ରାଜ୍ୟ

ବିଶ୍ୱସ୍ତରୀୟ ହେବ: ଚନ୍ଦ୍ରଭାଗା, ତଳସାରୀ ବେଳାଭୂମି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟରେ ପର୍ଯ୍ୟଟନ କ୍ଷେତ୍ରରେ ଥିବା ବିପୁଳ ସମ୍ଭାବନାକୁ ଉପଯୋଗ କରି ଦେଶ ବିଦେଶର ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ବେଳାଭୂମି ଯୋଜନା ପ୍ରସ୍ତୁତ କରିଛନ୍ତି। ପୁରୀ କୋଣାର୍କ ମେରାଇନ ଡ୍ରାଇଭ୍‌ ଚନ୍ଦ୍ରଭାଗା ଓ ବାଲେଶ୍ୱରର ତଳସାରୀ- ଉଦୟପୁର…

ଦିଲ୍ଲୀକୁ ସାଇକେଲରେ ଯାତ୍ରାକଲେ ମୁକ୍ତିକାନ୍ତ

ରାଉରକେଲା ଅଫିସ,୧୨ା୧-ଦୁଇ ମାସରୁ ଊର୍ଦ୍ଧ୍ୱ ହେବ ଦିଲ୍ଲୀରେ କୃଷକମାନେ ଆନ୍ଦୋଳନ କରୁଛନ୍ତି। ପ୍ରାୟ ୮୦ରୁ ଊର୍ଦ୍ଧ୍ୱ କୃଷକଙ୍କ ମୃତ୍ୟୁ ଘଟିଲାଣି। କୃଷକମାନଙ୍କ ସହ ଆନ୍ଦୋଳନରେ ନିଜକୁ ସାମିଲ କରିବା ପାଇଁ ରାଉରକେଲାର ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ ସାଇକେଲ ଯୋଗେ ରାଉରକେଲାରୁ…

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୨ା୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ସମୟରେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ସୁନ୍ଦରଗଡ଼ ଏମ୍‌ପି…

କୋଟିପତି ଉପନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ଗୁଣପୁର,୧୨।୧(ଡି.ଏନ୍‌.ଏ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ରାୟଗଡ଼ା ଜିଲା ଗୁଣପୁର ପୂର୍ତ୍ତ ବିଭାଗ ଉପନିର୍ବାହୀ ଯନ୍ତ୍ରୀ ଉଦ୍ଧବ ପାଢ଼ୀ ଗତ ୨୫ରେ ଗିରଫ ହୋଇଥିଲେ। ମଙ୍ଗଳବାର ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ତାଙ୍କୁ ନିଲମ୍ବିତ କରିଛନ୍ତି।…

ଶୂଲିଆଯାତ୍ରା: ବଳି ପକାଯିବ, ମହୋତ୍ସବ ହେବ ନାହିଁ

ବଲାଙ୍ଗୀର ଅଫିସ/ଦେଓଗାଁ,୧୨ା୧: ଆଦିବାସୀଙ୍କ ପ୍ରସିଦ୍ଧ ଶୂଲିଆ ଯାତ୍ରା ଆସନ୍ତା ୧୯ତାରିଖ ପୌଷଶୁକ୍ଳ ପକ୍ଷ ପ୍ରଥମ ମଙ୍ଗଳବାର ବଲାଙ୍ଗୀର ଜିଲା ଖଇରଗୁଡା ବଡଖଳା ଓ କୁମରିଆ ସାନଖଳାଠାରେ ପାରମ୍ପରିକ ରୀତିନୀତିରେ ପାଳନ କରାଯିବ। କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ…

ଗ୍ୟାସ ଲିକ୍‌ ଘଟଣାରେ ଆର୍‌ଏସ୍‌ପିକୁ ଏନ୍‌ଜିଟିର ନୋଟିସ୍‌

ରାଉରକେଲା ଅଫିସ,୧୨ା୧: ରାଉରକେଲା ଇସ୍ପାତ କାରଖାନା(ଆର୍‌ଏସ୍‌ପି)କୁ ନ୍ୟାସନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ନୋଟିସ୍‌ ଜାରି କରିଛି। ଗ୍ୟାସ ନିର୍ଗତ ହେବା ଯୋଗୁ ପରିବେଶ ପ୍ରଦୂଷଣ ପ୍ରସଙ୍ଗରେ ଏନ୍‌ଜିଟି ନୋଟିସ୍‌ ଜାରିକରି ଆସନ୍ତା ଫେବୃୟାରୀ ୧୧ସୁଦ୍ଧା ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଛି।…

