକ୍ଷାର୍ଥୀ ଆହାତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୫ ଛାତ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ…
ବେପରୁଆ ଅର୍ଥ ପରିଚାଳନା: ୨୭ ବିଭାଗ ଫେରାଇଛନ୍ତି ୧୩୦୪.୧୭ କୋଟି
ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟର ବିତ୍ତୀୟ ପରିଚାଳନା ଠିକ୍ ଢଙ୍ଗରେ ହେଉ ନାହିଁ। ପୂର୍ଣ୍ଣାଙ୍ଗ ଏବଂ ଅତିରିକ୍ତ ବଜେଟ ପ୍ରସ୍ତୁତି ବେଳେ ଖର୍ଚ୍ଚ ଉପରେ ଧ୍ୟାନ ଦିଆଯାଉ ନାହିଁ। ବିଭାଗଗୁଡିକୁ ଯୋଗାଇ ଦିଆଯାଉଥିବା ଅର୍ଥ ମଧ୍ୟ ଖର୍ଚ୍ଚ ହେଉ ନାହିଁ। ଶେଷ ୩ ମାସରେ…
Archives