ରାଜ୍ୟରେ ସୁସ୍ଥ ହେଲେ ୨୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୧: ରାଜ୍ୟରେ ମଙ୍ଗଳବାର ୧୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୁଳ ଜିଲରୁ ଆରୋଗ୍ୟ ଲାଭ କରିଛନ୍ତି ସର୍ବାଧିକ ୩୪ ଜଣ। ସୁନ୍ଦରଗଡ଼ରୁ ୨୬, ସମ୍ବଲପୁରରୁ ୧୬, ବଲାଙ୍ଗୀରରୁ ୧୪, ଯାଜପୁରରୁ ୧୧, ଖୋର୍ଦ୍ଧାରୁ ୧୦, କେନ୍ଦ୍ରପଡ଼ାରୁ ୯, ବରଗଡ଼ରୁ ୮,…

ଭାଇରାଲ ଭିଡିଓ: ଶିକ୍ଷକଙ୍କୁ ସିଆର୍‌ସିସିଙ୍କ ଆଶାଳୀନ ବ୍ୟବହାର

ବରଗଡ଼ ଅଫିସ୍‌,୧୨।୧।: ବରଗଡ଼ ଜିଲା ବିଜେପୁର ବ୍ଲକ ଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଜଣେ କେନ୍ଦ୍ର ସାଧନ ସଂଯୋଜକ(ସିଆର୍‌ସିସି) ସ୍ଥାନୀୟ ଶିକ୍ଷକଙ୍କ ପ୍ରତି ଆଶାଳୀନ ବ୍ୟବହାର ସୋସିଆଲ ମିଡ଼ିଆରେ ଭାଇରାଲ ହେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ବ୍ଲକ ଶିକ୍ଷକ…

୧୦ ହଜାର ଲାଞ୍ଚ ନେଇ ଆଇସିଡିଏସ୍‌ ସୁପରଭାଇଜର ଗିରଫ

ଭବାନୀପାଟଣା,୧୨।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ କୁଟୁରୁଖମାର ସେକ୍ଟର ଆଇସିଡିଏସ୍‌ ସୁପରଭାଇଜର ରାଧାରାଣୀ ଦେଈ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭବାନୀପାଟଣା ବ୍ଲକ କୁରୁମାଚୁଆଁର ଅଙ୍ଗନୱାଡି କର୍ମୀ ସୀମନ୍ତିନୀ ନାଏକଙ୍କଠାରୁ ଅକ୍ଟୋବର, ନଭେମ୍ବର…

ମାଟ୍ରିକ୍‌ ପରୀକ୍ଷା ଫି’ ଛାଡ୍‌

ଭୁବନେଶ୍ବର,୧୨।୧: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ…

ପରିଦର୍ଶନ ସମୟରେ ମନ୍ତ୍ରୀ ମାସ୍କ ନ ପିନ୍ଧିବାକୁ ନେଇ ଚର୍ଚ୍ଚା

ଦେଓଗାଁ,୧୨ା୧: ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଦେଓଗାଁ ପଞ୍ଚାୟତ ସମିତି ହାଇସ୍କୁଲ ଗସ୍ତବେଳେ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା ସମୟରେ ମାସ୍କ ପରିଧାନ କରି ନ ଥିଲେ। ଏହା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ମନ୍ତ୍ରୀଙ୍କ ସହ ଆସିଥିବା ଅଧିକାରୀମାନେ ମାସ୍କ…

ଓ୍ବାର୍ଲଡ଼ ରେକର୍ଡ କଲେ ବଲାଙ୍ଗୀରର ୨୩ମାସର ଶିଶୁ

ବଲାଙ୍ଗୀର ଅଫିସ,୧୨ା୧: ଭାରତର ପ୍ରାଦେଶିକ ରାଜଧାନୀମାନଙ୍କ ନାମ ଆବୃତ୍ତି କରି ବଲାଙ୍ଗୀର ସହରର ଜଣେ ୧ବର୍ଷ ୧୧ ମାସ ୬ ଦିନର ଶିଶୁପୁତ୍ର ବିଶ୍ୱରେ କର୍ଡ କରଛନ୍ତି। ଶିଶୁପୁତ୍ର ହେଉଛନ୍ତି ବଲାଙ୍ଗୀର ରାଜୀବନଗର ନିବାସୀ ଶିକ୍ଷକ ତଥା ବାଲୁକାଶିଳ୍ପୀ ଓମ୍‌ପ୍ରକାଶ ସାହୁଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri